E-Paper
  • logo
  • Saturday 28th March 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inମନୋରଞ୍ଜନ

ନିଶାଙ୍କ ସମର୍ଥନରେ ବାହାରିଲେ ରାମାୟଣର ‘ସୀତା’: ମୁଣ୍ଡର କ୍ଷତ ଦେଖି କହିଲେ…
4:07 pmJune 4, 2021

ବମ୍ବେ: କିଏ ସତ କହୁଛି ଆଉ କିଏ ମିଛ। କିଛି ଜଣାପଡ଼ୁନାହିଁ। ଏପରିସ୍ଥଳେ ଦିନକୁ ଦିନ ନୂଆ ନୂଆ ବିବାଦ ମୁଣ୍ଡ ଟେକୁଛି। ଆମେ କଥା ହେଉଛି ଅଭିନେତ୍ରୀ ନିଶା ରାଓ୍ବଲ ଏବଂ ତାଙ୍କ ସ୍ବାମୀ ତଥା ଅଭିନେତା କରନ୍‌ ମେହେରାଙ୍କ ବିଷୟରେ। ଉଭୟଙ୍କ ମଧ୍ୟରେ ବିବାଦ ମୁଣ୍ଡ ଟେକିଥିବା ବେଳେ ଜଣଙ୍କ ପରେ ଜଣେ ଅଭିନେତା ସମର୍ଥନରେ ବାହାରୁଛନ୍ତି। ଏବେ ରାମାୟଣ ଧାରାବାହିକର ସୀତା ଓରଫ ଦୀପିକା ଚିଖିଲା ଘଟଣାକୁ ନେଇ ପ୍ରତିକ୍ରିୟା ଦେଇଛନ୍ତି।

ଦୀପିକା ନିଶାଙ୍କ ଫଟୋ ଦେଖିଥିଲେ। ଏଥିରେ ନିଶାଙ୍କ ମୁହଁରେ ଆଘାତ ଲାଗିଥିବା ବେଳେ ରକ୍ତ ବୋହୁଥିବା ନଜର ଆସିଥିଲା। ଏହି ଆଘାତରୁ ତାଙ୍କୁ ସ୍ବାମୀ କରନ୍‌ ମାରିଥିବା ସ୍ପଷ୍ଟ ହେଉଛି ବୋଲି ସେ କହିଛନ୍ତି। ହେଲେ ପ୍ରଥମେ ଯେତେବେଳେ କରନ୍‌ ନିଶାଙ୍କୁ ହାତ ଉଠାଇଥିଲେ ସେତେବେଳେ ତାଙ୍କୁ ଆଗକୁ ଆସିବାର ଥିଲା। ଯଦି ସମୟ ଥାଉ ଥାଉ ସେ ଏଭଳି କରିଦେଇଥାନ୍ତେ ତେବେ ଆଜି ଏଭଳି ଘଟଣା ଘଟି ନ ଥାନ୍ତା। ମୋ ମତରେ ମହିଳାଙ୍କୁ ଅତ୍ୟାଚାର ସହିବା ଉଚିତ ନୁହେଁ। ତାଙ୍କ ସହ କିଛି ଦୁର୍ବବ୍ୟହାର କରାଗଲେ ସ୍ବର ଉଠାଇବା ଉଚିତ ବୋଲି ସେ କହିଛନ୍ତି। ଏହାଛଡ଼ା ନିଶା ଜଣେ ସୁନ୍ଦର ଏବଂ ନିଜ ଗୋଡ଼ରେ ଛିଡ଼ା ହେବାକୁ ସକ୍ଷମ। ସମାଜ ଭୟରେ ସେ ଏଭଳି କରିଥାଇପାରନ୍ତି। ଝିଅମାନଙ୍କୁ ମନରୁ ଡର ବାହାର କରିଦେବା ଉଚିତ ବୋଲି ମଧ୍ୟ ସେ କହିଛନ୍ତି।


[mc4wp_form id="252536"] All Right Reserved By Dharitri.Com

Posted inମନୋରଞ୍ଜନ View All

ସାବ୍‌ଧାନ ଇଣ୍ଡିଆର ୨ଅଭିନେତ୍ରୀ ଗିରଫ

ମୁମ୍ବାଇ,୧୮।୬: ଟେଲି ସିରିୟଲ୍‌ର ପପୁଲାର ଶୋ’କ୍ରାଇମ୍‌ ପେଟ୍ରୋଲ ଓ ସାବ୍‌ଧାନ ଇଣ୍ଡିଆରେ ଅଭିନୟ କରୁଥିବା ୨ଜଣ ଅଭିନେତ୍ରୀଙ୍କୁ ମୁମ୍ବାଇ ପୋଲିସ ଗିରଫ କରିଛି। ଚୋରି ଅଭିଯୋଗରେ...

ଏକତା କପୁର କଳା ପୋଷାକ ପିନ୍ଧିବା ପଛରେ ରହିଛି ଏପରି ରାଜ୍‌

ଟିଭି କ୍ୱିନ୍‌ କୁହାଯାଉଥିବା ଏକତା କପୁର ପ୍ରାୟତଃ ସବୁ ବେଳେ କଳା ପୋଷାକ ପିନ୍ଧି ଥିବା ନଜର ଆସିଥାନ୍ତି। ତେବେ ଅନେକ ତାଙ୍କ କଳା ପୋଷାକ...

ଦିଲ୍ଲୀପ କୁମାର ହିନ୍ଦୁଜା ହସ୍ପିଟାଲରେ ଭର୍ତ୍ତି…

ମୁମ୍ବାଇ,୬।୬: ବଲିଉଡ୍‌ ଅଭିନେତା ଦିଲ୍ଲୀପ୍‌ କୁମାରଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହେବାରୁ ତାଙ୍କୁ ମୁମ୍ବାଇର ହିନ୍ଦୁଜା ହସ୍ପିଟାଲରେ ଚିକିତ୍ସା ଲାଗି ଭର୍ତ୍ତି କରାଯାଇଛି। ସେ ନିଶ୍ୱାସ ନେବାରେ...

ରାତିଅଧରେ କରନ୍‌ ଜୋହରଙ୍କ ରୁମ୍‌କୁ ଯାଇଥିଲେ ଫରାହ ଖାନ୍‌; ବିବାହ ପାଇଁ କରିଥିଲେ ପ୍ରପୋଜ; ହେଲେ…

ବମ୍ବେ: ବଲିଉଡ୍‌ର ଖ୍ୟାତନାମା କୋରିଓଗ୍ରାଫରଙ୍କ ମଧ୍ୟରୁ ଫରାହ ଖାନ୍‌ ଅନ୍ୟତମ। ଏବେ ଯାଏ ସେ ଶହେରୁ ଅଧିକ ଗୀତରେ କୋରିଓଗ୍ରାଫ କରିସାରିଛନ୍ତି। ଏହାଛଡ଼ା ଏକାଧିକ ଫିଲ୍ମରେ...

ପ୍ରଥମ ସ୍ତ୍ରୀଙ୍କ ଚିଠି ପଢି ପ୍ରବଳ କାନ୍ଦିଥିଲେ ଅମିର ଖାନ୍‌

ବଲିଉଡ୍‌ ଅଭିନେତା ଅମିର ଖାନଙ୍କ ପ୍ରଥମ ଚଳଚ୍ଚିତ୍ର ‘ଲଗାନ’ ରିଲିଜ ହେବାର ଇତିମଧ୍ୟରେ ୨୦ ବର୍ଷ ବିତିଗଲାଣି। ଏହି ଚଳଚ୍ଚିତ୍ରଟି ଅମିରଙ୍କ ପାଇଁ ସ୍ବତନ୍ତ୍ର ଥିଲା।...

ମାଧୁରୀଙ୍କ ସହ ସମ୍ପର୍କକୁ ଗୁଜବ ବୋଲି କହିଥିଲେ ସଞ୍ଜୁବାବା, ହେଲେ ଏହି କାରଣରୁ ମାଗିଥିଲେ କ୍ଷମା

ବମ୍ବେ: ନବେ ଦଶକରେ ବଲିଉଡ୍‌ର ସବୁଠାରୁ ସୁନ୍ଦର ଯୋଡ଼ିଙ୍କ ମଧ୍ୟରୁ ଗୋଟିଏ ଥିଲା ସଞ୍ଜୟ ଦତ୍ତ ଏବଂ ମାଧୁରୀ ଦିକ୍ଷୀତଙ୍କ ଯୋଡ଼ି। ‘ସାଜନ୍‌’, ‘ଖଳନାୟକ’ ଭଳି...

‘ଭାଗ୍‌ ମିଲ୍‌ଖା ଭାଗ୍‌’ ପାଇଁ ଟଙ୍କାଏ ପାଉଣା ନେଇଥିଲେ ‘ଫ୍ଲାଇଂ ଶିଖ୍‌’

ବମ୍ବେ: ଭାରତର ମହାନ ଧାବକ ମିଲ୍‌ଖା ସିଂହଙ୍କ ପରଲୋକକୁ ନେଇ ଶୋକରେ ବୁଡ଼ିଛି ପୁରା ଦେଶ। ଚାରି ଚାରି ଥରେ ସ୍ବର୍ଣ୍ଣ ପଦକ ବିଜେତା ଥିବା...

ସ୍ତ୍ରୀଙ୍କୁ ମାରପିଟ୍‌ କରି ଗିରଫ ହେଲେ ଏହି ଅଭିନେତା

ଅନେକ ଦିନ ଧରି ଅଭିନେତା କରଣ ମେହେରା ଏବଂ ତାଙ୍କ ସ୍ତ୍ରୀ ତଥା ଅଭିନେତ୍ରୀ ନିଶା ରାୱଲଙ୍କ ମଧ୍ୟରେ ମତଭେଦ ଥିବା ଖବର ଆସିଥିଲା। ଏବେ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ସତ ହେଲା ନିଶାଙ୍କ କଥା! ଏହି ଯୁବତୀଙ୍କ ପ୍ରେମରେ ପଡ଼ିଛନ୍ତି କରନ୍‌; ରୋମାଣ୍ଟିକ୍‌ ଚାଟ୍‌ ଭାଇରାଲ
Next Post Next post:
ରାଶିଫଳ: ଶନିବାର, ଜୁନ୍‌ ୫ ତାରିଖ – Daily Horoscope

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts