ଭୁବନେଶ୍ୱର, ୧ା୬(ବ୍ୟୁରୋ): ବାତ୍ୟା ୟାସ୍ ଯୋଗୁ ଜଳ ସମ୍ପଦ ବିଭାଗର ୮୭ କୋଟି କ୍ଷୟକ୍ଷତି ହୋଇଛି। ବିଭାଗ ପକ୍ଷରୁ କରାଯାଇଥିବା ପ୍ରାଥମିକ ରିପୋର୍ଟ ଆକଳନ ଅନୁଯାୟୀ ବୃହତ୍ ଜଳ ସେଚନ ପ୍ରକଳ୍ପ ଏବଂ ଲୁଣାବନ୍ଧ ନଷ୍ଟ ହେବା ଯୋଗୁ ଯଥାକ୍ରମେ ୬୯.୧୮ କୋଟି ଟଙ୍କା ଏବଂ ଡ୍ରେନେଜ ପ୍ରକଳ୍ପ ପାଇଁ ୭.୬୬ କୋଟି ଟଙ୍କାର କ୍ଷତି ହୋଇଛି। ସେହିପରି ଉଠାଜଳସେଚନ ପ୍ରକଳ୍ପ ଏବଂ ମଧ୍ୟମ ଜଳସେଚନ ପ୍ରକଳ୍ପ ଯଥା କ୍ରମେ ୨.୬୩ କୋଟି ଏବଂ ୭.୦୮ କୋଟି ଟଙ୍କାର କ୍ଷତି ହୋଇଛି ବୋଲି ଜଳ ସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ ଜ୍ୟୋତିର୍ମୟ ରଥ କହିଛନ୍ତି। ବର୍ଷା ଓ ସମୁଦ୍ର ଲହଡି ଯୋଗୁ ଏବେ ବି ବାଲେଶ୍ୱର ଜିଲାର କେତେକ ଅଞ୍ଚଳ ଜଳମଗ୍ନ ରହିଛି। ପାଣିଛାଡିବା ପରେ ଏ ନେଇ ଚୂଡାନ୍ତ ଆକଳନ କରାଯିବ ବୋଲି ସେ କହିଛନ୍ତି। ବିଭିନ୍ନ ବନ୍ଧରେ ୭୭ଟି ଘଳିଆ ହୋଇଥିଲା। ସେଗୁଡିକ ମଧ୍ୟରୁ ୩୫ଟିର ମରାମତି କରାଯାଇଛି।
ଇ-ପାଠଶାଳା, ଇ-ମୂଲ୍ୟାଙ୍କନ ପୋର୍ଟାଲ
ଭୁବନେଶ୍ୱର,୧୮ା୬(ବ୍ୟୁରୋ): ଛାତ୍ରୀଛାତ୍ରଙ୍କୁ ଅନ୍ଲାଇନ ମାଧ୍ୟମରେ ଶିକ୍ଷାଦାନ ଓ ମୂଲ୍ୟାୟନ ପାଇଁ ଓପେପା ଦ୍ୱାରା ଇ-ପାଠଶାଳା ଓ ଇ-ମୂଲ୍ୟାଙ୍କନ ନାମରେ ଦୁଇଟି ପୋର୍ଟାଲ ପ୍ରସ୍ତୁତ କରାଯାଇଛି। ଗୁରୁବାର...
ବିଦେଶରେ ମୟୂରଭଞ୍ଜ ଛତୁ
ବାରିପଦା ଅଫିସ,୧୧।୬-ରାଜ୍ୟ ତଥା ବିଦେଶକୁ ଏବେ ରପ୍ତାନୀ ହେଉଛି ‘ମୟୂରଭଞ୍ଜ ମସୃମ’। ଜିଲା ତଥା ରାଜ୍ୟ ବାହାରେ ଛତୁ ଓ ମଞ୍ଜିର ବେଶ୍ ଚାହିଦା ରହଛି।...
ହୋମଗାର୍ଡ଼ଙ୍କ ସହ ମିଶି ଲୁଟ କରିଥିଲେ ବୋଲେରୋ
ସୋହେଲା,୧୨।୬୫: ବରଗଡ଼ ଜିଲା ସୋହେଲା ଥାନା ଲୁହୁରାଚଟି ଅଞ୍ଚଳରୁ ଗତ ୮ ତାରିଖ ଏକ ବୋଲେରୋ ଗାଡ଼ି ଲୁଟ୍ ହୋଇଥିଲା। ଶନିବାର ଏହି ଘଟଣାର ପର୍ଦ୍ଦାଫାଶ...
ପୋଲିସ ଚାକିରି କରିବେ କିନ୍ନର
ଭୁବନେଶ୍ୱର,୧୩ା୬(ବ୍ୟୁରୋ): କରୋନା ମହାମାରୀ ସମୟରେ ଚାକିରି ଅଭାବ ଦେଖାଦେଇଥିବାବେଳେ ରାଜ୍ୟ ପୋଲିସ ବିଭାଗରେ ୪୭୭ ସବ୍ ଇନ୍ସପେକ୍ଟର(ଏସ୍ଆଇ) ଓ ୨୪୪ କନଷ୍ଟେବଳ ପଦବୀ ପୂରଣ ପାଇଁ...
ମା’ଙ୍କ ସୁଦ୍ଧି କ୍ରିୟାରେ ଭୋଜି ନ କରି ବୃଦ୍ଧାଶ୍ରମରେ ବାଣ୍ଟିଲେ ଶୁଖିଲା ଖାଦ୍ୟ
ମାଲକାନଗିରି,୬ା୬: ମାଲକାନଗିରି ଜିଲା ସଦର ବ୍ଲକ ଏମଭି-୮୪ ଗ୍ରାମର ସଞ୍ଜୟ ଢାଲି ତାଙ୍କ ମା’ଙ୍କ ପରଲୋକରେ ଦଶାହ କାର୍ଯ୍ୟରେ ଜ୍ଞାତି କୁଟୁମ୍ବ, ଅତିଥିମାନଙ୍କୁ ନିମନ୍ତ୍ରଣ କରି...
ଭାଜପା-ବିଜେଡିର ଟୁଇଟ୍ ଯୁଦ୍ଧ
ଭୁବନେଶ୍ୱର, ୨୪।୬(ବ୍ୟୁରୋ): ରାଜ୍ୟର ଟିକାକରଣ କେନ୍ଦ୍ରରେ ମୁଖ୍ୟମନ୍ତ୍ରୀଙ୍କ ପୋଷ୍ଟର ରହିବା ଏବଂ ପ୍ରଧାନମନ୍ତ୍ରୀଙ୍କ ପୋଷ୍ଟରକୁ ବାଦ୍ ଦିଆଯିବାକୁ ନେଇ ରାଜନୀତି ଆରମ୍ଭ ହୋଇଛି। ଏହାକୁ ନେଇ...
ଗଜ ବେଶରେ ଦର୍ଶନ ଦେଲେ ଚତୁର୍ଦ୍ଧାମୂର୍ତ୍ତି
ପୁରୀ ଅଫିସ,୨୪ା୬: ପବିତ୍ର ସ୍ନାନପୂର୍ଣ୍ଣିମାରେ ଶ୍ରୀଜିଉଙ୍କୁ ଗଜ ବେଶରେ ଦେଖିବାକୁ ମିଳିଛି। ଜ୍ୟେଷ୍ଠ ପୂର୍ଣ୍ଣିମାର ଅବସରରେ ମହାପ୍ରଭୁ ଗଜବେଶ ବା ହାତୀବେଶରେ ସଜ୍ଜିତ ହୋଇଛନ୍ତି। ସ୍ନାନବେଦୀରେ...
କୁମ୍ଭକର୍ଣ୍ଣ ନିଦ୍ରାରେ କେନ୍ଦ୍ର
ବଇଣ୍ଡା,୨୬ା୬ କରୋନାକୁ ନେଇ ସବୁଠି ହାହାକାର। କିଏ ଜୀବନ ତ କିଏ ଜୀବିକା ବଞ୍ଚାଇବାକୁ କରୁଛନ୍ତି ସଂଘର୍ଷ। ଭୋକ, ରୋଗ ଓ ଶୋକକୁ ନେଇ ବଢ଼ିଚାଲିଛି...


