ଭୁବନେଶ୍ୱର,୧୦ା୬(ବ୍ୟୁରୋ): ରାଜ୍ୟ ସରକାରଙ୍କ ପକ୍ଷରୁ ବୁଧବାର ୪ଜଣ ଆଇପିଏସ୍ ଓ ୨ଜଣ ଓପିଏସ୍ ଅଫିସରଙ୍କ ବଦଳି କରାଯାଇଛି। ଏନେଇ ଗୃହ ବିଭାଗ ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି। ପୂର୍ବାଞ୍ଚଳ ଆଇଜି ଦୀପ୍ତେଶ ପଟ୍ଟନାୟକଙ୍କୁ ଜେଲ୍ ଆଇଜି ଭାବେ ବଦଳି କରାଯାଇଛି। ତାଙ୍କ ସ୍ଥାନରେ ଜେଲ୍ ଆଇଜି ହିମାଂଶୁ ଲାଲ୍ଙ୍କୁ ଅବସ୍ଥାପିତ କରାଯାଇଛି। ଉତ୍ତରାଞ୍ଚଳ ଆଇଜି ଭାବେ କାର୍ଯ୍ୟ କରୁଥିବା ନରସିଂହ ଭୋଳଙ୍କୁ କେନ୍ଦ୍ରାଞ୍ଚଳ ଆଇଜି ଓ କେନ୍ଦ୍ରୀୟ ଡେପୁଟେଶନରୁ ଫେରିଥିବା ଡ. ଦୀପକ କୁମାରଙ୍କୁ ଉତ୍ତରାଞ୍ଚଳ ରେଞ୍ଜ ସମ୍ବଲପୁର ଡିଆଇଜି ଭାବେ ଅବସ୍ଥାପିତ କରାଯାଇଛି। ସେହିପରି ବଦଳି ହୋଇଥିବା ୨ ଓପିଏସ୍ ଅଫିସରଙ୍କ ମଧ୍ୟରେ ଡିସିପି ମୁଖ୍ୟାଳୟ ଭୁବନେଶ୍ୱରରେ କାର୍ଯ୍ୟରତ ଡିସିପି ରାଜ କିଶୋର ପାଇକରାୟଙ୍କୁ ଏସ୍ପି ଦେବଗଡ଼ ଓ ଅତିରିକ୍ତ ଡିସିପି ଡି.ପି. ତ୍ରିପାଠୀଙ୍କୁ ରାଜ୍ୟ ରିଜର୍ଭ ପୋଲିସ (ଏସ୍ଆରପି)ରେ ଅବସ୍ଥାପିତ କରାଯାଇଛି।
ଖୋଲା ରହିବ କୃଷି ଉପକରଣ ଦୋକାନ
ଭୁବନେଶ୍ୱର,୧୧।୬(ବ୍ୟୁରୋ): କୃଷି ଏବଂ କୃଷି ଆନୁଷଙ୍ଗିକ ବ୍ୟବସାୟିକ ପ୍ରତିଷ୍ଠାନଗୁଡ଼ିକ ସାଧାରଣ ସମୟ ଭଳି ଖୋଲା ରହିବ। ଉଭୟ ଲକ୍ଡାଉନ ଏବଂ ଶଟ୍ଡାଉନ ସମୟରେ ବିହନ, ସାର,...
ଚିଲିକାରୁ ଚୋରି ହେଉଛି ପାଣି
ଖୋର୍ଦ୍ଧା ଅଫିସ,୨୨।୬: ଏସିଆ ମହାଦେଶର ବୃହତ୍ତମ ଲୁଣା ହ୍ରଦ ‘ଚିଲିକା’ରୁ ପାଣି ଚୋରି ହେଉଛି। ଚିଲିକାକୁ ଲାଗି ରହିଥିବା ଶତାଧିକ ଏକର ଜମିକୁ କେତେକ ମାଫିଆ...
କୃଷକଙ୍କ ପାଇଁ ନୂଆ ପ୍ରକଳ୍ପ ‘ରିୱାର୍ଡ’
ଭୁବନେଶ୍ୱର,୭।୬(ବ୍ୟୁରୋ): ଜଳଛାୟା ଅଞ୍ଚଳରେ ନିରନ୍ତର ଜୀବିକା ସୃଷ୍ଟି ଓ ସମନ୍ବିତ ବିକାଶ ପାଇଁ ରାଜ୍ୟ ସରକାର ନୂଆ ପରିକଳ୍ପନା ଆରମ୍ଭ କରିଛନ୍ତି। ଏହି ପ୍ରକଳ୍ପର ନାଁ...
ଅନିଶ୍ଚିତତାରେ ଶ୍ରୀ ବଳଦେବଜୀଉଙ୍କ ରଥଯାତ୍ରା
କେନ୍ଦ୍ରାପଡ଼ା ଅଫିସ,୩।୬: ଶ୍ରୀଜଗନ୍ନାଥ ସଂସ୍କୃତିରେ ଶ୍ରୀକ୍ଷେତ୍ର ପରେ ତୁଳସୀକ୍ଷେତ୍ରର ଗୁରୁତ୍ୱ ଯଥେଷ୍ଟ ଅଧିକ। ପୁରୀରେ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରା ପରଦିନ ତୁଳସୀ କ୍ଷେତ୍ରାଧିପତି ଶ୍ରୀବଳଦେବଜୀଉଙ୍କ ବ୍ରହ୍ମ ତାଳଧ୍ୱଜ...
ରାଜ୍ୟରେ ୮ହଜାରରୁ ଊର୍ଦ୍ଧ୍ୱ ଆକ୍ରାନ୍ତ ଚିହ୍ନଟ: ଖୋର୍ଦ୍ଧାରୁ ସର୍ବାଧିକ
ଭୁବନେଶ୍ୱର,୩।୬(ବ୍ୟୁରୋ): ଗତ କିଛି ଦିନ ହେଲା ରାଜ୍ୟରେ କରୋନା ମିଟର ତଳମୁହାଁ ହୋଇଛି। ଗତ ୨ଦିନ ହେଲା ରାଜ୍ୟରେ ୮ହଜାର ରହିଛି ଆକ୍ରାନ୍ତଙ୍କ ସଂଖ୍ୟା ବୁଧବାର...
ଆଜି ଆଉ ୪୨ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୨୯୯୪କୁ ବୃଦ୍ଧି
ଭୁବନେଶ୍ୱର,୩ା୫(ବ୍ୟୁରୋ): ରବିବାର ରାଜ୍ୟରୁ ୪୨ ଜଣଙ୍କ ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୨୯୯୪କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ...
ସଙ୍କଟରେ ଇସ୍ପାତ ଶିଳ୍ପ
ଯାଜପୁର ଅଫିସ, ୨୧।୬: ଅର୍ଥନୀତିକୁ ସୁଦୃଢ କରିବାକୁ ହେଲେ ଗଢ଼ି ଉଠିଥିବା ଶିଳ୍ପ ସଂସ୍ଥାଗୁଡିକ ପାଇଁ କଞ୍ଚାମାଲ ଉତ୍ତୋଳନ ଓ ଯୋଗାଣ ବ୍ୟବସ୍ଥାକୁ ମଧ୍ୟ ଠିକ୍...
ଓ୍ବେବ୍ସାଇଟରେ ପ୍ରଭାବ ଏବଂ ପଇସା
ଭୁବନେଶ୍ୱର,୨୫।୬(ବ୍ୟୁରୋ): ରାଜ୍ୟ ସରକାରଙ୍କ ଅଧୀନରେ ବର୍ତ୍ତମାନ ୪୨ଟି ବିଭାଗ କାର୍ଯ୍ୟ କରୁଛି। ସେ ସମସ୍ତ ବିଭାଗର ଗୁରୁତ୍ୱପୂର୍ଣ୍ଣ ତଥ୍ୟଗୁଡ଼ିକ କେତେ ମାତ୍ରାରେ ସୁରକ୍ଷିତ ତାକୁ ନେଇ...


