E-Paper
  • logo
  • Saturday 30th May 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଖେଳ

ଧାଓ୍ବନଙ୍କୁ ନେତୃତ୍ୱ: ଭାରତୀୟ ଦଳରେ ୬ ନୂଆ ମୁହଁ
11:23 pmJune 10, 2021

ମୁମ୍ବାଇ,୧୦।୬: ଜୁଲାଇରେ ଶ୍ରୀଲଙ୍କା ବିପକ୍ଷ ୩ ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ଓ ଟି୨୦ ସିରିଜ୍‌ ଲାଗି ଗୁରୁବାର ଭାରତୀୟ ଦଳ ଘୋଷିତ ହୋଇଯାଇଛି। ବରିଷ୍ଠ ଓପନର ଶିଖର ଧାଓ୍ବନଙ୍କୁ ଦଳର ନେତୃତ୍ୱ ଭାର ଦିଆଯାଇଥିବା ବେଳେ ଉପଅଧିନାୟକ ଭାବେ ତାଙ୍କୁ ସହଯୋଗ କରିବେ ଭୁବନେଶ୍ୱର କୁମାର। ଦଳରେ ସ୍ଥାନ ପାଇଛନ୍ତି ଏକାଥରକେ ୬ ନୂଆ ମୁହଁ। ସେମାନେ ହେଲେ ଦେବଦତ୍ତ ପାଡିକଲ, ରୁତୁରାଜ ଗାଏକ୍ୱାଡ, ନୀତିଶ ରାଣା, କେ ଗୋଥାମ, ଚେତନ ସାକାରିୟା ଓ ବରୁଣ ଚକ୍ରବର୍ତ୍ତୀ। ଏହି ଖେଳାଳିମାନେ ଚଳିତ ବର୍ଷ ଆଇପିଏଲରେ ଆଖିଦୃଶିଆ ପ୍ରଦର୍ଶନ କରିଥିବାରୁ ଭାରତୀୟ ଦଳରେ ସୁଯୋଗ ପାଇଛନ୍ତି। ଦଳ ସହ କୋଚ୍‌ ଭାବେ ପୂର୍ବତନ ଭାରତୀୟ ଅଧିନାୟକ ତଥା ବର୍ତ୍ତମାନ ଜାତୀୟ କ୍ରିକେଟ ଏକାଡେମୀ (ଏନ୍‌ସିଏ) ମୁଖ୍ୟ ରାହୁଲ ଡ୍ରାଭିଡ ଗସ୍ତ କିରବେ।

ଜୁଲାଇ ୧୩ରେ ଦିନିକିଆ ସିରିଜ୍‌ର ପ୍ରଥମ ମ୍ୟାଚ୍‌ ଖେଳାଯିବ। ପରବର୍ତ୍ତୀ ଦୁଇ ମ୍ୟାଚ୍‌ ୧୬ ଓ ୧୮ରେ ଅନୁଷ୍ଠିତ ହେବ। ପରେ ୨୧, ୨୩ ଓ ୨୫ ତାରିଖରେ ଟି୨୦ ସିରିଜ୍‌ର ୩ଟି ମ୍ୟାଚ୍‌ ଖେଳାଯିବ। ସମସ୍ତ ମ୍ୟାଚ୍‌ ଆର. ପ୍ରେମଦାସା ଅନ୍ତର୍ଜାତୀୟ ଷ୍ଟାଡିୟମରେ ଖେଳାଯିବ।

ଭାରତୀୟ ଦଳ: ଶିଖର ଧାଓ୍ବନ (ଅଧିନାୟକ), ପୃଥ୍ବୀ ଶ, ଦେବଦତ୍ତ ପାଡିକଲ, ରୁତୁରାଜ ଗାଏକ୍ୱାଡ, ସୂର୍ଯ୍ୟକୁମାର ଯାଦବ, ମନୀଷ ପାଣ୍ଡେ, ହାର୍ଦ୍ଦିକ ପାଣ୍ଡ୍ୟା, ନୀତିଶ ରାଣା, ଈଶାନ କିଷନ, ସଞ୍ଜୁ ସାମସନ (ଉଭୟ ଉଇକେଟକିପର), ୟୁଜବେନ୍ଦ୍ର ଚହଲ, ରାହୁଲ ଚହର, କେ. ଗୋଥାମ, କ୍ରୁନାଲ ପାଣ୍ଡ୍ୟା, କୁଲଦୀପ ଯାଦବ, ବରୁଣ ଚକ୍ରବର୍ତ୍ତୀ, ଭୁବନେଶ୍ୱର କୁମାର (ଉପଅଧିନାୟକ), ଦୀପକ ଚହର, ନବଦୀପ ସାଇନି ଓ ଚେତନ ସାକାରିୟା।


[mc4wp_form id="252536"] All Right Reserved By Dharitri.Com

Posted inଖେଳ View All

ଏହି ପ୍ରସିଦ୍ଧ କ୍ରିକେଟର୍‌ଙ୍କ ପଡିଲା ହାତଗଣ୍ଠି

ୱେଷ୍ଟଇଣ୍ଡିଜ ଏବଂ ଆଇପିଏଲର ପଞ୍ଜାବ କିଙ୍ଗ୍ସ ବ୍ୟାଟ୍ସମ୍ୟାନ ନିକୋଲାସ ପୁରନ ତାଙ୍କ ପ୍ରେମିକା କ୍ୟାଥରିନ ମିଗୁଲଙ୍କୁ ବିବାହ କରିଛନ୍ତି। ନିକୋଲାସ ବିବାହ ଫଟୋ ଶେୟାର କରି...

ଭାରତ ହାତକୁ ଆସୁନି ଆଇସିସି ଟ୍ରଫି

ନୂଆଦିଲ୍ଲୀ,୨୩।୬: ଅନ୍ତିମ ଥର ୨୦୧୩ରେ ଟିମ୍‌ ଇଣ୍ଡିଆ ହାତେଇଥିଲା ଆଇସିସି ଟ୍ରଫି। ତା’ ପରଠୁ ଖେଳାଯାଇଥିବା ୪ଟି ଆଇସିସି ଟୁର୍ନାମେଣ୍ଟରେ ଭାରତୀୟ ଦଳ ଫାଇନାଲ କିମ୍ବା...

ମାଳବିକା ଜିତିଲେ ଟାଇଟଲ

  କନାସ୍‌ (ଲିଥୁଆନିଆ), ୧୪ା୬ (ପି.ଟି.)-ଭାରତର ମାଳବିକା ବନସୋଡ୍‌ ଏଠାରେ ଚାଲିଥିବା ଆରଏସ୍‌ଏଲ୍‌ ଲିଥୁଆନିଆନ ଇଣ୍ଟରନ୍ୟାଶନାଲ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟ ମହିଳା ସିଙ୍ଗଲ୍ସ ଚାମ୍ପିୟନ ହୋଇଛନ୍ତି। ଫାଇନାଲରେ...

ମିଲ୍‌ଖାଙ୍କ ଓଡ଼ିଶା ଲିଙ୍କ୍‌: ବାରବାଟୀରେ ୨ ସ୍ବର୍ଣ୍ଣ ଜିତିଥିଲେ

ଭୁବନେଶ୍ୱର,୨୦।୬: ମିଲ୍‌ଖାଙ୍କ ଓଡ଼ିଶା ଲିଙ୍ଗ୍‌ ବହୁ ପୁରୁଣା। ଯେତେବେଳେ ସେ ତାରକା ହୋଇ ନ ଥିଲେ ମିଲ୍‌ଖା ଐତିହାସିକ ବାରବାଟୀ ଷ୍ଟାଡିୟମ ଟ୍ରାକ୍‌ରେ ଦୌଡ଼ି ଦୁଇଟି...

ଶ୍ରୀନିବାସନଙ୍କ ଝିଅ ରୂପା ଦୋଷୀ ସାବ୍ୟସ୍ତ

ନୂଆଦିଲ୍ଲୀ, ୪ା୬ (ପି.ଟି.)-‘ସ୍ବାର୍ଥ ନିହିତ ଦ୍ୱନ୍ଦ୍ୱ’ ଅଭିଯୋଗରେ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ)ର ପୂର୍ବତନ ସଭାପତି ଏନ୍‌. ଶ୍ରୀନିବାସନଙ୍କ ଝିଅ ରୂପା ଗୁରୁନାଥ ଦୋଷୀ...

ରୋନାଲ୍ଡୋଙ୍କ ରେକର୍ଡ

ବୁଦାପେଷ୍ଟ,୧୬।୬: ଅଧିନାୟକ କ୍ରିଷ୍ଟିଆନୋ ରୋନାଲ୍ଡୋଙ୍କ ଡବଲ୍‌ ଗୋଲ ବଲରେ ପର୍ତ୍ତୁଗାଲ ୟୁରୋକପ୍‌ରେ ମଙ୍ଗଳବାର ଖେଳାଯାଇଥିବା ମ୍ୟାଚ୍‌ରେ ୩-୦ ଗୋଲ ବୃହତ୍‌ ବ୍ୟବଧାନରେ ହଙ୍ଗେରୀକୁ ହରାଇଛି। ରୋନାଲ୍ଡୋ...

ଗ୍ରୀଜମେନ ଫ୍ରାନ୍ସକୁ ପରାଜୟରୁ ରକ୍ଷା କଲେ

ବୁଦାପେଷ୍ଟ,୨୧।୬: ୟୁରୋକପ୍‌ରେ ଶନିବାର ଖେଳାଯାଇଥିବା ଏକ ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ରେ ଆଣ୍ଟୋନିଓ ଗ୍ରୀଜମେନ ଫ୍ରାନ୍ସକୁ ପରାଜୟରୁ ରକ୍ଷା କରିଛନ୍ତି। ଏହି ମୁକାବିଲାରେ ଫ୍ରାନ୍ସ ଓ ହଙ୍ଗେରୀ ପରସ୍ପରକୁ...

ଅଲିମ୍ପିକ୍‌ ପୂର୍ବରୁ ବିସିସିଆଇର ବଡ଼ ଘୋଷଣା

ନୂଆଦିଲ୍ଲୀ,୨୦।୬: ଅଲିମ୍ପିକ୍‌ ଯୋଗ୍ୟତାଧାରୀ ଭାରତୀୟ ଖେଳାଳିଙ୍କ ଟ୍ରେନିଂ ଓ ପ୍ରସ୍ତୁତି ପାଇଁ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ୧୦ କୋଟି ଟଙ୍କା ଦାନ କରିବ।...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଛେଚିବ ୩ ଦିନ
Next Post Next post:
ଏସବୁ ଖାଦ୍ୟ ଖାଉଥିବା ଲୋକଙ୍କୁ କରୋନା ସଂକ୍ରମଣ ଆଶଙ୍କା ଅଧିକ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts