E-Paper
  • logo
  • Tuesday 27th January 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଖେଳ

ନକ୍‌ଆଉଟ୍‌ରେ ଡେନ୍‌ମାର୍କ: ରୁଷିଆ ୪-୧ ଗୋଲରେ ପରାସ୍ତ
9:14 amJune 23, 2021

କୋପେନହାଗେନ,୨୩।୬: ଘରୋଇ ପରିବେଶରୁ ଫାଇଦା ଉଠାଇ ଡେନ୍‌ମାର୍କ ୟୁରୋ କପ୍‌ ଗ୍ରୁପ୍‌ ବି’ର ଏକ ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ରୁଷିଆକୁ ୪-୧ ଗୋଲ ବୃହତ୍‌ ବ୍ୟବଧାନରେ ପରାସ୍ତ କରିଛି। ସ୍ଥାନୀୟ ପାର୍କେନ ଷ୍ଟାଡିୟମରେ ଖେଳାଯାଇଥିବା ଏହି ମ୍ୟାଚ୍‌ରେ ଡେନ୍‌ମାର୍କ ଆଧିପତ୍ୟ ବିସ୍ତାର କରି ଖେଳିଥିଲା। ଏହି ବିଜୟ ସହ ଡେନ୍‌ମାର୍କ ରାଉଣ୍ଡ ଅଫ୍‌ ୧୬ ଅର୍ଥାତ ନକ୍‌ଆଉଟ ପର୍ଯ୍ୟାୟରେ ପ୍ରବେଶ କରିଛି। ଗ୍ରୁପ୍‌ ବି’ରେ ୩ଟି ମ୍ୟାଚ୍‌ ଖେଳି ଗୋଟିଏ ବିଜୟ ଓ ୨ଟି ପରାଜୟ ସହ ୩ ପଏଣ୍ଟ ପାଇଥିଲେ ମଧ୍ୟ ଡେନ୍‌ମାର୍କ ଉନ୍ନତ ଗୋଲ ବ୍ୟବଧାନରେ ଫିନ୍‌ଲାଣ୍ଡ ଓ ରୁଷିଆ (ଉଭୟ ୩ ପଏଣ୍ଟ)କୁ ପଛରେ ପକାଇ ପରବର୍ତ୍ତୀ ପର୍ଯ୍ୟାୟରେ ପ୍ରବେଶ କରିଛି। ବଲ ପଜେଶନ, ପାସ୍‌ ଓ ପାସ୍‌ ଆକ୍ୟୁରେସିରେ ଡେନ୍‌ମାର୍କ ରୁଷିଆକୁ ବହୁ ପଛରେ ପକାଇଥିଲା।
ପ୍ରଥମାର୍ଦ୍ଧର ୩୮ତମ ମିନିଟ୍‌ରେ ମିକେଲ ଡାମ୍ସଗାର୍ଡ ପ୍ରଥମ ଗୋଲ ଦେଇ ଡେନ୍‌ମାର୍କକୁ ଅଗ୍ରଣୀ କରାଇଥିଲେ। ଏହାପରେ ଦ୍ୱିତୀୟାର୍ଦ୍ଧରେ ୪ଟି ଗୋଲ ଦେଖିବାକୁ ମିଳିଥିଲା। ୫୯ତମ ମିନିଟ୍‌ରେ ୟୁସୁଫ ପୌଲସେନ ଦ୍ୱିତୀୟ ଗୋଲ ସ୍କୋର କରିଥିଲେ। କିନ୍ତୁ ୭୦ତମ ମିନିଟ୍‌ରେ ରୁଷିଆ ତରଫରୁ ଅର୍ଟେମ ଡିଜିଉବା ପେନାଲ୍ଟି ଜରିଆରେ ଗୋଲ ଦେଇ ଦଳର ପ୍ରତ୍ୟାବର୍ତ୍ତନ କରାଇଥିଲେ। ଏହାପରେ ଡେନ୍‌ମାର୍କ ତରଫରୁ ଆଣ୍ଡ୍ରିଆସ କ୍ରିଷ୍ଟେନସେନ ଓ ଜୋଆକିମ ମାହେଲେ ଯଥାକ୍ରମେ ୭୯ ଓ ୮୨ତମ ମିନିଟ୍‌ରେ ଗୋଲ ଦେଇ ଦଳକୁ ୪-୧ରେ ବିଜୟୀ କରାଇଥିଲେ। ଦଳର ବୃହତ୍‌ ବିଜୟରେ ଡେନ୍‌ମାର୍କ କୋଚ୍‌ କାସ୍ପର ହଜୁଲମାଣ୍ଡ ଖୁସି ଜାହିର କରିଛନ୍ତି। ସେ ଖେଳାଳିମାନଙ୍କୁ ଏହି ବିଜୟ ଉତ୍ସର୍ଗ କରିଛନ୍ତି। ଡେନ୍‌ମାର୍କ, ରୁଷିଆ ଓ ଫିନ୍‌ଲାଣ୍ଡ ପ୍ରତ୍ୟେକ ୩ ଲେଖାଏ ପଏଣ୍ଟ ହାସଲ କରିଥିଲେ ମଧ୍ୟ ଉନ୍ନତ ଗୋଲ ବ୍ୟବଧାନରେ ଡେନ୍‌ମାର୍କ ନକ୍‌ଆଉଟ୍‌ରେ ପ୍ରବେଶ କରିଛି। ଏବେ ଡେନ୍‌ମାର୍କ ଶନିବାର ଓ୍ବେଲ୍ସକୁ ଭେଟିବ। ଏହି ମ୍ୟାଚ୍‌କୁ ଡ୍ର ରଖିପାରିଥିଲେ ରୁଷିଆ ନକ୍‌ଆଉଟରେ ପ୍ରବେଶ କରିଥାନ୍ତା।


[mc4wp_form id="252536"] All Right Reserved By Dharitri.Com

Posted inଖେଳ View All

ରାଣୀ ଅଧିନାୟିକା, ଦୀପ୍‌ଗ୍ରେସ୍‌ ଓ ସବିତା ଉପଅଧିନାୟିକା

ନୂଆଦିଲ୍ଲୀ, ୨୨ା୬ (ପି.ଟି.)-ଜୁଲାଇ ୨୩ରୁ ଅଗଷ୍ଟ ୮ ପର୍ଯ୍ୟନ୍ତ ହେବାକୁଥିବା ଟୋକିଓ ଅଲିମ୍ପିକ୍ସ ପାଇଁ ସୋମବାର ଷ୍ଟ୍ରାଇକର ହରିୟାଣାର ରାଣୀ ରାମପାଲ ଅଧିନାୟିକା ଏବଂ ଓଡ଼ିଶାର...

ଭଲପାଇବା ଦେଖି ଚକିତ ହେଲେ ଇଂଲଣ୍ଡ କ୍ରିକେଟର: କହିଲେ ‘ଭାରତରେ କ୍ରିକେଟ ଏବଂ ଧୋନୀଙ୍କ ପୂଜା କରାଯାଏ’

ନୂଆଦିଲ୍ଲୀ,୨।୬: ଆଇପିଏଲ୍‌ ୨୦୧୮ରେ ଚେନ୍ନାଇ ସୁପରକିଙ୍ଗ୍ସ(ସିଏସ୍‌କେ) ପାଇଁ ଖେଳିଥିଲେ ଇଂଲଣ୍ଡ ଉଇକେଟକିପର ବ୍ୟାଟ୍ସମ୍ୟାନ୍‌ ସାମ ବିଲିଙ୍ଗସ୍‌। ଏବେ ସେ ଅଧିନାୟକ ମହେନ୍ଦ୍ର ସିଂହ ଧୋନୀଙ୍କ ପ୍ରଶଂସାରେ...

ମନୀଷ କୁମାର ଜାତୀୟ ଚାମ୍ପିୟନ

ଭୁବନେଶ୍ୱର, ୧୫।୬(କ୍ରୀଡ଼ା ପ୍ରତିନିଧି)-ଓଡ଼ିଶାର ମନୀଷ କୁମାର ଜାତୀୟ ୧୮ ବର୍ଷରୁ କମ୍‌ ଅନ୍‌ଲାଇନ୍‌ ଚେସ୍‌ ଚାମ୍ପିୟନଶିପ୍‌ରେ ଟାଇଟଲ ହାସଲ କରିଛନ୍ତି। ୧୧ ରାଉଣ୍ଡ ବିଶିଷ୍ଟ ପ୍ରତିଯୋଗିତାରେ...

୭ ବଲ୍‌ରେ ବିସ୍ଫୋରକ ୪୨ ରନ୍‌ କଲେ ଏହି ବ୍ୟାଟ୍ସମ୍ୟାନ୍‌: ରଚିଲେ ଇତିହାସ

ୟୁଏଇ,୨୦।୬: ପାକିସ୍ତାନ ସୁପର ଲିଗ (ପିଏସଏଲ)ରେ କରାଚି କିଙ୍ଗସ ଏବଂ କ୍ୱେଟା ଗ୍ଲେଡିଏଟର୍ସ ମଧ୍ୟରେ ମ୍ୟାଚ ଅନୁଷ୍ଠିତ ହୋଇଥିଲା। ପ୍ରଥମେ ବ୍ୟାଟିଂ କରି କରାଚି ନିର୍ଦ୍ଧାରିତ...

ଦେଶର ଶ୍ରେଷ୍ଠ ଆଥଲେଟିକ୍‌ ଏକାଡେମୀ ମଧ୍ୟରେ କିଟ୍‌

ଭୁବନେଶ୍ୱର, ୧୦।୬- ଭାରତର ଶ୍ରେଷ୍ଠ ୧୦ ଆଥଲେଟିକ୍‌ ଏକାଡେମୀ ମଧ୍ୟରେ ଓଡ଼ିଶାର କିଟ୍‌ ବିଶ୍ୱବିଦ୍ୟାଳୟ ସ୍ଥାନ ପାଇଛି। ଦି ବ୍ରିଜ୍‌ ମିଡିଆ ପକ୍ଷରୁ ନିକଟରେ ପ୍ରସ୍ତୁତ...

କୋପା ଆମେରିକା ଫୁଟ୍‌ବଲ: ବ୍ରାଜିଲ ଦଳରେ ନେମାର, ସିଲ୍‌ଭା ସାମିଲ

ସାଓ ପାଉଲୋ,୧୧।୬(ଏପି): କୋପା ଆମେରିକା ଫୁଟ୍‌ବଲ ଟୁର୍ନାମେଣ୍ଟ ଆରମ୍ଭ ହେବାର ଦୁଇଦିନ ପୂର୍ବରୁ ବ୍ରାଜିଲ ଏକ ୨୪ ଜଣିଆ ଦଳ ଘୋଷଣା କରିଛି। ତାରକା ଷ୍ଟ୍ରାଇକର...

ପଡ଼ୋଶୀ ଘର ଝିଅଙ୍କ ପ୍ରେମରେ ପଡ଼ିଥିଲେ ପୀୟୁଷ ଚାଓ୍ବଲା: ବାପାଙ୍କୁ ମିଛ କହି ଦିଲ୍ଲୀରେ କିଣିଥିଲେ ଘର

ନୂଆଦିଲ୍ଲୀ,୫।୬: ୨୦୦୭ରେ ଟି୨୦ ବିଶ୍ୱକପ୍‌ ଖେଳାଯିବା ସମୟରେ ୧୮ ବର୍ଷର ହୋଇଥିଲେ ଭାରତୀୟ ଲେଗ୍‌ ସ୍ପିନର ପୀୟୁଷ ଚାଓ୍ବଲା। ଏହି ଟୁର୍ନାମେଣ୍ଟରେ ବିଜେତା ହୋଇଥିଲା ଭାରତ।...

ଦ୍ରାବିଡଙ୍କ ଏହି ଗୋଟିଏ ରଣନୀତି ପାଇଁ ବଦଳିଯାଇଛି ଭାରତୀୟ କ୍ରିକେଟର ରୂପ: ଅଭିଜ୍ଞତାକୁ ଦେଇଥିଲେ…

ନୂଆଦିଲ୍ଲୀ,୧୧।୬: ନ୍ୟାଶନାଲ କ୍ରିକେଟ ଏକାଡେମୀ(ଏନ୍‌ସିଏ) ନିର୍ଦ୍ଦେଶକ ରାହୁଲ ଦ୍ରାବିଡଙ୍କୁ ଭାରତର ଯୁବ ପ୍ରତିଭାଙ୍କ ପ୍ରତିପୋଷଣର ଶ୍ରେୟ ଦିଆଯାଏ। ସେ ଏବେ ଭାରତର ଅଣ୍ଡର-୧୯ ଏବଂ ‘ଏ’...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ୟୁରୋକପ୍‌ ଫୁଟ୍‌ବଲ: ବେଲ୍‌ଜିୟମର ହ୍ୟାଟ୍ରିକ ବିଜୟ
Next Post Next post:
କୋପା ଆମେରିକା ଫୁଟ୍‌ବଲ: ନକ୍‌ଆଉଟରେ ଆର୍ଜେଣ୍ଟିନା

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts