E-Paper
  • logo
  • Thursday 24th September 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inମନୋରଞ୍ଜନ

୧୫ ବର୍ଷ ବଡ଼ ଅଭିନେତାଙ୍କୁ ପ୍ରେମରେ ପଡିଥିଲେ ଡିମ୍ପଲ୍‌; ବିବାହ ପରେ ମାନି ନଥିଲେ ଏହି ସର୍ତ୍ତ
11:43 amJune 8, 2021

ବଲିଉଡର ପ୍ରସିଦ୍ଧ ଅଭିନେତ୍ରୀ ଡିମ୍ପଲ କାପାଡିଆ ଆଜି ୬୪ ବର୍ଷରେ ପଦାର୍ପଣ କରିଛନ୍ତି। ସେ ୮ ଜୁନ ୧୯୫୭ରେ ଏକ ଧନୀ ପରିବାରରେ ଜନ୍ମଗ୍ରହଣ କରିଥିଲେ। ତାଙ୍କ ପିତା ଚୁନିଭାଇ କାପାଡିଆଙ୍କୁ ଫିଲ୍ମ ଷ୍ଟାରମାନଙ୍କ ମଧ୍ୟରେ ସମୟ ବିତାଉଥିଲେ। ସେ ପ୍ରାୟତଃ ଚଳଚ୍ଚିତ୍ର ବ୍ୟକ୍ତିତ୍ୱମାନଙ୍କୁ ପାର୍ଟି ଦେଉଥିଲେ। ଏହିପରି ଏକ ପାର୍ଟିରେ ରାଜ କପୁର ଡିମ୍ପଲ କାପାଡିଆଙ୍କୁ ଦେଖି ତାଙ୍କ ଫିଲ୍ମରେ ଅଭିନୟ କରିବାକୁ ମନସ୍ଥ କରିଥିଲେ। ପରେ ରାଜ କପୁର ତାଙ୍କ ପୁଅ ରିଷି କପୁରଙ୍କ ସହ ଡିମ୍ପଲ କାପାଡିଆଙ୍କୁ ବଲିଉଡ୍‌ ଡେବ୍ୟୁ କରିବାକୁ ସୁଯୋଗ ଦେଇଥିଲେ। ସେତେବେଳେ ଡିମ୍ପଲଙ୍କୁ ମାତ୍ର ୧୬ ବର୍ଷ ହୋଇଥିଲା ଏବଂ ରାଜେଶ ଖାନ୍ନା ସେହି ଯୁଗର ସୁପରଷ୍ଟାର ଥିଲେ। ଫିଲ୍ମ ବବି (୧୯୭୩) ରିଲିଜ ପୂର୍ବରୁ ଡିମ୍ପଲ ରାଜେଶ ଖାନ୍ନାଙ୍କୁ ଭେଟି ସାରିଥିଲେ। ସେମାନଙ୍କର ସାକ୍ଷାତ ଶୀଘ୍ର ବନ୍ଧୁତ୍ୱରେ ପରିଣତ ହେଲା। ଧୀରେ ଧୀରେ, ସେମାନଙ୍କ ମଧ୍ୟରେ ପ୍ରେମ ବ ସମ୍ପର୍କ ବଢିବାକୁ ଲାଗିଲା।
ରାଜେଶ ଏବଂ ଡିମ୍ପଲଙ୍କ ପ୍ରେମ ବିଷୟରେ ସବୁଆଡେ ଚର୍ଚ୍ଚା ହେଲା। ରାଜେଶ ଖାନ୍ନା ଥରେ ଡିମ୍ପଲଙ୍କୁ ସମୁଦ୍ର କୂଳକୁ ନେଇ ସେଠାରେ ବିବାହ ପାଇଁ ପ୍ରସ୍ତାବ ଦେଇଥିଲେ। ଡିମ୍ପଲ ତାଙ୍କ ପ୍ରେମରେ ଏବେ ବୁଡି ଯାଇଥିଲେ ଯେ ଆଉ ବିଳମ୍ବ ନ କରି ବିବାହକୁ ହଁ କହିଦେଇଥିଲେ। ରାଜେଶ ଖାନ୍ନା ତାଙ୍କଠାରୁ ୧୫ ବର୍ଷ ବଡ ହୋଇଥିବା କଥା ସେ ମନରେ ଚିନ୍ତା କରି ନ ଥିଲେ।
ରାଜେଶ ଖାନ୍ନା ଚାହୁଁ ନ ଥିଲେ ଯେ ଡିମ୍ପଲ ବିବାହ ପରେ ଫିଲ୍ମରେ କାମ କରନ୍ତୁ। ତେଣୁ ବିବାହ ପରେ ସେ ଡିମ୍ପଲଙ୍କ ଆଗରେ ଏକ ସର୍ତ୍ତ ରଖିଥିଲେ ଯେ, ସେ ଆଉ ଫିଲ୍ମରେ କାମ କରିବେ ନାହିଁ। କିନ୍ତୁ ଡିମ୍ପଲ ଫିଲ୍ମରେ କାମ କରିବାକୁ ଚାହୁଁଥିଲେ। ଏହା ପରେ ସେମାନଙ୍କ ମଧ୍ୟରେ ମତପାର୍ଥକ୍ୟ ଆରମ୍ଭ ହେଲା। ଏହାପରେ ଡିମ୍ପଲ ରାଜେଶ ଖାନ୍ନାଙ୍କ ଘରୁ ଛାଡି ଦେଇଥିଲେ ଏବଂ ଅନେକ ସୁପରହିଟ୍‌ ଚଳଚ୍ଚିତ୍ରର ଅଂଶବିଶେଷ ହୋଇଥିଲେ।


[mc4wp_form id="252536"] All Right Reserved By Dharitri.Com

Posted inମନୋରଞ୍ଜନ View All

ହସ୍ପିଟାଲରୁ ଘରକୁ ଫେରିିଲେ ଦିଲ୍ଲୀପ କୁମାର: ସାୟରା କହିଲେ, ପ୍ରଶଂସକ ପ୍ରାର୍ଥନା ପାଇଁ…

ମୁମ୍ବାଇ,୧୧।୬: ହିନ୍ଦୀ ସିନେମା ଜଗତର ଭେଟେରାନ ଅଭିନେତା ଦିଲ୍ଲୀପ କୁମାରଙ୍କ ପ୍ରଶଂସକଙ୍କ ପାଇଁ ଏକ ଖୁସି ଖବର। ଶୁକ୍ରବାର ଦିଲ୍ଲୀପ କୁମାରଙ୍କୁ ହସ୍ପିଟାଲରୁ ଛୁଟି ମିଳିଛି।...

‘ଅନୁପମା’ ନିର୍ମାତାଙ୍କୁ ବଡ଼ ଝଟ୍‌କା: ପ୍ରଥମେ ଟିଆର୍‌ପିରେ ପଛୁଆ, ଏବେ ଶୋ’ ଛାଡ଼ିଲେ ଏହି କଳାକାର

ବମ୍ବେ: ଲଗାତାର ଭାବେ ଟିଆର୍‌ପି ତାଲିକା ଶୀର୍ଷରେ ରହୁଥିବା ଧାରାବାହିକ ‘ଅନୁପମା’କୁ ଗୋଟିଏ ପରେ ଗୋଟିଏ ଝଟକା ଲାଗୁଛି। କିଛି ସପ୍ତାହ ଧରି ଏହା ଟିଆର୍‌ପି...

ବିଗ୍‌ବିଙ୍କୁ ଶକ୍ତ ଚାପୁଡ଼ା ମାରିଥିଲେ ଏହି ଅଭିନେତ୍ରୀ

ଚଳଚ୍ଚିତ୍ର ଜଗତରେ ଶୁଟିଂ ସମୟରେ ଏପରି କିଛି ଘଟଣା ଘଟି ଥାଏ ଯାହା ସର୍ବଦା ସ୍ମରଣୀୟ। ଏପରି ଅନେକ କାହାଣୀ ଅଛି, ଯାହାକୁ ଅଭିନେତ୍ରୀ ୱାହିଦା...

ଗର୍ଲପ୍ରେଣ୍ଡଙ୍କ ପାଇଁ ସୋନୁ ସୁଦଙ୍କୁ ଆଇଫୋନ୍‌ ମାଗିଲେ ଯୁବକ: ଜବାବରେ ମିଳିଲା

ବଲିଉଡ ଅଭିନେତା ସୋନୁ ସୁଦ କରୋନା ମହାମାରୀ ବେଳେ ଲୋକଙ୍କୁ ସହାୟତାର ହାତ ବଢାଇଛନ୍ତି। ଲୋକମାନେ ସୋନୁଙ୍କୁ ଟୁଇଟ୍‌ର୍‌ରେ ସହାୟତା ମାଗିଥିଲେ। ଅନେକ ଥର, ସୋନୁଙ୍କ...

ମାଧୁରୀଙ୍କ ସହ ସମ୍ପର୍କକୁ ଗୁଜବ ବୋଲି କହିଥିଲେ ସଞ୍ଜୁବାବା, ହେଲେ ଏହି କାରଣରୁ ମାଗିଥିଲେ କ୍ଷମା

ବମ୍ବେ: ନବେ ଦଶକରେ ବଲିଉଡ୍‌ର ସବୁଠାରୁ ସୁନ୍ଦର ଯୋଡ଼ିଙ୍କ ମଧ୍ୟରୁ ଗୋଟିଏ ଥିଲା ସଞ୍ଜୟ ଦତ୍ତ ଏବଂ ମାଧୁରୀ ଦିକ୍ଷୀତଙ୍କ ଯୋଡ଼ି। ‘ସାଜନ୍‌’, ‘ଖଳନାୟକ’ ଭଳି...

ଆଇଆଇଟି ଛାତ୍ରଙ୍କୁ ପ୍ରଥମେ ବିବାହ କରିଥିଲେ ନୀନା; ବର୍ଷେ ପରେ…

ବମ୍ବେ: ଅଭିନେତ୍ରୀ ନୀନା ଗୁପ୍ତାଙ୍କ ଅଟୋବାୟୋଗ୍ରାଫି ‘ସଚ କହୁଁ ତୋ’ ରିଲିଜ ହୋଇଛି। ଏଥିରେ ସେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଅନେକ ରହସ୍ୟ ଉପରୁ...

ଶୁଟିଂ ସମୟରେ ନିଆ ଶର୍ମାଙ୍କୁ ପ୍ରପୋଜ କରିଥିଲେ କୋ-ଷ୍ଟାର, ଆଉ ତା ପରେ ଘଟିଥିଲା…

ଛୋଟ ପରଦାର ପ୍ରସିଦ୍ଧ ଅଭିନେତ୍ରୀ ନିଆ ଶର୍ମା ଷ୍ଟାଇଲିଷ୍ଟ ସହ ଫ୍ୟାଶନ ଆଇକନ ମଧ୍ୟ। ନିୟାଙ୍କ ସିରିଏଲ୍‌ ‘ଏକ ହଜାରୋଁ ମେ ମେରି ବେହନା ହୈ’ର...

ଭିଣୋଇଙ୍କ ସହ ଅନୈତିକ ସମ୍ପର୍କ ରଖିଥିଲେ ପ୍ରଥମ ସ୍ତ୍ରୀ କବିତା, ମା’ ସେମାନଙ୍କୁ ଅସଂଯତ ଅବସ୍ଥାରେ ଧରିଥିଲେ: ରାଜ କୁନ୍ଦ୍ରା

ବମ୍ବେ: ବଲିଉଡ୍‌ ଅଭିନେତ୍ରୀ ଶିଳ୍ପା ସେଟ୍ଟୀ ୨୦୦୯ରେ ବିବାହ କରିଥିଲେ। ସେ ବ୍ୟବସାୟୀ ରାଜ କୁନ୍ଦ୍ରାଙ୍କ ହାତ ଧରିଥିଲେ। ବିବାହ ପୂର୍ବରୁ ରାଜ ବିବାହିତ ଥିଲେ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
୨୮ ବଲ୍‌ରୁ ବିସ୍ଫୋରକ ଶତକ ମାରି ଇତିହାସ ରଚିଲେ ଏହି କ୍ରିକେଟର୍‌
Next Post Next post:
ରାଜ୍ୟରେ ୬ ହଜାର ତଳକୁ ଖସିଲା ଦୈନିକ କରୋନା ସଂକ୍ରମଣ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts