ଭୁବନେଶ୍ୱର,୨୫।୬: ଓଡ଼ିଶାରେ ପ୍ରଥମ ଡେଲଟା ପ୍ଲସ ମାମଲା ଚିହ୍ନଟ ହୋଇଛି। ଏ ନେଇ କେନ୍ଦ୍ର ସରକାରଙ୍କ ପକ୍ଷରୁ ଶୁକ୍ରବାର ସୂଚନା ଦିଆଯାଇଛି। ଏହାକୁ ମିଶାଇ ଦେଶରେ ଡେଲଟା ପ୍ଲସ ମାମଲା ୪୮ରେ ପହଞ୍ଚିଛି। ମହାରାଷ୍ଟ୍ରରେ ୨୦ ଡେଲଟା ପ୍ଲସ ମାମଲା ଚିହ୍ନଟ ହୋଇଥିବା ବେଳେ ତାମିଲନାଡୁରେ ୯, ମଧ୍ୟପ୍ରଦେଶରେ ୭ ଜଣ ଚିହ୍ନଟ ହୋଇଥିବା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି।
ଓଡ଼ିଶାରୁ ଚିହ୍ନଟ ହୋଇଥିବା ଡେଲଟା ପ୍ଲସ ରୋଗୀ ଦେବଗଡ଼ ଜିଲାର ବୋଲି ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସ୍ପଷ୍ଟ କରାଯାଇଛି। ସେ କିଭଳି ଭାବେ ଡେଲ୍ଟା ପ୍ଲସ ଭାରିଏଣ୍ଟରେ ଆକ୍ରାନ୍ତ ହେଲେ ତାଙ୍କର ଟ୍ରାଭେଲ ହିଷ୍ଟ୍ରି ସମ୍ପର୍କରେ ଜଣାପଡି ନାହିଁ।
ଆଇସିଏମ୍ଆର୍ ମୁଖ୍ୟ ବଳରାମ ଭାର୍ଗବ କହିଛନ୍ତି-କୋଭାକ୍ସିନ ଓ କୋଭିସିଲ୍ଡ ସବୁ ଭାରିଆଣ୍ଟ ପ୍ରତି ଫଳପ୍ରଦ ହେଉଛି। କୋଭିଡ୍ର ସମସ୍ତ ଭାରିଆଣ୍ଟକୁ ପ୍ରତିହତ କରିବା କ୍ଷମତା ରଖିଛି।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.