E-Paper
  • logo
  • Thursday 24th September 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଜାତୀୟ, ଫୁରସତ

ସାଢ଼େ ୩ ବର୍ଷର ବାନ୍ୟାଙ୍କ ଯୋଗ: ସୋସିଆଲ ମିଡିଆରେ ଭାଇରାଲ
3:30 pmJune 21, 2021

ନୂଆଦିଲ୍ଲୀ,୨୧।୬: ସାରା ଦେଶରେ ସୋମବାର ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଛି। ଏହି ଅବସରରେ ବିଭିନ୍ନ ସ୍ଥାନରେ କରୋନା ପ୍ରୋଟୋକଲ୍‌କୁ ପାଳନ କରାଯାଇ ଯୋଗ ଦିବସ ଅନୁଷ୍ଠିତ ହୋଇଛି। ଇତିମଧ୍ୟରେ ଦିଲ୍ଲୀରୁ ଜଣେ ସାଢ଼େ ୩ବର୍ଷର ଶିଶୁକନ୍ୟାଙ୍କ ଯୋଗର ଏକ ଭିଡିଓ ସାମ୍ନାକୁ ଆସିଛି। ତାଙ୍କ ଯୋଗାସନକୁ ଦେଖିଲେ ଯେକେହିବି ଆଶ୍ଚର୍ଯ୍ୟ ହୋଇଯିବ। ଦିଲ୍ଲୀ-ପଶ୍ଚିମ ବିହାରରେ ରହୁଥିବା ସାଢ଼େ ୩ବର୍ଷର ବାନ୍ୟା ଶର୍ମା ସବୁଠାରୁ ଅଧିକ ଆସନ କରି ଚଳିତ ବର୍ଷ ଅର୍ଥାତ୍‌ ୨୦୨୧ ଜୁନ ୭ରେ ‘ଏସିଆ ବୁକ୍‌ ଅଫ୍‌ ରେକର୍ଡ’ ଓ ‘ଇଣ୍ଡିଆ ବୁକ୍‌ ଅଫ୍‌ ରେକର୍ଡ’ରେ ନିଜର ନାମ ପଞ୍ଜିକରଣ କରାଇଛନ୍ତି।

ବାନ୍ୟା ୨୧ଟି ଆସନ କରି ‘ଏସିଆ ବୁକ୍‌ ଅଫ୍‌ ରେକର୍ଡ’ ଓ ୧୪ଟି ଆସନ କରି ‘ଇଣ୍ଡିଆ ବୁକ୍‌ ଅଫ୍‌ ରେକର୍ଡ’ର ଟାଇଟଲ୍‌ ହାତେଇଛନ୍ତି। ବାନ୍ୟାଙ୍କ ପିତା ହେମନ୍ତ ଶର୍ମା ଜଣେ ଯୋଗଗୁରୁ। ବାନ୍ୟା ଏହି ରେକର୍ଡ ୩ବର୍ଷ ୪ମାସ ୨୯ ଦିନରେ କରିଦେଖାଇଛନ୍ତି। ଟାଇଟଲ୍‌ ଜିତିବା ପରେ ସମସ୍ତଙ୍କୁ ଯୋଗ କରିବାକୁ ସେ ପରାମର୍ଶ ଦେଇଛନ୍ତି। ଘରେ ରହି ଯୋଗ କର ଏବଂ କରୋନାରୁ ସୁସ୍ଥ ରୁହ ବୋଲି ସେ କହିଛନ୍ତି। ବାନ୍ୟାଙ୍କ ଏହି ଯୋଗାସନ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି।


[mc4wp_form id="252536"] All Right Reserved By Dharitri.Com

Posted inଜାତୀୟ, ଫୁରସତ View All

ପୋଲିସକୁ ଜଣାଇଥିଲେ, ତଥାପି ଚାଲିଗଲା ଜର୍ନାଲିଷ୍ଟଙ୍କ ଜୀବନ

ଲକ୍ଷ୍ନୌ,୧୪।୬: ରବିବାର ରାତିରେ ଉତ୍ତର ପ୍ରଦେଶର ପ୍ରତାପଗଡ଼ ଜିଲାରେ ସୁଲଭ ଶ୍ରୀବାସ୍ତବ ନାମକ ଜଣେ ଟିଭି ଜର୍ନାଲଷ୍ଟଙ୍କ ମୃତ୍ୟୁ ଘଟିଛି। ମୋଟରସାଇକେଲ ଦୁର୍ଘଟଣା ତାଙ୍କ ମୃତ୍ୟୁର...

ଝିଅ ଜନ୍ମ ହେବାରୁ ବାପା ନେଲେ ଏମିତି ନିଷ୍ପତ୍ତି; ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଭୋପାଳ,୭।୬: ମଧ୍ୟପ୍ରଦେଶର ଛତ୍ରପୁର ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ୪୨ ବର୍ଷୀୟ ବ୍ୟକ୍ତି ତାଙ୍କ ସ୍ତ୍ରୀ ଏବଂ ଦୁଇ ଝିଅଙ୍କୁ କୂଅରେ ପକାଇଦେଇଛନ୍ତି।...

ମୋଦିଙ୍କୁ ହତ୍ୟା ଧମକ

ନୂଆଦିଲ୍ଲୀ,୪।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ହତ୍ୟା ଧମକ ଦେଇଥିବା ଦିଲ୍ଲୀ ଖଜୁରୀଖସ୍‌ ଅଞ୍ଚଳର ଜଣେ ୨୨ ବର୍ଷୀୟ ଯୁବକଙ୍କୁ ପୋଲିସ ଗିରଫ କରିଛି। ଜାମିନରେ ଆସିଥିବା...

ବିଚାରପତିଙ୍କୁ ଜୋତା ଫିଙ୍ଗିବାରୁ ୧୮ ମାସ ଜେଲ

ଅହମ୍ମଦାବାଦ: ଗୁଜରାଟ ହାଇକୋର୍ଟର ଜଣେ ବିଚାରପତିଙ୍କୁ ଜୋତା ଫିଙ୍ଗିବାରୁ ଜଣେ ବ୍ୟକ୍ତିଙ୍କୁ ଦେଢ଼ବର୍ଷ ପାଇଁ ଜେଲ ଦଣ୍ଡାଦେଶ ହୋଇଛି। ରାଜକୋଟ ଜିଲା ଭୟଭଦର ଚା’ ଦୋକାନୀ...

୧୦ ବର୍ଷ ଧରି ପ୍ରେମିକାଙ୍କୁ ରୁମ୍‌ରେ ଲୁଚାଇ ରଖିଥିଲେ ପ୍ରେମିକ, ଜାଣିପାରିଲେ ନାହିଁ ପରିବାର ଲୋକ

ପଲକ୍କଡ (କେରଳ), ୧୧।୬: କେରଳର ଜଣେ ଯୁବକ ନିଜ ପ୍ରେମିକାଙ୍କୁ ୧୦ ବର୍ଷ ଧରି ରୁମ୍‌ରେ ଲୁଚାଇ ରଖିଥିଲେ। ଆଉ ଏ ସମ୍ପର୍କରେ ଟେର ପାଇ...

ଦ୍ୱାଦଶ ମୂଲ୍ୟାୟନ ସୂତ୍ରକୁ ମୋହର

ଭୁବନେଶ୍ୱର, ୨୩ା୬(ବ୍ୟୁରୋ): କରୋନା ଯୋଗୁ ବାତିଲ ହୋଇଯାଇଥିବା କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‌ଇ) ଏବଂ କାଉନ୍‌ସିଲ ଫର୍‌ ଦି ଇଣ୍ଡିଆନ୍‌ ସ୍କୁଲ ସାର୍ଟିଫିକେଟ୍‌ ଏକ୍‌ଜାମିନେଶନ...

ବିଏସ୍‌ପିର ୯ ବିଦ୍ରୋହୀ ବିଧାୟକ ଏସ୍‌ପିରେ ହୋଇପାରନ୍ତି ସାମିଲ

ଲକ୍ଷ୍ନୌ,୧୫।୬: ଉତ୍ତରପ୍ରଦେଶରେ ଆସନ୍ତା ବର୍ଷ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଛି। ଏଥିପାଇଁ ଏବେଠାରୁ ରାଜନୈତିକ ସରଗରମ ଦେଖାଦେଇଛି। ବିଭିନ୍ନ ରାଜନୈତିକ ଦଳ ପରସ୍ପର ଉପରେ...

୧୫୦ କୋଟି ବର୍ଷ ତଳେ ସମୁଦ୍ରରେ ବୁଡ଼ି ରହିଥିଲା ବଲିଉଡ୍‌…

ମୁମ୍ବାଇ,୧୯।୬: ମହାରାଷ୍ଟ୍ରର ରାଜଧାନୀ ତଥା ବଲିଉଡ୍‌ ମୁମ୍ବାଇର ଆଖପାଖ ଅଞ୍ଚଳ ଦିନେ ସମୁଦ୍ର ତଳେ ବୁଡ଼ି ରହିଥିଲା। ମିଳିଥିବା କେତେକ ଜୀବାଶ୍ମରୁ ଏହା ଜଣାପଡ଼ିଛି। ମୁମ୍ବାଇ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ସାଉଥାମ୍ପଟନରେ ବର୍ଷା: ଚତୁର୍ଥ ଦିନ ଖେଳ ବାଧାପ୍ରାପ୍ତ ଆଶଙ୍କା
Next Post Next post:
ମୁଖ୍ୟମନ୍ତ୍ରୀଙ୍କ ପାଦ ଛୁଇଁଲେ ଜିଲାପାଳ: ଉଠିଲା ବିବାଦ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts