E-Paper
  • logo
  • Thursday 24th September 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଖେଳ

ଭାରତୀୟ ଟି୨୦ ଟିମ୍‌ରୁ କାହିଁକି ବାହାର ହୋଇଥିଲେ ଦିନେଶ କାର୍ତ୍ତିକ; କାରଣ ନେଇ ଏଭଳି କହିଲେ…
12:41 pmJune 5, 2021

ନୂଆଦିଲ୍ଲୀ,୫।୬: ଭାରତୀୟ କ୍ରିକେଟ ଟିମ୍‌ର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂହ ଧୋନୀଙ୍କ ପୂର୍ବରୁ ଉଇକେଟକିପର ବ୍ୟାଟ୍ସମ୍ୟାନ ଦିନେଶ କାର୍ତ୍ତିକ ଅନ୍ତର୍ଜାତୀୟ କ୍ରିକେଟରେ ଡେବ୍ୟୁ କରିଥିଲେ। ହେଲେ ଧୋନୀ ଦଳରେ ସାମିଲ ହେବା ପରେ କାର୍ତ୍ତିକଙ୍କ କ୍ୟାରିୟର ଶୀର୍ଷରେ ପହଞ୍ଚି ପାରି ନ ଥିଲା। ସେ ୨୦୧୯ ବିଶ୍ୱକପ୍‌ ପରଠାରୁ ଦଳରୁ ବାହାରେ ଅଛନ୍ତି। ନ୍ୟୁଜିଲାଣ୍ଡ ବିପକ୍ଷରେ ସେ ନିଜର ଶେଷ ମ୍ୟାଚ୍‌ ବିଶ୍ୱକପ୍‌ ସେମିଫାଇନାଲରେ ଖେଳିଥିଲେ। ଏଥିରେ ସେ ୨୫ ବଲରେ ୨୬ ରନ୍‌ କରିଥିଲେ। ସେତେବେଳରୁ ଦଳରୁ ବାହାରେ ଥିବା କାର୍ତ୍ତିକଙ୍କୁ ଟି୨୦ ଟିମ୍‌ରୁ ମଧ୍ୟ ଆଉଟ୍‌ କରିଦିଆଯାଇଥିଲା। ଏବେ ସେ ଏହାପଛରେ ଥିବା କାରଣ ବିଷୟରେ କହିଛନ୍ତି।

କାର୍ତ୍ତିକ କହିଛନ୍ତି, ସେ ନିଜର ବୟସ ଦେଖିବାକୁ ଚାହାନ୍ତି ନାହିଁ, ବରଂ ସେ କେତେ ଫିଟ୍‌ ତାହା ଦେଖିବାକୁ ଚାହାନ୍ତି। ଯଦି ଫିଟ୍‌ନେସ ଟେଷ୍ଟ ପାସ୍‌ କରି ନିଅନ୍ତି ତେବେ ଦେଶ ପାଇଁ ଖେଳିବାକୁ ଖେଳାଳି ପ୍ରସ୍ତୁତ ବୋଲି ଜଣାପଡେ। ଏବେ ସେ ଟି୨୦ ବିଶ୍ୱକପ୍‌ରେ ଦେଶ ପାଇଁ ଖେଳିବାକୁ ଲକ୍ଷ୍ୟ ରଖିଛନ୍ତି। ଏଥିପାଇଁ ସେ ଯଥାସମ୍ଭବ ପ୍ରୟାସ କରୁଛନ୍ତି ବୋଲି କାର୍ତ୍ତିକ କହିଛନ୍ତି।

ଏହାଛଡ଼ା ସେ ଅତିତରେ ସେ ଭଲ ପ୍ରଦର୍ଶନ କରିଛନ୍ତି। ୨୦୧୯ରେ ଦଳରୁ ବାହାର କରାଯିବା ସମୟରେ ମଧ୍ୟ ଦଳ ପାଇଁ ଭଲ ଖେଳିଥିବା ସେ ଜାଣି ଥିଲେ। ହେଲେ ବିଶ୍ୱକପ୍‌ରେ ଭଲ ଖେଳିପାରି ନ ଥିଲେ। ଫଳରେ ତାଙ୍କୁ ବାହାର କରିଦିଆଯାଇଥିଲା ବୋଲି କାର୍ତ୍ତିକ କହିଛନ୍ତି।


[mc4wp_form id="252536"] All Right Reserved By Dharitri.Com

Posted inଖେଳ View All

ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ ଫାଇନାଲ: ନ୍ୟୁଜିଲାଣ୍ଡର ନେତୃତ୍ୱ ନେବେ ଓ୍ବିଲିୟମସନ

ସାଉଥାମ୍ପଟନ,୧୬ା୬(ପି.ଟି.)-ଭାରତ ବିପକ୍ଷ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ ଫାଇନାଲ ପାଇଁ ନ୍ୟୁଜିଲାଣ୍ଡ ଦଳର ନେତୃତ୍ୱ ନେବା ଲାଗି କେନ୍‌ ଓ୍ବିଲିୟମସନ ଉପଲବ୍ଧ ହେବେ। ଜୁନ୍‌ ୧୮ରୁ ଆରମ୍ଭ...

ରକ୍ତଦାନ କଲେ ତେନ୍ଦୁଲକର

ମୁମ୍ବାଇ, ୧୪ା୬ (ପି.ଟି.)-ବିଶ୍ୱ ରକ୍ତଦାନ ଦିବସ ଅବସରରେ ଭାରତର ପୂର୍ବତନ କ୍ରିକେଟ ଅଧିନାୟକ ସଚିନ ତେନ୍ଦୁଲକର ସୋମବାର ରକ୍ତଦାନ କରିଛନ୍ତି। ଏହି ପୂର୍ବତନ କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ...

ଫିଫା ୱାର୍ଲଡ କପ୍‌ କ୍ୱାଲିଫାୟର: ବ୍ରାଜିଲର କ୍ରମାଗତ ପଞ୍ଚମ ବିଜୟ

ସାଓ ପାଉଲୋ,୬।୬(ଏପି): ଦକ୍ଷିଣ ଆମେରିକା ଫୁଟ୍‌ବଲ ପାଓ୍ବାର ହାଉସ୍‌ ରୂପେ ଜଣାଥିବା ବ୍ରାଜିଲ ଫିଫା ବିଶ୍ୱକପ୍‌ କ୍ୱାଲିଫାୟର ମ୍ୟାଚ୍‌ରେ ୨-୦ ଗୋଲରେ ଇକ୍ୱେଡରକୁ ପରାସ୍ତ କରିଛି।...

ରୋହିତଙ୍କୁ ଗୁରୁତ୍ୱପୂର୍ଣ୍ଣ ବ୍ୟାଟିଂ ଟିପ୍ସ ଦେଲେ ମହାନ କ୍ରିକେଟର

ନୂଆଦିଲ୍ଲୀ,୧୫।୬: ଆସନ୍ତା ୧୮ ତାରିଖରୁ ୟୁକେର ସାଉଥାମ୍ପଟନଠାରେ ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଖେଳାଯିବା ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ (ଡବ୍ଲ୍ୟୁଟିସି) ଫାଇନାଲ। ଏହି ମ୍ୟାଚ୍‌ ପୂର୍ବରୁ...

ମିଷ୍ଟର ଡିପେଣ୍ଡବୁଲ୍‌ ଟିମ୍‌ ଇଣ୍ଟିଆ କୋଚ୍‌: ସୂଚନା ଦେଲେ ଗାଙ୍ଗୁଲୀ…

କୋଲକାତା,୧୫।୬: ଟିମ୍‌ ଇଣ୍ଡିଆ ଶ୍ରୀଲଙ୍କା ଗସ୍ତରେ ଯିବ। ଏନେଇ ବିବିସିଆଇ ପକ୍ଷରୁ ଟିମ୍‌ ଇଣ୍ଡିଆ କୋଚ୍‌ ଭାବେ ମିଷ୍ଟର ଡିପେଣ୍ଡବୁଲ୍‌ ରାହୁଲ ଦ୍ରାବିଡ୍‌ଙ୍କୁ ନିଯୁକ୍ତ କରାଯାଇଛି।...

ଏଏଫ୍‌ସି ଏସିଆନ କପ୍‌: କ୍ୱାଲିଫାୟର୍ସ ତୃତୀୟ ରାଉଣ୍ଡରେ ଭାରତ

ଦୋହା,୧୬।୬: ସୁନୀଲ ଛେତ୍ରୀଙ୍କ ନେତୃତ୍ୱାଧୀନ ଭାରତୀୟ ଫୁଟ୍‌ବଲ ଦଳ ଏସିଆନ ଫୁଟ୍‌ବଲ କନ୍‌ଫେଡେରେଶନ (ଏଏଫ୍‌ସି) ଏସିଆନ କପ୍‌ କ୍ୱାଲିଫାୟର୍ସର ତୃତୀୟ ରାଉଣ୍ଡରେ ପ୍ରବେଶ କରିଛି। ସ୍ଥାନୀୟ...

ଟୋକିଓ ଅଲିମ୍ପିକ୍ସ: ସମସ୍ତ ରାସ୍ତା ସିଲ୍‌

ଟୋକିଓ, ୯ା୬ (ଏପି)-ଟୋକିଓ ଅଲିମ୍ପିକ୍ସ ଭେନ୍ୟୁଗୁଡ଼ିକୁ ଯୋଗାଯୋଗ କରୁଥିବା ସମସ୍ତ ସଡ଼କ ପଥକୁ ସିଲ୍‌ କରାଯାଇଛି। ତନ୍ମଧ୍ୟରେ ୧.୪ ବିଲିୟନ ଆମେରିକୀୟ ଡଲାର ମୂଲ୍ୟରେ ନିର୍ମିତ...

ଫ୍ରେଞ୍ଚ୍‌ ଓପନ ଟେନିସ୍‌: କ୍ରେଜିକୋଭାଙ୍କୁ ପ୍ରଥମ ଗ୍ରାଣ୍ଡସ୍ଲାମ ଟାଇଟଲ

ପ୍ୟାରିସ୍‌,୧୩।୬: ଫ୍ରେଞ୍ଚ୍‌ ଓପନ ମହିଳା ସିଙ୍ଗଲ୍ସ ଇଭେଣ୍ଟରେ ଚେକ୍‌ ଗଣରାଜ୍ୟର ବାର୍ବୋରା କ୍ରେଜିକୋଭା ଚାମ୍ପିୟନ ହୋଇଛନ୍ତି। ଶନିବାର ଅନୁଷ୍ଠିତ ଫାଇନାଲ ମୁକାବିଲାରେ ଅଣସିଡ୍‌ ୨୫ ବର୍ଷୀୟ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଅଗ୍ନିକାଣ୍ଡରେ ଜଳିଗଲା କ୍ୟାବିନ: ସାମଗ୍ରୀ ପୋଡ଼ି ପାଉଁଶ
Next Post Next post:
କରୋନାରେ ମାହାଙ୍ଗାର ପୂର୍ବତନ ବିଧାୟକଙ୍କ ପରଲୋକ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts