E-Paper
  • logo
  • Tuesday 27th January 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଜାତୀୟ

ପ୍ରଦର୍ଶନ କରିବା ଆତଙ୍କବାଦ ନୁହେଁ: ଦିଲ୍ଲୀ ହାଇକୋର୍ଟ…
11:42 amJune 15, 2021

ନୂଆଦିଲ୍ଲୀ,୧୫।୬: ଗଣତାନ୍ତ୍ରିକ ବ୍ୟବସ୍ଥାରେ ପ୍ରଦର୍ଶନ କରିବାକୁ ଆତଙ୍କବାଦ ଭାବେ ଗ୍ରହଣ କରାଯାଇ ପାରିବ ନାହିଁ ବୋଲି ମଙ୍ଗଳବାର ଦିଲ୍ଲୀ ହାଇକୋର୍ଟ କହିଛନ୍ତି। ଏହା ସହିତ ଦିଲ୍ଲୀ ଦଙ୍ଗାର ୩ ଜଣ ଅଭିଯୁକ୍ତଙ୍କ ଜାମିନ୍‌ ଆବେଦନ ମଞ୍ଜୁର କରିଛନ୍ତି। ପିଞ୍ଜରା ତୋଡ୍‌ର ସଦସ୍ୟ ନତାଶା ନରଓ୍ବାଲ ଏବଂ ଦେବାଙ୍ଗନା କାଳିତା ତଥା ଜାମିଆ ମିଲିଆ ଇସଲାମିଆ ଛାତ୍ର ଆଶିଫ୍‌ ଇକ୍‌ବାଲ୍‌ ତହ୍ନାଙ୍କ ଜାମିନ ଆବେଦନର ବିଚାର କରି ବିଚାରପତି ସିଦ୍ଧାର୍ଥ ମ୍ରିଦୁଲ ଏବଂ ଅନୁପ ଜୟରାମ ଭମଭାନୀଙ୍କ ନେତୃତ୍ୱରେ ଗଠିତ ଦୁଇ ଜଣିଆ ଖଣ୍ଡପୀଠ ଏଭଳି ରାୟ ଦେଇଛନ୍ତି। କୋର୍ଟ କହିଛନ୍ତି ଯେ, ସରକାର ପ୍ରଦର୍ଶନ ଏବଂ ଆତଙ୍କବାଦ ମଧ୍ୟରେ ଥିବା ଭିନ୍ନତା ହୃଦୟଙ୍ଗମ କରିବା ଆବଶ୍ୟକ। ପ୍ରଦର୍ଶନ କରିବା ଏକ ସାମ୍ବିଧାନିକ ବ୍ୟବସ୍ଥା। ସୂଚନାଯୋଗ୍ୟ, ଗତ ୨୦୨୦ ଫେବୃୟାରୀ ୨୪ରେ ନାଗରିକତ୍ୱ ସଂଶୋଧନ ଆଇନକୁ ନେଇ ଉତ୍ତର- ପୂର୍ବ ଦିଲ୍ଲୀରେ ହୋଇଥିବା ଦଙ୍ଗାର ଷଡ଼ଯନ୍ତ୍ର ରଚିଥିବା ନେଇ ନତାଶା, ଦେବାଙ୍ଗନା ଏବଂ ଆଶିଫ୍‌ଙ୍କ ବିରୋଧରେ ଅଭିଯୋଗ ଅଣାଯାଇଥିଲା।


[mc4wp_form id="252536"] All Right Reserved By Dharitri.Com

Posted inଜାତୀୟ View All

୧.୨୯ କୋଟି ଭାକ୍ସିନ୍‌ କିଣିଛନ୍ତି ଘରୋଇ ହସ୍ପିଟାଲ, ବ୍ୟବହାର ହୋଇଛି ୨୨ ଲକ୍ଷ: ସ୍ବାସ୍ଥ୍ୟ ମନ୍ତ୍ରଣାଳୟ…

ନୂଆଦିଲ୍ଲୀ,୧୨।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ଏପରିସ୍ଥଳେ ସରକାରଙ୍କ ପକ୍ଷରୁ ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି। ମେ’ ମାସରେ...

ସିସିଆଇ ନୋଟିସ ଉପରେ ରୋକ ଲଗାଯାଉ

ନୂଆଦିଲ୍ଲୀ, ୨୨ା୬: ନୂତନ ଗୋପନୀୟତା ନୀତିର ଅନୁସନ୍ଧାନ ବାବଦରେ ସୂଚନା ଦେବାକୁ କୁହାଯାଇ କମ୍ପିଟେଶନ କମିଶନ ଅଫ୍‌ ଇଣ୍ଡିଆ(ସିସିଆଇ) ପକ୍ଷରୁ ଜାରି କରାଯାଇଥିବା ନୋଟିସ୍‌ ଉପରେ...

ଅନୈତିକ ସମ୍ପର୍କ ରଖିଥିବା ମହିଳା ବି ହୋଇ ପାରିବେ ଜଣେ ଭଲ ମା’: ହାଇକୋର୍ଟ…

ଚଣ୍ଡିଗଡ଼,୨।୬: ଜଣେ ମହିଳା ଅନୈତିକ ସମ୍ପର୍କ ରଖିଥିଲେ ବି ସେ ଭଲ ମା’ ହୋଇପାରିବେ। ଅନୈତିକ ସମ୍ପର୍କ ଭଲ ମା’ ହେବାକୁ ପ୍ରଭାବିତ କରି ନ...

୨୮ ଖାଲି, ଅନେକ ଆଶାୟୀ

ନୂଆଦିଲ୍ଲୀ,୧୯ା୬: ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (ଏନ୍‌ଡିଏ)ରୁ ଶିବସେନା ଓ ଶିରୋମଣି ଅକାଳୀ ଦଳ ଓହରିଯିବା ଏବଂ ଲୋକ ଜନଶକ୍ତି ପାର୍ଟି (ଏଲ୍‌ଜେପି) ଅଧ୍ୟକ୍ଷ ରାମବିଳାସ ପାଶ୍ୱାନଙ୍କ...

ଖୁସି ଖବର: କରୋନାକୁ ହରାଇବ କୋର୍ବେଭାକ୍ସ୍‌ ଭାକ୍ସିନ୍‌…

ନୂଆଦିଲ୍ଲୀ,୧୭।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ସଂକ୍ରମଣରୁ ଦୂରେଇ ରହିବା ଲାଗି ସରକାରଙ୍କ ପକ୍ଷରୁ ସାର୍ବଜନୀକ ଟିକାକରଣ ଅଭିଯାନ ଜାରି...

ଭାକ୍ସିନ ମିଶ୍ରଣକୁ କେନ୍ଦ୍ରର ନା

ନୂଆଦିଲ୍ଲୀ,୨ା୬: କୋଭିଡ୍‌-୧୯ ନିରାକରଣ ପାଇଁ ଦୁଇ ପ୍ରକାର ଭାକ୍ସିନର ମିଶ୍ରଣକୁ ନେଇ ନାନା ମତ ପ୍ରକାଶ ପାଉଥିବାବେଳେ ମଙ୍ଗଳବାର କେନ୍ଦ୍ର ସରକାର ଏପରି ନ କରିବାକୁ...

ମୋଦିଙ୍କ ସାକ୍ଷାତକୁ ନେଇ ଉଦ୍ଧବ କହିଲେ, ମୁଁ ନଓ୍ବାଜ ସରିଫଙ୍କୁ ଭେଟିବାକୁ ଯାଇ ନ ଥିଲି

ନୂଆଦିଲ୍ଲୀ,୮।୬: ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ ମଙ୍ଗଳବାର ଦିଲ୍ଲୀରେ ପହଞ୍ଚି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଛନ୍ତି। ପ୍ରଧାନମନ୍ତ୍ରୀଙ୍କ ସହ ସମ୍ପର୍କ ଏବଂ ସାକ୍ଷାତ ସମ୍ପର୍କରେ ପଚରାଯାଇଥିବା...

ଉଠିଲା ଲକ୍‌ଡାଉନ୍‌: ଅପରାହ୍ନ ୫ ପର୍ଯ୍ୟନ୍ତ ଖୋଲିବ ଦୋକାନ ବଜାର

ପାଟନା,୮।୬:ଦେଶରେ କରୋନାର ଦ୍ୱିତୀୟ ଲହରରେ ସଂକ୍ରମଣ କମିବା ପରେ ବିଭିନ୍ନ ରାଜ୍ୟରେ କଟକଣା ସାମାନ୍ୟ କୋହଳ କରାଯାଇଛି। ମଙ୍ଗଳବାର ବିହାରରେ ଲକଡାଉନ୍‌ କଟକଣା ଉଠାଇ ଦିଆଯାଇଛି।...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ରିତିକାଙ୍କ ସହ ପ୍ରଥମ ସାକ୍ଷାତବେଳେ ରୋହିତ ଶର୍ମାଙ୍କୁ ମିଳିଥିଲା ଚେତାବନୀ: ଜାଣନ୍ତୁ କିଏ ଦେଇଥିଲେ
Next Post Next post:
ଏକଦା କାନ୍ଥରେ ଚିତ୍ର କରି ଶୁଣୁଥିଲେ ଗାଳି: ଏବେ ଗୁଗଲ ଦେଲା ପୁରସ୍କାର

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts