ଭୁବନେଶ୍ୱର,୫।୬(ବ୍ୟୁରୋ): ରାଜ୍ୟରେ ଦୈନିକ ସଂକ୍ରମଣ ସାମାନ୍ୟ ହ୍ରାସ ପାଇଥିବା ବେଳେ ମୃତ୍ୟୁ ସଂଖ୍ୟା କିନ୍ତୁ ଦିନକୁ ଦିନ ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ କରୋନାଜନିତ ୪୦ଜଣଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୃତ୍ୟୁ ସଂଖ୍ୟା ୨,୯୫୨କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୬ଜଣ ପ୍ରାଣ ହରାଇଥିବା ବେଳେ କଟକ, ମୟୁରଭଞ୍ଜ ଓ ସୁନ୍ଦରଗଡ଼ ଜିଲାରୁ ୪ଜଣ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ସେହିପରି ଅନୁଗୋଳ, ବୌଦ୍ଧ, ଝାରସୁଗୁଡ଼ା ଓ କଳାହାଣ୍ଡିରୁ ୩ଜଣ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ସେହିଭଳି ବରଗଡ଼, ବଲାଙ୍ଗୀର ଓ ଦେବଗଡ଼ରୁ ୨ଜଣ ଏବଂ ଗଞ୍ଜାମ, କନ୍ଧମାଳ ନୟାଗଡ଼ ଓ ସମ୍ବଲପୁର ଜିଲାରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଏନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
Posted inକରୋନା ଭାଇରସ୍, ମେଟ୍ରୋ, ରାଜ୍ୟ View All
ମହିଳାଙ୍କୁ ଗଣବଳାତ୍କାର
କେନ୍ଦୁଝର, ୭ା୬ : କେନ୍ଦୁଝର ଜିଲା ବଡ଼ବିଲ ଥାନା ଅଞ୍ଚଳର ଜଣେ ବିଧବା ମହିଳାଙ୍କୁ ଗାଡ଼ିରେ ଉଠାଇ ନେଇ ଗଣବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଏହି...
ଖଟିଆ କାନ୍ଧେଇ ପ୍ରତିବାଦ କଲେ ଗ୍ରାମବାସୀ
ସାରସକଣା,୧୮।୬(ଡି.ଏନ.ଏ.)- ପ୍ରଶାସନର କାର୍ଯ୍ୟଧାରା ଏବଂ ଅପାରଗତାକୁ ପଦାରେ ପକାଇବା ଲକ୍ଷ୍ୟନେଇ ଅଭିନବ ଢ଼ଙ୍ଗରେ ପ୍ରତିବାଦ କରିଛନ୍ତି ଗ୍ରାମବାସୀ। ଗଁାକୁ ଯିବାକୁ ଭଲ ରାସ୍ତା ଓ ପୋଲ...
ମାଡ଼ି ଆସୁଛି ନୂଆ ମହାମାରୀ: ଚାଇନାରେ ଲୋକଙ୍କଠାରେ ଏଚ୍-୧୦-ଏନ୍-୩ ଭୁତାଣୁ ଚିହ୍ନଟ…
ବେଜିଂ,୧।୬: କରୋନା ମହାମାରୀର ଅନ୍ତୁଡ଼ିଶାଳ ଚାଇନାର ଉହାନ୍ ସହର ପାଲଟିଥିଲା। ଏହାଯୋଗୁୂ ପୃଥିବୀରେ ଦେଖାଦେଇଥିବା ଆତଙ୍କ ଏବେ ବି ଥମିନି। ଏପରିସ୍ଥଳେ ଚାଇନାରେ ପୁଣି ଏକ...
କରୋନା ମୃତକଙ୍କ ପରିବାରକୁ ଦେଇ ହେବନି ୪ ଲକ୍ଷ ସହାୟତା: ସତ୍ୟପାଠ ଦାଖଲ କଲେ ମୋଦି ସରକାର…
ନୂଆଦିଲ୍ଲୀ,୨୦।୬: କରୋନା ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କାର ଅନୁକମ୍ପା ମୂଳକ ସହାୟତା ଦେଇ ହେବନି। ଏନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କ ପକ୍ଷରୁ ସୁପ୍ରିମ୍କୋର୍ଟରେ...
ପୋଲିସ ଚାକିରି କରିବେ କିନ୍ନର
ଭୁବନେଶ୍ୱର,୧୩ା୬(ବ୍ୟୁରୋ): କରୋନା ମହାମାରୀ ସମୟରେ ଚାକିରି ଅଭାବ ଦେଖାଦେଇଥିବାବେଳେ ରାଜ୍ୟ ପୋଲିସ ବିଭାଗରେ ୪୭୭ ସବ୍ ଇନ୍ସପେକ୍ଟର(ଏସ୍ଆଇ) ଓ ୨୪୪ କନଷ୍ଟେବଳ ପଦବୀ ପୂରଣ ପାଇଁ...
ବିଆର୍ପିଏଲ୍ରେ ଏସ୍ପିସିବିର ତଦନ୍ତ ଆଜି
ଯାଜପୁର ଅଫିସ,୨୪।୬: କଳିଙ୍ଗନଗର ବ୍ରାହ୍ମଣୀ ରିଭର୍ସ ପେଲେଟ ଲିଃ (ବିଆର୍ପିଏଲ୍) କାରଖାନାର ବିଷାକ୍ତ ବର୍ଜ୍ୟଜଳ ବାହାରକୁ ଛାଡିବା ଅଭିଯୋଗ ଉପରେ ଗୁରୁବାର ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ...
ବୃଦ୍ଧଙ୍କୁ ବିଦ୍ୟୁତ୍ ଖୁଣ୍ଟରେ ବାନ୍ଧି ସଂଘବଦ୍ଧ ଆକ୍ରମଣ
ମାହାଙ୍ଗା,୧୨ା୬(ସ୍ବ.ପ୍ର.): ଜଣେ ବୃଦ୍ଧ ଛେଳି ମାରି ଦେଇଥିବା ଅଭିଯୋଗରେ ଗ୍ରାମର କେତେଜଣ ଲୋକ ତାଙ୍କୁ ଏକ ବିଦ୍ୟୁତ୍ ଖୁଣ୍ଟରେ ବାନ୍ଧି ସଂଘବଦ୍ଧ ଆକ୍ରମଣ କରିଥିବାର ଏକ...
କୁଶଳୀ ହେବେ ଲକ୍ଷେ କୋଭିଡ୍ ଯୋଦ୍ଧା
ନୂଆଦିଲ୍ଲୀ, ୧୯।୬(ପି.ଟି.): ଦେଶର ଲକ୍ଷେରୁ ଊର୍ଦ୍ଧ୍ୱ କୋଭିଡ୍ ଯୋଦ୍ଧାଙ୍କୁ କୁଶଳୀ ତଥା ଅତିକୁଶଳୀ କରିବା ଲକ୍ଷ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଏକ ସଂକ୍ଷିପ୍ତ ଶିକ୍ଷା...


