ଭୁବନେଶ୍ୱର,୫।୬(ବ୍ୟୁରୋ): ରାଜ୍ୟରେ ଦୈନିକ ସଂକ୍ରମଣ ସାମାନ୍ୟ ହ୍ରାସ ପାଇଥିବା ବେଳେ ମୃତ୍ୟୁ ସଂଖ୍ୟା କିନ୍ତୁ ଦିନକୁ ଦିନ ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ କରୋନାଜନିତ ୪୦ଜଣଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୃତ୍ୟୁ ସଂଖ୍ୟା ୨,୯୫୨କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୬ଜଣ ପ୍ରାଣ ହରାଇଥିବା ବେଳେ କଟକ, ମୟୁରଭଞ୍ଜ ଓ ସୁନ୍ଦରଗଡ଼ ଜିଲାରୁ ୪ଜଣ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ସେହିପରି ଅନୁଗୋଳ, ବୌଦ୍ଧ, ଝାରସୁଗୁଡ଼ା ଓ କଳାହାଣ୍ଡିରୁ ୩ଜଣ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ସେହିଭଳି ବରଗଡ଼, ବଲାଙ୍ଗୀର ଓ ଦେବଗଡ଼ରୁ ୨ଜଣ ଏବଂ ଗଞ୍ଜାମ, କନ୍ଧମାଳ ନୟାଗଡ଼ ଓ ସମ୍ବଲପୁର ଜିଲାରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଏନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
Posted inକରୋନା ଭାଇରସ୍, ମେଟ୍ରୋ, ରାଜ୍ୟ View All
ତୈଳ, ଗ୍ୟାସ ବିତରଣକାରୀଙ୍କୁ ଟିକା
ଭୁବନେଶ୍ୱର,୩।୬(ବ୍ୟୁରୋ): ଭୁବନେଶ୍ୱରଠାରେ ଇଣ୍ଡିଆନ ଅଏଲ ଏବଂ ଆପୋଲୋ ହସ୍ପିଟାଲ ସହଯୋଗରେ ଆୟୋଜିତ ୭ଦିନିଆ ‘କୋଭିଡ୍-୧୯ ଟିକାକରଣ ଶିବିର’କୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ବୁଧବାର ଉଦ୍ଘାଟନ କରିଛନ୍ତି...
କେହି ଶୁଣିଲେନି, କରୋନା ମୃତକଙ୍କୁ କାନ୍ଧ ଦେଲେ ବିଡିଓ, ସରପଞ୍ଚ
ଭଦ୍ରକ ଅଫିସ,୧୭।୬: କରୋନା ଭୟରେ ମୃତଦେହ ପାଖ ମାଡ଼ିଲେନି ସାହି ଭାଇ କିମ୍ବା ସମ୍ପର୍କୀୟ। ଫଳରେ ସ୍ଥାନୀୟ ସରପଞ୍ଚ ଓ ବିଡିଓ ଆଗେଇ ଆସି ମୃତକଙ୍କୁ...
ଭାକ୍ସିନ୍ ନ ନେଲେ ମୋବାଇଲ୍ ସିମ୍ କାର୍ଡ ହେବ ବ୍ଲକ୍, କଡ଼ା ନିର୍ଦ୍ଦେଶ ଜାରି କଲେ ସରକାର…
କରାଚି,୨୨।୬: କରୋନା ମହ।ମାରୀ ସଂକ୍ରମଣ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଏପରିସ୍ଥଳେ ସଂକ୍ରମଣରୁ ଦୂରେଇ ରହିବା ଲାଗି ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି। ପାକିସ୍ତାନର...
ଖୋଲା ରହିବ କୃଷି ଉପକରଣ ଦୋକାନ
ଭୁବନେଶ୍ୱର,୧୧।୬(ବ୍ୟୁରୋ): କୃଷି ଏବଂ କୃଷି ଆନୁଷଙ୍ଗିକ ବ୍ୟବସାୟିକ ପ୍ରତିଷ୍ଠାନଗୁଡ଼ିକ ସାଧାରଣ ସମୟ ଭଳି ଖୋଲା ରହିବ। ଉଭୟ ଲକ୍ଡାଉନ ଏବଂ ଶଟ୍ଡାଉନ ସମୟରେ ବିହନ, ସାର,...
ଜାତୀୟ ସେରୋ ସର୍ଭେରେ ରାୟଗଡ଼ାରୁ ୫୦୦ ନମୁନା ସଂଗ୍ରହ
ରାୟଗଡ଼ା ଅଫିସ/ଗୁଣପୁର,୧୯ା୬: ଗଞ୍ଜାମ, କୋରାପୁଟ ସମେତ ରାୟଗଡ଼ା ଜିଲାରେ ୧୭ ତାରିଖରୁ ୪ର୍ଥ ପର୍ଯ୍ୟାୟ ଜାତୀୟ ସେରୋ ସର୍ଭେ ଆରମ୍ଭ ହୋଇଥିଲା। ରାୟଗଡ଼ା ଜିଲାରେ ଶନିବାର...
କାଳ ହେଲା ମର୍ନିଂ ଓ୍ବାକ୍
ଭଞ୍ଜନଗର/ବୁଗୁଡ଼ା,୧୦।୬: ଗଞ୍ଜାମ ଜିଲା ଦକ୍ଷିଣ ଘୁମୁସର ବନଖଣ୍ଡ ବୁଗୁଡ଼ା ରେଞ୍ଜ ଅଞ୍ଚଳରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ହାତୀ ଆକ୍ରମଣରେ ପ୍ରାତଃ ଭ୍ରମଣରେ ଯାଉଥିବା...
ଓଡ଼ିଶାର ଏହି ୩ ଜିଲାରେ ହେବ ଚତୁର୍ଥ ସେରୋ ସର୍ଭେ
ଭୁବନେଶ୍ୱର, ୧୨।୬(ବ୍ୟୁରୋ): ଚତୁର୍ଥ ସେରୋ ସର୍ଭେରେ ୬ ବର୍ଷରୁ ଅଧିକ ବୟସ୍କ ପିଲା ସାମିଲ ହେବେ। ଏ ନେଇ ରିଜିଓନାଲ ମେଡିକାଲ ରିସର୍ଚ୍ଚ ସେଣ୍ଟର(ଆର୍ଏମ୍ଆର୍ସି) ପକ୍ଷରୁ...
କାର୍ଯ୍ୟକ୍ଷମ ହେଲା ଦେଓ ପ୍ରକଳ୍ପ
ବାରିପଦା ଅଫିସ/ଠାକୁରମୁଣ୍ଡା, ୨୬।୬ (ଡି.ଏନ.ଏ.)-ମୟୂରଭଞ୍ଜ ଜିଲା କରଞ୍ଜିଆ ବ୍ଲକ ହାତୀବାରିଠାରେ ନିର୍ମାଣାଧୀନ ବହୁ ପ୍ରତିକ୍ଷୀତ ଦେଓ ମଧ୍ୟମ ଜଳସେଚନ ପ୍ରକଳ୍ପ କାର୍ଯ୍ୟକ୍ଷମ ହୋଇଛି। ଶୁକ୍ରବାର ପରୀକ୍ଷାମୂଳକ...


