ମୁମ୍ବାଇ,୨୩।୬: ଦେଶରେ କରୋନା ମହାମାରୀ ଭୂତାଣୁର ନୂଆ ଭାରିଆଣ୍ଟ୍ ଡେଲ୍ଟା ପ୍ଲସ୍ ମହାରାଷ୍ଟ୍ରରେ ଅଢ଼େଇ ମାସ ତଳୁ ଆରମ୍ଭ ହୋଇ ସାରିଛି। ଏପ୍ରିଲ୍ ୫ରେ ଜଣେ ଡେଲ୍ଟା ପ୍ଲସ୍ ଭାରିଆଣ୍ଟ୍ ଦ୍ୱାରା ଆକ୍ରାନ୍ତ ହୋଇଥିଲେ। ଏହାପରେ ଏପ୍ରିଲ୍ ୧୫ରେ ଅନ୍ୟ ଜଣେ ଆକ୍ରାନ୍ତଙ୍କୁୁ ଚିହ୍ନଟ କରାଯାଇଥିଲା। ଏନେଇ ମୁମ୍ବାଇର ଅତିରିକ୍ତ ମ୍ୟୁନିସ୍ପାଲ କମିଶନର ସୁରେଶ କାକାନି ସୂଚନା ଦେଇଛନ୍ତି। ଇତିମଧ୍ୟରେ ରାଜ୍ୟରେ ଡେଲ୍ଟା ପ୍ଲସ୍ ଭାରିଆଣ୍ଟ୍ ଯୋଗୁ ୨୧ ଜଣ ଆକ୍ରାନ୍ତ ହୋଇଛନ୍ତି। ସେଥିମଧ୍ୟରୁ ରତ୍ନଗିରିରେ ସର୍ବାଧିକ ୯ ଜଣ ଏବଂ ଜଲଗାଁରେ ୭ ଜଣ ଡେଲ୍ଟା ପ୍ଲସ୍ ଭାରିଆଣ୍ଟ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା କାକାନି କହିଛନ୍ତି।
Posted inକରୋନା ଭାଇରସ୍, ଜାତୀୟ View All
କୋଭିଡ୍ ଯୁଦ୍ଧରେ ଡାକ୍ତର ଗୋଷ୍ଠୀ ଆଗରେ: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧୭ା୬(ବ୍ୟୁରୋ): ରାଜ୍ୟ ସରକାର ସ୍ବାସ୍ଥ୍ୟ କ୍ଷେତ୍ରକୁ ପ୍ରାଥମିକତା ଦେଉଛନ୍ତି। ସେଥିପାଇଁ ସ୍ବାସ୍ଥ୍ୟ ଭିତ୍ତିଭୂମି କ୍ଷେତ୍ରରେ ୮,୫୦୦କୋଟି ଟଙ୍କା ବିନିଯୋଗ କରାଯାଉଛି। ଓଡ଼ିଶା ପ୍ରଶାସନିକ ସେବା ଆୟୋଗ(ଓପିଏସ୍ସି)...
ସିଂଘଓ୍ବି ରାମଦେବ ମୁହାଁମୁହିଁ
ନୂଆଦିଲ୍ଲୀ,୨୧।୬: ସାରା ବିଶ୍ୱରେ ସୋମବାର ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ କରାଯାଉଛି। ଭାରତର ବିଭିନ୍ନ ସ୍ଥାନରେ କରୋନା ପ୍ରୋଟୋକଲ୍ ନିୟମକୁ ନଜରରେ ରଖାଯାଇ ଯୋଗ ଦିବସ...
ରବିଶଙ୍କରଙ୍କ ଟୁଇଟର ଆକାଉଣ୍ଟ ବନ୍ଦ
ନୂଆଦିଲ୍ଲୀ,୨୬ା୬: କେନ୍ଦ୍ର ସରକାର ଓ ସୋସିଆଲ ମିଡିଆ ପ୍ଳାଟ୍ଫର୍ମ ମଧ୍ୟରେ ଚାଲିଥିବା ଶୀତଳଯୁଦ୍ଧର ଏକ ବିଚିତ୍ର ପରିଣାମ ଶୁକ୍ରବାର ଦେଖିବାକୁ ମିଳିଛି। ସୂଚନା ଓ ପ୍ରଯୁକ୍ତିବିଦ୍ୟା...
କରୋନା ମୁକାବିଲା ପାଇଁ ନିଆରା ଉପାୟ ଆପଣାଇଲେ ମହାରାଷ୍ଟ୍ର ସରକାର
ମୁମ୍ବାଇ,୩।୬: କରୋନା ଭାଇରସ୍ ପ୍ରଥମ ଲହରରେ ଗ୍ରାମାଞ୍ଚଳ ସୁରକ୍ଷିତ ରହିଥିଲା କିନ୍ତୁ ଦ୍ୱିତୀୟ ଲହରରେ କରୋନା କାବୁରେ ରହିଛି ଗ୍ରାମାଞ୍ଚଳ। ପୂର୍ବରୁ ସହରରେ ଆକ୍ରାନ୍ତଙ୍କ ସଂଖ୍ୟା...
‘ପୁରୁଷଙ୍କ ପାଇଁ ଘରୋଇ ହିଂସା ଆଇନ ନ ଥିବା ଦୁର୍ଭାଗ୍ୟଜନକ’
ଚେନ୍ନାଇ, ୩ା୬: ଘରୋଇ ହିଂସାର ଶିକାର ହେଉଥିବା ପୁରୁଷମାନେ ସ୍ତ୍ରୀଙ୍କ ବିରୋଧରେ ଅଭିଯୋଗ ଆଣୁଛନ୍ତି। ହେଲେ ଏ ନେଇ ଆଇନ ନ ଥିବା ଦୁର୍ଭାଗ୍ୟଜନକ ବୋଲି...
କେରଳ ଛୁଇଁଲା ମୌସୁମୀ
ଥିରୁଭାନନ୍ତପୁରମ୍,୩।୬: ଦେଶରେ ଅନେକ ରାଜ୍ୟରେ ତାପମାତ୍ରା ବଢୁଥିବାବେଳେ ଗୁରୁବାର କେରଳ ଛୁଇଁଛି ମୌସୁମୀ। ଆଇଏମ୍ଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ଏନେଇ ସୂଚନା ଦେଇଛନ୍ତି। ସେ କହିଛନ୍ତି,...
ରାଜ୍ୟରେ ପୁଣି ବଢ଼ିଲା ସଂକ୍ରମଣ: ଗତ ୨୪ଘଣ୍ଟାରେ ୩ହଜାରରୁ ଊର୍ଦ୍ଧ୍ୱ ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ
ଭୁବନେଶ୍ୱର,୨୬।୬(ବ୍ୟୁରୋ): ଗତ କିଛି ଦିନରୁ ଓଡ଼ିଶାରେ କରୋନା ସଂକ୍ରମଣ ନିୟନ୍ତ୍ରଣକୁ ଆସିଥିବା ବେଳେ ପୁଣି ଶନିବାର ରାଜ୍ୟରେ ସଂକ୍ରମଣ ହାର ବୃଦ୍ଧି ପାଇଛି। ଶୁକ୍ରବାର ରାଜ୍ୟରେ...
କୋଭିଶିଲ୍ଡ ନେଇ ଭୟ ନାହିଁ, ଭାକ୍ସିନ୍ ଅଭାବ ଯୋଗୁ ବଢୁଛି ସମୟ ସୀମା: ନୀତି ଆୟୋଗ…
ନୂଆଦିଲ୍ଲୀ,୧୨।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ଏପରିସ୍ଥଳେ ସରକାରଙ୍କ ପକ୍ଷରୁ ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି। ଏପରିସ୍ଥଳେ ଦେଶରେ...


