E-Paper
  • logo
  • Saturday 28th March 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଜାତୀୟ

ସୁଶାନ୍ତଙ୍କ ବାପାଙ୍କ ଆବେଦନ ଖାରଜ
9:59 pmJune 10, 2021

ନୂଆଦିଲ୍ଲୀ, ୧୦ା୬: ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ଉପରେ ଅଧାରିତ ଫିଲ୍ମ ‘ନ୍ୟାୟ: ଦ ଜଷ୍ଟିସ୍‌’, ‘ସୁଇସାଇଡ୍‌ ଅର୍‌ ମର୍ଡର: ଏ ଷ୍ଟାର ଓ୍ବାଜ୍‌ ଲଷ୍ଟ’, ‘ଶଶାଙ୍କ’ ଆଦି ଉପରେ ରୋକ ଲଗାଇବାକୁ ମନା କରି ଦେଇଛନ୍ତି ଦିଲ୍ଲୀ ହାଇକୋର୍ଟ। ସୁଶାନ୍ତଙ୍କ ବାପା କ୍ରିଷ୍ଣା କିଶୋର ସିଂ ଏ ନେଇ ଆବେଦନ କରିଥିଲେ। ଫଳରେ ଉପରୋକ୍ତ ରିଲିଜ ହେବାର ବାଟ ଫିଟିଛି।

ଶୁକ୍ରବାର ‘ନ୍ୟାୟ: ଦ ଜଷ୍ଟିସ୍‌’ ଫିଲ୍ମ ମୁକ୍ତିଲାଭ କରିବାକୁ ସ୍ଥିର ହୋଇଥିଲା। ଏହି ଚଳଚ୍ଚିତ୍ରଗୁଡ଼ିକ ବାୟୋପିକ୍‌ କିମ୍ବା ସୁଶାନ୍ତ ଜୀବନରେ କ’ଣ ଘଟିଛି ତାହାର ବାସ୍ତବ କାହାଣୀକୁ ଚିତ୍ରିତ କରାଯାଇ ନ ଥିବା କୋର୍ଟ କହିଛନ୍ତି। ଏ ସବୁ ଫିଲ୍ମ ସୁଶାନ୍ତ କିମ୍ବା ତାଙ୍କ ପରିବାରକୁ ବଦ୍‌ନାମ ଉଦ୍ଦେଶ୍ୟରେ ନିର୍ମାଣ କରାଯାଇ ନାହିଁ ବୋଲି କୋର୍ଟ ମତ ରଖିଛନ୍ତି।


[mc4wp_form id="252536"] All Right Reserved By Dharitri.Com

Posted inଜାତୀୟ View All

ବିପଦ ଉପରେ ପୁଣି ନୂଆ ବିପଦ: ୬ରୁ ୮ସପ୍ତାହ ମଧ୍ୟରେ ତୃତୀୟ ଲହର…

ନୂଆଦିଲ୍ଲୀ,୧୯।୬: ଦେଶରେ କରୋନା ମହାମାରୀର ଦ୍ୱିତୀୟ ଲହର ଶେଷ ନ ହେଉଣୁ ପୁଣି ନୂଆ ବିପଦ ମାଡ଼ି ଆସୁଥିବା ନେଇ ଏମ୍ସ୍‌ ପକ୍ଷରୁ ସୂଚନା ଦିଆଯାଇଛି।...

ଗର୍ଲଫ୍ରେଣ୍ଡ ପାଇଁ ସୋନୁଙ୍କୁ ଆଇଫୋନ୍‌ ମାଗିଲେ ଯୁବକ

ନୂଆଦିଲ୍ଲୀ,୨୨।୬: କରୋନା ମହାମାରୀରେ ସାଧାରଣ ଲୋକଙ୍କୁ ସାହାଯ୍ୟ କରି ଆସୁଥିବା ବଲିଉଡ୍‌ ଅଭିନେତା ସୋନୁ ସୁଦଙ୍କୁ ଗର୍ଲଫ୍ରେଣ୍ଡଙ୍କ ପାଇଁ ଆଇଫୋନ ମାଗିଛନ୍ତି ଜଣେ ଯୁବକ। ଏହାର...

୨ମାସରୁ ବନ୍ଦ ଥିବା ଓପିଡି ସେବା ପୁଣି ଖୋଲିବାକୁ ସରକାରଙ୍କ ନିର୍ଦ୍ଦେଶ

ଲକ୍ଷ୍ନୌ,୪।୬: ଦେଶରେ ଜାରି ରହିଥିବା କରୋନାର ଦ୍ୱିିତୀୟ ଲହର ଏବେ ଧୀରେ ଧୀରେ ନିୟନ୍ତ୍ରଣକୁ ଆସୁଛି। ଦେଶର ବିଭିନ୍ନ ରାଜ୍ୟରେ ଦୈନିକ ସଂକ୍ରମଣ ବର୍ତ୍ତମାନ ହ୍ରାସ...

‘ଲୋକପ୍ରିୟତା ପାଇବା ପାଇଁ ଆବେଦନ କରିଥିଲେ ଜୁହି’

ନୂଆଦିଲ୍ଲୀ,୪।୬ : ଦେଶରେ ୫ଜି ନେଟୱର୍କ ବ୍ୟବସ୍ଥା ବିରୋଧରେ ଦିଲ୍ଲୀ ହାଇକୋର୍ଟରେ ବଲିଉଡ ଅଭିନେତ୍ରୀ ଜୁହି ଚାୱଲା ଆବେଦନ କରିଥିଲେ। ଏହି ଆବେଦନକୁ ଶୁକ୍ରବାର କୋର୍ଟ...

ଭାରତକୁ ଚେତାବନୀ ଦେଲା ଡବ୍ଲ୍ୟୁଏଚ୍‌ଓ: ଶୀଘ୍ର ହଟାଅନି କରୋନା କଟକଣା…

ଜେନେଭା/ନୂଆଦିଲ୍ଲୀ,୮।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଜାରି ରହିଛି। ଏପରିସ୍ଥଳେ ଘୋଷଣା କରାଯାଇଥିବା ଲକ୍‌ଡାଉନ୍‌କୁ ଧୀରେଧୀରେ କୋହଳ କରାଯାଉଛି। ତେବେ ଭାରତକୁ ବିଶ୍ୱସ୍ବାସ୍ଥ୍ୟ ସଂଗଠନ(ଡବ୍ଲ୍ୟୁଏଚ୍‌ଓ) ପକ୍ଷରୁ...

ଦିଗ୍‌ବିଜୟ-ପି.ସି ଶର୍ମା ସମେତ ୩୦ଜଣଙ୍କ ବିରୋଧରେ ମାମଲା ରୁଜୁ

ଭୋପାଳ,୧୧।୬: କଂଗ୍ରେସ ନେତା ଦିଗ୍‌ବିଜୟ ସିଂହ ଓ ପି.ସି ଶର୍ମାଙ୍କ ସମେତ ୩୦ଜଣଙ୍କ ବିରୋଧରେ ମାମଲା ରୁଜୁ। ସରକାରଙ୍କ ଆଦେଶକୁ ଉଲ୍ଲଂଘନ ଓ ରାଲି ବାହାର...

୨୮ ଖାଲି, ଅନେକ ଆଶାୟୀ

ନୂଆଦିଲ୍ଲୀ,୧୯ା୬: ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (ଏନ୍‌ଡିଏ)ରୁ ଶିବସେନା ଓ ଶିରୋମଣି ଅକାଳୀ ଦଳ ଓହରିଯିବା ଏବଂ ଲୋକ ଜନଶକ୍ତି ପାର୍ଟି (ଏଲ୍‌ଜେପି) ଅଧ୍ୟକ୍ଷ ରାମବିଳାସ ପାଶ୍ୱାନଙ୍କ...

ଚଳନ୍ତା ଟ୍ରେନ୍‌ର ଟଏଲେଟ୍‌ ସାମ୍ନାରେ ବିବାହିତା ମହିଳାଙ୍କ ମୁଣ୍ଡରେ ସିନ୍ଦୁର ଦେଲେ ଯୁବକ, କାରଣ ଜାଣିଲେ…

ପାଟଣା,୧୧ା୬: ବିହାରର ସୁଲତାନଗଞ୍ଜରୁ ଏମିତି ଏକ ବିବାହ ଖବର ଆସିଛି ଯାହା ଶୁଣିଲେ ଆଶ୍ଚର୍ଯ୍ୟ ହେବେ। ମାତ୍ର ଏହା ସତ ଘଟଣା। ଜଣେ ବିବାହିତା ମହିଳା...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ସାବିତ୍ରୀବ୍ରତରେ ସ୍ତ୍ରୀ ମାଡ଼ରେ ସ୍ବାମୀ ଗୁରୁତର
Next Post Next post:
ଓଡ଼ିଶା: ଆଜିର ଫଟୋ (ଜୁନ ୧୦, ୨୦୨୧)

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts