E-Paper
  • logo
  • Sunday 26th July 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଖେଳ

୨୫ ବର୍ଷ ପୁରୁଣା ରେକର୍ଡ ଭାଙ୍ଗି ଇତିହାସ ରଚିଲେ ଏହି କ୍ରିକେଟର୍‌
10:29 amJune 3, 2021

ଲର୍ଡସ,୩।୬: ନ୍ୟୁଜିଲ୍ୟାଣ୍ଡର ଓପନର୍‌ ଡେଭନ କନୱେ ଇତିହାସ ସୃଷ୍ଟି କରିଛନ୍ତି। ସେ ଗାଙ୍ଗୁଲିଙ୍କ ୨୫ ବର୍ଷ ପୁରୁଣା ରେକର୍ଡ ଭାଙ୍ଗିଛନ୍ତି। ୮୪ ତମ ଓଭରର ଚତୁର୍ଥ ବଲରେ କନୱେ ଗାଙ୍ଗୁଲିଙ୍କ ରେକର୍ଡ ଭାଙ୍ଗିଥିଲେ। କନୱେ ତାଙ୍କର ଡେବ୍ୟୁ ମ୍ୟାଚରେ ଶତକ ସ୍କୋର କରିଥିଲେ। ସେ ଲର୍ଡସରେ ଏମିତି ରେକର୍ଡ କରିବାରେ ବିଶ୍ୱର ୬ଷ୍ଠ ଏବଂ ନ୍ୟୁଜିଲାଣ୍ଡର ଦ୍ୱାଦଶ ଖେଲାଳି ହୋଇଛନ୍ତି। କନୱେ ୧୧୬୩ ବଲରେ ନିଜର ଶତକ ପୂରଣ କରିଥିଲେ।
ଗାଙ୍ଗୁଲି ଲର୍ଡସରେ ତାଙ୍କର ଟେଷ୍ଟ ଡେବ୍ୟୁ କରିଥିଲେ। ସେ ଇଂଲଣ୍ଡ ବିପକ୍ଷ ଡେବ୍ୟୁ ମ୍ୟାଚ୍‌ରେ ୧୩୧ ରନ୍‌ର ଚମତ୍କାର ଶତକ ହାସଲ କରିଥିଲେ। ଏହି ମ୍ୟାଚରେ ରାହୁଲ ଦ୍ରାବିଡ ୯୫ ରନ ସଂଗ୍ରହ କରିଥିଲେ। ଏହା ମଧ୍ୟ ଦ୍ରାବିଡଙ୍କ ଡେବ୍ୟୁ ମ୍ୟାଚ ଥିଲା। ଲର୍ଡସରେ ଡେବ୍ୟୁ ମ୍ୟାଚ୍‌ରେ ଶତକ ହାସଲ କରିଥିବା କନୱେ ତୃତୀୟ ବିଦେଶୀ ବ୍ୟାଟ୍ସମ୍ୟାନ ହୋଇଥିଲେ। ତାଙ୍କ ପୂର୍ବରୁ ହ୍ୟାରି ଗ୍ରାହାମ (୧୮୯୩) ଏବଂସୌରଭ ଗାଙ୍ଗୁଲି (୧୯୯୬) ଏହି କୀର୍ତ୍ତିମାନ କରିଛନ୍ତି।


[mc4wp_form id="252536"] All Right Reserved By Dharitri.Com

Posted inଖେଳ View All

ଟୋକିଓ ଅଲିମ୍ପିକ୍ସରେ ରାଜ୍ୟର ପଦକ ବିଜେତାଙ୍କ ପାଇଁ ହରିୟାଣା ସରକାରଙ୍କ ପୁରସ୍କାର ଘୋଷଣା: ସ୍ବର୍ଣ୍ଣ ୬, ରୌପ୍ୟ ୪, ବ୍ରୋଞ୍ଜ ୨.୫୦ କୋଟି

ଚଣ୍ଡିଗଡ଼, ୨୪।୬(ପି.ଟି.)- ଟୋକିଓ ଅଲିମ୍ପିକ୍ସରେ ନିଜ ରାଜ୍ୟର ପଦକ ବିଜେତାଙ୍କ ପାଇଁ ହରିୟାଣା ସରକାର ବୁଧବାର ପୁରସ୍କାର ଘୋଷଣା କରିଛନ୍ତି। କୌଣସି ପ୍ରତିଯୋଗୀ ସ୍ବର୍ଣ୍ଣ ପଦକ...

ଆଇପିଏଲ ଫାଇନାଲର ଦୁଇ ଦିନ ପରେ ଟି୨୦ ବିଶ୍ୱକପ୍‌

ନୂଆଦିଲ୍ଲୀ,୨୫।୬: ଆଗାମୀ ଟି୨୦ ବିଶ୍ୱକପ୍‌ ଭାରତରେ ହେବ ନାହିଁ। ୧୬ ଦଳକୁ ନେଇ ଖେଳାଯିବାକୁ ଥିବା ଇଭେଣ୍ଟ ୟୁନାଇଟେଡ୍‌ ଆରବ ଏମିରେଟ୍ସ (ୟୁଏଇ)ରେ ଖେଳାଯିବ। ଅକ୍ଟୋବର...

କୋଭିଡ୍‌ କର୍ଫ୍ୟୁ ଯୋଗୁ ଫ୍ରେଞ୍ଚ୍‌ ଓପନ ପ୍ରେମୀଙ୍କ ଅସନ୍ତୋଷ

ପ୍ୟାରିସ, ୧୧ା୬(ଏପି): ଫ୍ରେଞ୍ଚ୍‌ ଓପନ ଗ୍ରାଣ୍ଡସ୍ଲାମ ଟେନିସରେ ବୁଧବାର ରାତି ୧୧ଟା ବେଳେ ଆକସ୍ମିକ କରୋନା ଭାଇରସ୍‌ କର୍ଫ୍ୟୁ ଜାରି ହେବାରୁ ଖେଳପ୍ରେମୀଙ୍କ ମହଲରେ ଏନେଇ...

ଟୋକିଓ ଅଲିମ୍ପିକ୍ସ: ୨ ଓଡ଼ିଆଙ୍କୁ ଟିକେଟ

ନୂଆଦିଲ୍ଲୀ,୧୮।୬: ଟୋକିଓ ଅଲମ୍ପିକ୍ସ ପାଇଁ ଶୁକ୍ରବାର ଭାରତୀୟ ପୁରୁଷ ହକି ଟିମ୍‌ର ୧୬ଜଣିଆ ସ୍କ୍ବାଡ୍‌ ଘୋଷଣା କରାଯାଇଛି। ଏଥିରେ ସ୍ଥାନ ପାଇଛନ୍ତି ୨ ଓଡ଼ିଆ। ସେମାନେ...

ରେସଲର ସୁମିତ ଡୋପ୍‌ ଟେଷ୍ଟରେ ବିଫଳ

ନୂଆଦିଲ୍ଲୀ, ୫ା୬ (ପି.ଟି.): ଟୋକିଓ ଅଲିମ୍ପିକ୍ସ ହେବାକୁ ଆଉ କିଛି ସପ୍ତାହ ବାକି ରହିଥିବାବେଳେ ଏଥିରେ ଭାଗ ନେବାକୁଥିବା ଭାରତୀୟ ରେସ୍‌ଲର ସୁମିତ୍‌ ମଲିକ ଡୋପ୍‌...

ଜାଡେଜା-ପନ୍ତଙ୍କ ଉପରେ ସବୁ ଆଶା

ସାଉଥାମ୍ପଟନ,୨୩।୬: ଚଳିତ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ (ଡବ୍ଲ୍ୟୁଟିସି) ଫାଇନାଲରେ ବର୍ତ୍ତମାନ ଟିମ୍‌ ଇଣ୍ଡିଆର ସ୍ଥିତି ଅତ୍ୟନ୍ତ ଜଟିଳ ହୋଇପଡ଼ିଛି। ଅନ୍ତିମ ତଥା ୬ଷ୍ଠ ଦିନର ପ୍ରଥମ...

ଓ୍ବେଷ୍ଟଇଣ୍ଡିଜ ଟେଷ୍ଟ ଦଳରେ ଜେଡେନ ସିଲ୍ସ

ଗ୍ରସ୍‌ ଆଇଲେଟ୍‌ (ସେଣ୍ଟ ଲୁସିଆ), ୬ା୬(ପି.ଟି.)-ଗୁରୁବାରଠାରୁ ଆରମ୍ଭ ହେବାକୁଥିବା ଦକ୍ଷିଣ ଆଫ୍ରିକା ବିପକ୍ଷ ଦୁଇ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ ପାଇଁ ଓ୍ବେଷ୍ଟଇଣ୍ଡିଜ ୧୭ ଜଣିଆ...

ମହଙ୍ଗା ପଡ଼ିଲା ଷ୍ଟମ୍ପକୁ ଗୋଇଠା ମାରିବା

ଢାକା,୧୩।୬: ବାଂଲାଦେଶର ଶାକିବ ଅଲ ହାସନ ଘରୋଇ ଟି୨୦ ମ୍ୟାଚ୍‌ବେଳେ ଅମ୍ପାୟରଙ୍କୁ ଗାଳି ଗୁଲଜ କରିବା ସହ ଉଇକେଟକୁ ଗୋଇଠା ମାରିବା ମହଙ୍ଗା ପଡ଼ିଛି। ଏହି...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଇସ୍ତଫା ଦେଲେଣି ୮ ସ୍ବାସ୍ଥ୍ୟମନ୍ତ୍ରୀ
Next Post Next post:
ରେଳଧାରଣାରେ ଯାଇଛି ୮,୭୦୦ ଜୀବନ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts