E-Paper
  • logo
  • Wednesday 17th June 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଜାତୀୟ

ଦିଲ୍ଲୀରେ ଖୋଲିବ ମଲ୍‌, ମାର୍କେଟ
11:25 pmJune 13, 2021

ନୂଆଦିଲ୍ଲୀ, ୧୩।୬: ଦିଲ୍ଳୀରେ କରୋନା ସଂକ୍ରମଣ ହ୍ରାସ ପାଇଥିବାରୁ ସରକାର ଅନ୍‌ଲକ ପ୍ରକ୍ରିୟାକୁ ଆହୁରି କୋହଳ କରିଛନ୍ତି। ସୋମବାରଠାରୁ ମଲ୍‌ ଓ ମାର୍କେଟଗୁଡ଼ିକ ପ୍ରତିଦିନ ଖୋଲିବାକୁ ଥିବା ବେଳେ ରେଷ୍ଟୁରାଣ୍ଟଗୁଡ଼ିକକୁ ୫୦ ପ୍ରତିଶତ କ୍ଷମତା ସହ ଖୋଲିବାକୁ ଅନୁମତି ଦିଆଯାଇଛି। ସାପ୍ତାହିକ ବଜାର ଏବଂ ଧର୍ମପୀଠଗୁଡ଼ିକ ସୋମବାରଠାରୁ ଖୋଲିବ ବୋଲି ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ ଘୋଷଣା କରିଛନ୍ତି। ସେହିପରି ସେଲୁନ, ବିଉଟି ପାର୍ଲର ଓ ବାରିକ ଦୋକାନ ମଧ୍ୟ ସୋମବାରଠାରୁ ଖୋଲିବ। ଅଳ୍ପ କେତେକ ନିଷିଦ୍ଧ କାର୍ଯ୍ୟକୁ ବାଦ୍‌ ଦେଲେ ସୋମବାର ସକାଳ ୫ଟାରୁ ଅନ୍ୟ ସବୁ କର୍ଯ୍ୟକଳାପକୁ ଅନୁମତି ଦିଆଯାଇଛି। ଗତ ସପ୍ତାହରେ ମାର୍କେଟ, ମଲ୍‌ ଏବଂ ମାର୍କେଟ କମ୍ପ୍ଲେକ୍ସଗୁଡ଼ିକୁ ଯୁଗ୍ମ-ଅଯୁଗ୍ମ ଆଧାରରେ ଖୋଲିବାକୁ ଅନୁମତି ମିଳିଥିବା ବେଳେ ସୋମବାରଠାରୁ ସବୁଦିନ ସକାଳ ୧୦ରୁ ରାତି ୮ଟା ପର୍ଯ୍ୟନ୍ତ ଖୋଲିବ। ପ୍ରତି ମ୍ୟୁନିସିପାଲିଟି ଜୋନ୍‌ରେ ଦିନକୁ ଗୋଟିଏ ସାପ୍ତାହିକ ହାଟ ଖୋଲାଯିବ ବୋଲି କେଜ୍‌ରିଓ୍ବାଲ କହିଛନ୍ତି। ଯଦି ସଂକ୍ରମଣ ଆହୁରି କମେ ତେବେ ଆଗାମୀ ଦିନରେ କଟକଣା ଅଧିକ କୋହଳ ହେବ ବୋଲି ଦିଲ୍ଲୀ ମୁଖ୍ୟମନ୍ତ୍ରୀ କହିଛନ୍ତି। ତେବେ ସ୍କୁଲ୍‌ କଲେଜ ଆଦି ସମସ୍ତ ଶିକ୍ଷାନୁଷ୍ଠାନ, ସିନେମା ହଲ, ମଲ୍ଟିପ୍ଲେକ୍ସ, ଥିଏଟର, ଜିମ୍‌, ସ୍ପା, ଅଡିଟୋରିୟମ, ବଙ୍କେଟ୍‌ ହଲ୍‌, ପ୍ରମୋଦ ଉଦ୍ୟାନ, ସ୍ବାଟର ପାର୍କ ଆଦି ଜୁନ୍‌ ୨୧ ସକାଳ ୫ଟା ପର୍ଯ୍ୟନ୍ତ ବନ୍ଦ ରହିବ।


[mc4wp_form id="252536"] All Right Reserved By Dharitri.Com

Posted inଜାତୀୟ View All

ଥରିଲା ରାଜଧାନୀ …

ନୂଆଦିଲ୍ଲୀ,୨୦।୬: ରାଜଧାନୀ ଦିଲ୍ଲୀରେ ରବିବାର ମଧ୍ୟାହ୍ନ ୧୨ଟା ୨ରେ ଭୂକମ୍ପ ଘଟିଛି। ଭୂକମ୍ପର ତୀବ୍ରତା ରିକ୍ଟର ସ୍କେଲ୍‌ରେ ୨.୧ ଥିଲା ବୋଲି ଜାତୀୟ ଭୂ ଗବେଷଣା...

‘ବାବା କା ଢାବା’ ମାଲିକ କାନ୍ତା ପ୍ରସାଦଙ୍କ ଆତ୍ମହତ୍ୟା ଉଦ୍ୟମ

ନୂଆଦିଲ୍ଲୀ,୧୮।୬: ‘ବାବା କା ଢ଼ାବା’ ମାଲିକ କାନ୍ତା ପ୍ରସାଦ ଗୁରୁବାର ରାତିରେ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ଅବସ୍ଥା ଗୁରୁତର ଥିବାରୁ ସଫଦରଜଙ୍ଗ ଡାକ୍ତରଖାନାରେ ତାଙ୍କର ଚିକିତ୍ସା...

୮ ଭାଇଭଉଣୀଙ୍କ ସହ ପିତାମାତାଙ୍କୁ କରି ଦିଆଯାଇଥିଲା ହତ୍ୟା, ପାକିସ୍ତାନରୁ ଭାରତ ଚାଲି ଆସି କୀର୍ତ୍ତିମାନ ରଚିଥିଲେ…

ନୂଆଦିଲ୍ଲୀ,୧୯।୬: କିମ୍ବଦନ୍ତୀ ଧାବକ ମିଲ୍‌ଖା ସିଂହଙ୍କ ପରଲୋକ ସହ ଏକ ଯୁଗର ଅବସାନ ହୋଇଛି। ଶୁକ୍ରବାର ରାତିରେ ସେ ଶେଷ ନିଶ୍ୱାସ ନେଇଥିବା ଖବର ଜଣାପଡ଼ିବା...

ଗଣବଳାତ୍କାର ଅଭିଯୁକ୍ତଙ୍କୁ ଗୁଳି କଲା ପୋଲିସ

ବେଙ୍ଗାଲୁରୁ,୨।୬ : କର୍ନାଟକର ରାଜଧାନୀ ବେଙ୍ଗାଲୁରୁରେ ବାଂଲାଦେଶୀ ମହିଳାଙ୍କୁ ଗଣବଳାତ୍କାର ଓ ନିର୍ଯାତନା ମାମଲାର ଆଉ ଜଣେ ଅଭିଯୁକ୍ତ ପୋଲିସ ଗୁଳିରେ ଆହତ ହୋଇଛନ୍ତି। ଗିରଫ...

ଡେଲିଭରୀ ପାଇଁ ହସ୍ପିଟାଲରେ ଭର୍ତ୍ତି ହୋଇଥିବା ମହିଳାଙ୍କ ବନ୍ଧ୍ୟାକରଣ ଅପରେଶନ୍‌ କରିଦେଲେ ଡାକ୍ତର…

ରାଞ୍ଚି,୨୦।୬: ଡେଲିଭରୀ ପାଇଁ ହସ୍ପିଟାଲରେ ଭର୍ତ୍ତି ହୋଇଥିବା ଜଣେ ମହିଳାଙ୍କର ବନ୍ଧ୍ୟାକରଣ ଅପରେଶନ୍‌ କରି ଡାକ୍ତର ଏବେ ହରଡ଼ଘଣାରେ ପଡ଼ିଛନ୍ତି। ମହିଳା ତାଙ୍କ ପରିବାରର ଅନ୍ୟ...

‘ଜୟ ଶ୍ରୀ ରାମ’ ନ କହିବାରୁ ମୁସଲିମ ବୃଦ୍ଧଙ୍କୁ ଆକ୍ରମଣ: ରାହୁଲଙ୍କୁ ପାଲଟା ଜବାବ ଦେଲେ ଯୋଗୀ

ନୂଆଦିଲ୍ଲୀ,୧୫।୬: ‘ଜୟଶ୍ରୀ ରାମ’ ନ କହିବାରୁ ଉତ୍ତର ପ୍ରଦେଶର ଗାଜିଆବାଦରେ ଜଣେ ମୁସଲିମ ବୃଦ୍ଧଙ୍କୁ ମାଡ଼ ମରାଯିବା ଓ ଦାଢ଼ି କାଟି ଦେବା ଘଟଣାକୁ ନେଇ...

୧୫ ଜୁନ୍‌ରୁ ଲଭ୍‌ ଜିହାଦ୍‌ ଆଇନ: ଦୋଷୀଙ୍କୁ ୧୦ ବର୍ଷ ପର୍ଯ୍ୟନ୍ତ ଜେଲ୍‌…

ଅହମଦାବାଦ,୫।୬: ଲଭ୍‌ ଜିହାଦ୍‌ ଆଇନ୍‌ ଗୁଜରାଟରେ ୧୫ ଜୁନ୍‌ରୁ ପ୍ରଣୟନ ହେବାକୁ ଯାଉଛି। ଏହି ମାମଲାରେ ଦୋଷୀ ସାବ୍ୟସ୍ତ ହେଲେ ୧୦ ବର୍ଷ ପର୍ଯ୍ୟନ୍ତ ଜେଲ୍‌...

ଜୁନ ୭ରୁ ୧୦୦ପ୍ରତିଶତ କର୍ମଚାରୀଙ୍କୁ ନେଇ ଚାଲିବ ସମସ୍ତ ଘରୋଇ, ସରକାରୀ କାର୍ଯ୍ୟାଳୟ

ଅହମଦାବାଦ, ୪।୬: ଦେଶରେ କରୋନା ମହାମାରୀର ଦ୍ୱିତୀୟ ଲହର ଏବେବି ଜାରି ରହିଛି। ହେଲେ ଦୈନିକ ସଂକ୍ରମଣର ପଜିଟିଭ୍‌ ହାର ତଳକୁ ଖସିଛି। ଗତ ୨...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ହିମାଚଳ ପ୍ରଦେଶରେ ଲାଗିଛି ଲମ୍ବା ଟ୍ରାଫିକ୍‌
Next Post Next post:
ଏଇ ଭାରତରେ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts