ରାଞ୍ଚି,୧୮।୬: ଝାଡ଼ଖଣ୍ଡରେ କରୋନା ଭୂତାଣୁର ଡେଲ୍ଟା ପ୍ଲସ୍ ଭାରିଆଣ୍ଟ ଚିହ୍ନଟ ହୋଇଛି। ଫଳରେ ଏହି ରାଜ୍ୟରେ ଖୁବ୍ଶୀଘ୍ର ସଂକ୍ରମଣର ତୃତୀୟ ଲହର ଆସିବା ସମ୍ଭାବନା ବୃଦ୍ଧି ପାଇଛି। ଝାଡ଼ଖଣ୍ଡରୁ କୋଭିଡ୍-୧୯ ପରୀକ୍ଷା ବେଳେ ସଂଗୃହୀତ ନମୁନା ଜିନୋମ ସିକ୍ୱେନ୍ସିଂ ପାଇଁ ଭୁବନେଶ୍ୱରର ଆଇଏସ୍ଏଲ୍କୁ ପଠାଯାଇଥିଲା। ଭୂତାଣୁର ନୂଆ ଭାରିଆଣ୍ଟକୁ ଶୀଘ୍ର ଠାବ କରିବା ଲାଗି ଝାଡ଼ଖଣ୍ଡକୁ ଜିନୋମ ସିକ୍ୱେନ୍ସିଂ ମେଶିନ ଯୋଗାଇଦେବାକୁ ରାଜ୍ୟ ସ୍ବାସ୍ଥ୍ୟ ସଚିବ ଭାରତୀୟ ଭେଷଜ ଗବେଷଣା ପରିଷଦ (ଆଇସିଏମ୍ଆର୍)କୁ ଅନୁରୋଧ କରିଛନ୍ତି। ଅନ୍ୟ ଭାରିଆଣ୍ଟଠାରୁ ଡେଲ୍ଟା ପ୍ଲସ୍ ଅଧିକ ବିପଜ୍ଜନକ ବୋଲି ରାଜେନ୍ଦ୍ର ଇନ୍ଷ୍ଟିଚ୍ୟୁଟ ଅଫ୍ ମେଡିକାଲ ସାଇନ୍ସର ମାଇକ୍ରୋବାୟୋଲୋଜି ବିଭାଗ ମୁଖ୍ୟ ଡ. ମନୋଜ କୁମାର କହିଛନ୍ତି।
କୃଷକଙ୍କ ସହ ଛିଡ଼ା ହେବ ଟିଏମ୍ସି
କୋଲକାତା,୯।୬ : ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ବୁଧବାର ଭେଟିଛନ୍ତି ଭାରତୀୟ କିଷାନ ୟୁନିଅନ (ବିକେୟୁ) ନେତା ରାକେଶ ଟିକାଏତ। ବୈଠକରେ ୩ ବିବାଦୀୟ କୃଷି...
ଭାଜପାକୁ ମିଳିଛି ୨୭୬.୪୫ କୋଟି ଚାନ୍ଦା
ନୂଆଦିଲ୍ଲୀ, ୨୪।୬(ପି.ଟି.): ୨୦୧୯-୨୦ ଆର୍ଥତ୍କ ବର୍ଷରେ ଭାଜପାକୁ ଇଲେକ୍ଟୋରାଲ ଟ୍ରଷ୍ଟରୁ ସର୍ବାଧିକ ୨୭୬.୪୫ କୋଟି ଟଙ୍କା ଚାନ୍ଦା ମିଳିଛି। ସବୁ ରାଜନୈତିକ ଦଳଙ୍କୁ ମିଳିଥିବା ମୋଟ...
୨୮ ଖାଲି, ଅନେକ ଆଶାୟୀ
ନୂଆଦିଲ୍ଲୀ,୧୯ା୬: ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (ଏନ୍ଡିଏ)ରୁ ଶିବସେନା ଓ ଶିରୋମଣି ଅକାଳୀ ଦଳ ଓହରିଯିବା ଏବଂ ଲୋକ ଜନଶକ୍ତି ପାର୍ଟି (ଏଲ୍ଜେପି) ଅଧ୍ୟକ୍ଷ ରାମବିଳାସ ପାଶ୍ୱାନଙ୍କ...
୫୧ ବର୍ଷରେ ରାହୁଲ: ଛଦ୍ମନାମ ରଖି ହାର୍ଭାର୍ଡ ବିଶ୍ୱବିଦ୍ୟାଳୟରେ ପଢ଼ିଥିଲେ ପାଠ; ମ୍ୟାନେଜମେଣ୍ଟ କମ୍ପାନୀରେ…
ନୂଆଦିଲ୍ଲୀ,୧୯।୬: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ଆଜି ହେଉଛି ଜନ୍ମଦିନ। ଶନିବାର ୫୧ ବର୍ଷର ହୋଇଛନ୍ତି ରାହୁଲ। ଗାନ୍ଧୀ-ନେହେରୁ ପରିବାରରୁ ଆସିଥିବା ରାହୁଲଙ୍କ ଜୀବନ ଏବଂ...
ରେପୋ ରେଟ୍ ଅପରିବର୍ତ୍ତିତ
ନୂଆଦିଲ୍ଲୀ,୪।୬: ରେପୋ ଓ ରିଭର୍ସ ରେପୋ ରେଟକୁ ଅପରିବର୍ତ୍ତିତ ରଖିଛି ଭାରତୀୟ ରିଜର୍ଭ ବ୍ୟାଙ୍କ। ଲଗାତର ଷଷ୍ଠଥର ପାଇଁ ଏହି ନିଷ୍ପତ୍ତି ନେଇଛି ଆରବିଆଇ। ଏପ୍ରିଲ-ଜୁନ...
ଭାରତ ୨ ପାଦ ତଳକୁ ଖସିଲା
ନୂଆଦିଲ୍ଲୀ,୭।୬: ୧୭ ନିରନ୍ତର ବିକାଶ ଲକ୍ଷ୍ୟ (ଏସ୍ଡିଜି)ରେ ଭାରତ ୨ ସ୍ଥାନ ତଳକୁ ଖସି ୧୧୭ତମ ସ୍ଥାନରେ ରହିଛି। ୨୦୧୫ରେ ଜାତିସଂଘର ୧୯୩ ସଦସ୍ୟ ରାଷ୍ଟ୍ର...
ଏଣିକି ଏଡ୍ସ ପୀଡ଼ିତଙ୍କୁ ମିଳିବ ପେନ୍ସନ
ଚଣ୍ଡିଗଡ଼,୧୮।୬: ଏଡ୍ସ ସଂକ୍ରମିତ ପାଇଁ ହରିଆଣା ସରକାର ଏକ ବଡ଼ ଘୋଷଣା କରିଛନ୍ତି। ଖୁବ୍ଶୀଘ୍ର ପ୍ରତିମାସରେ ଏଡ୍ସ ପୀଡ଼ିତଙ୍କୁ ୨୨୫୦ଟଙ୍କା ଲେଖାଏ ପେନ୍ସନ ପ୍ରଦାନ କରିବେ...
୬ ବୁଡ଼ାଜାହାଜ ନିର୍ମାଣ ପାଇଁ ଖର୍ଚ୍ଚ କରାଯିବ ୪୩ ହଜାର କୋଟି
ନୂଆଦିଲ୍ଲୀ, ୪।୬: ଭାରତୀୟ ନୌସେନା ପାଇଁ ୬ଟି ପାରମ୍ପରିକ ବୁଡ଼ାଜାହାଜ ନିର୍ମାଣ ନିମନ୍ତେ ଏକ ମେଗା ପ୍ରକଳ୍ପକୁ ପ୍ରତିରକ୍ଷା ମନ୍ତ୍ରଣାଳୟ ଶୁକ୍ରବାର ମଞ୍ଜୁରୀ ପ୍ରଦାନ କରିଛି।...


