E-Paper
  • logo
  • Wednesday 1st April 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଜାତୀୟ, ମନୋରଞ୍ଜନ

ଦିଲ୍ଲୀପ କୁମାର ହିନ୍ଦୁଜା ହସ୍ପିଟାଲରେ ଭର୍ତ୍ତି…
11:18 amJune 6, 2021

ମୁମ୍ବାଇ,୬।୬: ବଲିଉଡ୍‌ ଅଭିନେତା ଦିଲ୍ଲୀପ୍‌ କୁମାରଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହେବାରୁ ତାଙ୍କୁ ମୁମ୍ବାଇର ହିନ୍ଦୁଜା ହସ୍ପିଟାଲରେ ଚିକିତ୍ସା ଲାଗି ଭର୍ତ୍ତି କରାଯାଇଛି। ସେ ନିଶ୍ୱାସ ନେବାରେ କଷ୍ଟ ଅନୁଭବ କରିବାରୁ ରବିବାର ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଡାକ୍ତର ଜଲିଲ୍‌ ପାରକର ତାଙ୍କର ଚିକିତ୍ସା କରୁଥିବା ହସ୍ପିଟାଲ ପକ୍ଷରୁ ସୂଚନା ଦିଆଯାଇଛି। ଏହା ପୂର୍ବରୁ ମେ’ରେ ୯୮ ବର୍ଷ ବୟସ୍କ ଦିଲ୍ଲୀପ୍‌ଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହେବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା।


[mc4wp_form id="252536"] All Right Reserved By Dharitri.Com

Posted inଜାତୀୟ, ମନୋରଞ୍ଜନ View All

ପାଣି ଟିକକ ପାଇଁ ହାତୀ କରୁଛି ଏମିତି

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ନୂତନ ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର...

ଏମ୍ସରେ ୬-୧୨ବର୍ଷ ପିଲାଙ୍କ ଉପରେ ହେବ କୋଭାକ୍ସିନ ଟ୍ରାଏଲ

ନୂଆଦିଲ୍ଲୀ,୧୪।୬: ଦେଶରେ କରୋନା ଭାଇରସ୍‌ ସ୍ଥିତି ଧୀରେ ଧୀରେ ନିୟନ୍ତ୍ରଣକୁ ଆସୁଛି। ଲଗାତର ଭାବେ ଦୈନିକ ସଂକ୍ରମଣ ହ୍ରାସ ହେବାରେ ଲାଗିଛି। ବିଭିନ୍ନ ରାଜ୍ୟରେ କରୋନାର...

ଦୀପିକା-ଯୁବରାଜଙ୍କ ମଧ୍ୟରେ କାହିଁକି ହୋଇଥିଲା ବ୍ରେକ୍‌ଅପ୍‌

କ୍ରିକେଟ ଏବଂ ବଲିଉଡ ମଧ୍ୟରେ ସର୍ବଦା ସମ୍ପର୍କ ରହିଆସିଛି। ଅଭିନେତ୍ରୀ ଏବଂ କ୍ରିକେଟ୍‌ରଙ୍କ ମଧ୍ୟରେ ପ୍ରେମ ସମ୍ପର୍କ ସବୁବେଳେ ଲାଗି ରହିଥାଏ। ଅନେକ କଳାକାର କ୍ରିକେଟର୍‌ଙ୍କୁ...

ମୁଖ୍ୟମନ୍ତ୍ରୀଙ୍କ ପାଦ ଛୁଇଁଲେ ଜିଲାପାଳ: ଉଠିଲା ବିବାଦ

ହାଇଦ୍ରାବାଦ,୨୧।୬: ତେଲଙ୍ଗାନାରେ ସିଦ୍ଦିପେଟ ଜିଲାପାଳ ଭେଙ୍କଟାରାମ ରେଡ୍ଡୀ ଉଚ୍ଚ ପଦାଧିକାରୀ ତଥା ଜନ ପ୍ରତିନିଧୀଙ୍କ ଉପସ୍ଥିତିରେ ମୁଖ୍ୟମନ୍ତ୍ରୀ କେ ଚନ୍ଦ୍ରଶେଖର ରାଓ(କେସିଆର୍‌)ଙ୍କ ପାଦ ଛୁଇଁଛନ୍ତି। ଏହାକୁ...

ଏହି ଅଭିନେତ୍ରୀଙ୍କ ସହ ଚାଲିଛି ସଲମାନଙ୍କ ଲୁଚାଛପା ପ୍ରେମ

ମୁମ୍ବାଇ: ସୁନ୍ଦରୀ ନାୟିକା କ୍ୟାଟ୍ରିନା କୈଫଙ୍କ ସହ ବ୍ରେକଅପ୍‌ ପରେ ଦବଙ୍ଗ ଖାନ ସଲମାନଙ୍କ ନାମ ଆଉ ଜଣେ ମଡେଲଙ୍କ ସହ ଯୋଡ଼ା ଯାଇଛି। ସେ...

ଘରୁ ବାହାରିବା ଟାଇଗରଙ୍କୁ ପଡ଼ିଲା ମହଙ୍ଗା

ମୁମ୍ବାଇ,୨।୬ : କୋଭିଡ୍‌-୧୯ କଟକଣା ଉଲ୍ଲଂଘନ କରିବାରୁ ବଲିଉଡ୍‌ ଅଭିନେତା ଟାଇଗର ଶ୍ରଫଙ୍କ ନା’ରେ ବୁଧବାର ଥାନାରେ ମାମଲା ରୁଜୁ ହୋଇଛି। ସେ ବିନା କାରଣରେ...

ସଂଶୋଧନ ହୋଇପାରିବ ଟିକା ପ୍ରମାଣପତ୍ର ତ୍ରୁଟି

ନୂଆଦିଲ୍ଲୀ, ୧୦ା୬: ଟିକା ନେଇଥିବା ବ୍ୟକ୍ତିଙ୍କ ପ୍ରମାଣପତ୍ରରେ କୌଣସି ତ୍ରୁଟି ଥିଲେ ଏଣିକି ସେମାନେ କୋଓ୍ବିନ୍‌ ଆପ୍‌ ଯୋଗେ ତାହାକୁ ସଂଶୋଧନ କରିପାରିବେ। କେନ୍ଦ୍ର ସରକାରଙ୍କ...

‘ହମ୍‌ ଦିଲ୍‌ ଦେ ଚୁକେ ସନମ୍‌’କୁ ପୂରିଲା ୨୨ବର୍ଷ

ମୁମ୍ବାଇ: ବଲିଉଡ୍‌ ପ୍ରଯୋଜକ ତଥା ନିର୍ଦ୍ଦେଶକ ସଞ୍ଜୟ ଲୀଲା ଭଂସାଲିଙ୍କ ଲଭ୍‌ ଟ୍ରାଏଙ୍ଗଲ୍‌ ଉପରେ ଆଧାରିତ ହୋଇଥିବା ଫିଲ୍ମ ‘ହମ୍‌ ଦିଲ୍‌ ଦେ ଚୁକେ ସନମ୍‌’କୁ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଦିନ ଗଡୁଛି, ଚିନ୍ତା ବଢୁଛି
Next Post Next post:
ଆଜି ଆଉ ୪୨ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୨୯୯୪କୁ ବୃଦ୍ଧି

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts