E-Paper
  • logo
  • Monday 30th March 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଫୁରସତ

ମେଟ୍ରୋ ଟ୍ରେନ୍‌ରେ ଯାତ୍ରା କଲା ମାଙ୍କଡ଼, ଭାଇରାଲ ହେଉଛି ଭିଡିଓ
1:44 pmJune 21, 2021

ଦିଲ୍ଲୀର ମେଟ୍ରୋ ଟ୍ରେନ୍‌ରେ ଏକ ଅଜବ ଦୃଶ୍ୟ ନଜରକୁ ଆସିଛି। ଟ୍ରେନ୍‌ ବଗିରେ ଥିବା ଲୋକ ଅଡୁଆରେ ପଡ଼ିଥିଲେ ଯେତେବେଳେ ଗୋଟିଏ ମାଙ୍କଡ଼ ଆସି ସେମାନଙ୍କ ନିକଟରେ ବସିଗଲା। ଏବେ ଏହି ଦୃଶ୍ୟ ସୋସିଆଲ ମିଡିଆରେ ଭାଇରାଲ ହେଉଛି।

एक बंदर 🐒मेट्रो 🚝 के अंदर

Free ride for 🐒 monkey inside Delhi 🚝 Metro..

No masks needed.. pic.twitter.com/5aQDGftAdF

— मुंबई Matters™✳️ (@mumbaimatterz) June 19, 2021

ଭିଡିଓରେ ଦେଖିବେ, ଦିଲ୍ଲୀ ମେଟ୍ରୋ ଟ୍ରେନ୍‌ରେ ଏକ ମାଙ୍କଡ଼ ଲୋକଙ୍କ ପାଖରେ ବସି ଯାତ୍ରା କରୁଛି। ମାଙ୍କଡ଼ଟି ଯେଉଁ ଟ୍ରେନ୍‌ରେ ବସିଥିଲା ଉକ୍ତ ଟ୍ରେନ୍‌ଟି ଆନନ୍ଦ ବିହାରରୁ ଦ୍ୱାରିକା ଯାଉଥିଲା। ମାଙ୍କଡ଼ଟି କେତେବେଳେ ଟ୍ରେନ୍‌ ଭିତରେ ଚାଲୁଛି ତ ଆଉ କେତେବେଳେ ଆସି ସିଟ୍‌ ଉପରେ ବସିପଡୁଛି। ମଝିରେ ମଝିରେ ଝରକା ପାଖରେ ବସି ବାହାରର ଦୃଶ୍ୟ ଦେଖୁଛି।

ଭିଡିଓକୁ କେହି ରେକର୍ଡିଂ କରି ସୋସିଆଲ ମିଡିଆରେ ଶେୟାର କରିଦେଇଛନ୍ତି। ଯାହାକୁ ଲୋକେ ବାରମ୍ବାର ଦେଖି ମଜା ନେଉଛନ୍ତି। ଗତ ୧୯ ତାରିଖ ସନ୍ଧ୍ୟାରେ ଶେୟାର ହୋଇଥିବା ଏହି ଭିଡିଓକୁ ବର୍ତ୍ତମାନ ସୁଦ୍ଧା ୧୪୦୦୦ ଲୋକ ଦେଖିସାରିଲେଣି। ୟୁଜରମାନେ ଭିନ୍ନ ଭିନ୍ନ କମେଣ୍ଟ ବି ଦେଉଛନ୍ତି।


[mc4wp_form id="252536"] All Right Reserved By Dharitri.Com

Posted inଫୁରସତ View All

ବସ୍‌-ବନ୍ଦ ଘରେ କରୋନା ସଂକ୍ରମଣ ଆଶଙ୍କା ଅଧିକ…

ଲଣ୍ଡନ/ନୂଆଦିଲ୍ଲୀ,୩।୬: ପୃଥିବୀରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଏପରିସ୍ଥଳେ କରୋନା ସଂକ୍ରମଣ କେଉଁଠି ଅଧିକ ହୋଇଥାଏ ସେ ନେଇ ଏକ ରିପୋର୍ଟ...

୬୯ ସନ୍ତାନ ଜନ୍ମ ଦେଇଥିଲେ ଏହି ମହିଳା! ୨୭ଥର ହୋଇଥିଲେ ଗର୍ଭବତୀ

ନିକଟରେ ମୋରକୋର ଜଣେ ମହିଳା ସମଗ୍ର ବିଶ୍ୱରେ ଚର୍ଚ୍ଚାର ବିଷୟ ପାଲଟିଥିଲେ। କାରଣ ଏହି ମହିଳା ଜଣଙ୍କ ଏକାସାଙ୍ଗରେ ୯ ସନ୍ତାନ ଜନ୍ମ ଦେଇଥିଲେ। ରିପୋର୍ଟ...

ଜାଣନ୍ତି ବିମାନରେ କାହିଁକି ପୁରୁଷଙ୍କ ତୁଳନାରେ ନିଯୁକ୍ତି ପାଇଥାନ୍ତି ଅଧିକ ମହିଳା କର୍ମଚାରୀ

ଆପଣ କେବେ ବିମାନରେ ଯାତ୍ରା କରିଛନ୍ତି କି? ଯଦି ନା ତେବେ ନିଶ୍ଚିତ କୌଣସି ଫିଲ୍ମ କିମ୍ବା ବ୍ଲଗରେ ବିମାନ ଯାତ୍ରାର ଦୃଶ୍ୟ ଦେଖିଥିବେ। ଏହି...

ମହାକାଶରୁ ଫେରିଥିବା ରେଡ୍‌ ଓ୍ବାଇନର ଦାମ କେତେ ଜାଣନ୍ତୁ

ଏକ ରକେଟ୍‌ରେ ୧୪ ମାସ ଧରି ମହାକାଶ ଭ୍ରମଣ କରିଥିବା ରେଡ୍‌ ଓ୍ବାଇନ ଏବେ ବିକ୍ରି ଅପେକ୍ଷାରେ। ‘ପେଟ୍ରସ ୨୦୦୦’ ନାମକ ରେଡ୍‌ ଓ୍ବାଇନର ୧୨ଟି...

ବଣର ରାଜା ହୋଇ ସୁଦ୍ଧା ଏହି ସାମାନ୍ୟ ପ୍ରାଣୀକୁ ଡ଼ରିଯାଉଛି ସିଂହ, ଭିଡିଓ ଭାଇରାଲ

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ନୂତନ ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର...

ଏହି ବ୍ୟକ୍ତି ଏମିତି ଶବ୍ଦ କରନ୍ତି ଯେ ଚାରିଆଡୁ ଉଡିଆସି ଏକାଠି ହୋଇଯାଆନ୍ତି କାଉ; ଭିଡିଓ ଦେଖିଲେ…

ଭାରତରେ ପ୍ରତିଭାର ଅଭାବ ନାହିଁ। ହେଲେ ଅନେକ ସମୟରେ ପ୍ରତିଭା ଦେଖାଇବା ପାଇଁ ସମସ୍ତଙ୍କୁ ପ୍ଲାଟଫର୍ମ ମିଳି ନ ଥାଏ। ଫଳରେ ବଣମଲ୍ଲୀର ମହକ ବଣରେ...

ଏହି ଦେଶରେ କେବଳ ଶୋଇବା ପାଇଁ ମିଳିଥାଏ ଚାକିରି

ଯେକୌଣସି ମଣିଷ ପାଇଁ ଖାଦ୍ୟ, ବସ୍ତ୍ର ଏବଂ ବାସଗୃହ ନିହାତି ଆବଶ୍ୟକ। ଏହି ଆବଶ୍ୟକତା ପୂରଣ କରିବାକୁ ଲୋକଙ୍କୁ ଚାକିରି କରିବା ଦରକାର। ରୋଜଗାରର ସନ୍ଧାନରେ...

ଗୋଟିଏ ଆମ୍ବର ଦାମ୍‌ ୨୧ ହଜାର: ସୁରକ୍ଷା ଦାୟିତ୍ୱରେ ୪ ସୁରକ୍ଷାକର୍ମୀ, ୬ କୁକୁର…

ଜବଲପୁର,୧୬।୬: ଗୋଟିଏ ଆମ୍ବର ଦାମ୍‌ ପୁଣି ୨୧ ହଜାର ଟଙ୍କା ଶୁଣିଲେ ଯେ କେହି ଆଶ୍ଚର୍ଯ୍ୟ ହେବା ସ୍ବାଭାବିକ। ତେବେ ମଧ୍ୟପ୍ରାଦେଶର ଜବଲପୁରରେ ବାସ କରୁଥିବା...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
କବୀର ସିଂର ଦୁଇ ବର୍ଷ ପରେ ସାହିଦ୍‌ ଶେୟାର କଲେ ଏମିତି ଭିଡିଓ, ପ୍ରଶଂସକ କହିଲେ…
Next Post Next post:
ମଣ୍ଡିରୁ ଉଠୁନି ଧାନ: ରାସ୍ତାକୁ ଓହ୍ଲାଇଲେ ଚାଷୀ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts