ନୂଆଦିଲ୍ଲୀ,୧୭।୬: ଚଳିତ ଆର୍ଥତ୍କ ବର୍ଷ ଅଦ୍ୟାବଧି ପ୍ରତ୍ୟକ୍ଷ ଟିକସ ସଂଗ୍ରହ ବେଶ୍ ଉନ୍ନତ ରହିଛି। ଆୟକର ବିଭାଗ ସୂଚନା ମୁତାବକ, ପ୍ରତ୍ୟକ୍ଷ ଟିକସ ସଂଗ୍ରହ ୨ ଗୁଣ ବୃଦ୍ଧି ଘଟି ୧.୮୫ ଲକ୍ଷ କୋଟି ଟଙ୍କା ଛୁଇଁଛି। ଏହା ଗତ ବର୍ଷ ସମାନ ଅବଧିରେ ୯୨,୭୬୨ କୋଟି ଟଙ୍କା ରହିଥିଲା। ଏହାକୁ ଦେଖିଲେ ଟିକସ ସଂଗ୍ରହରେ ୧୦୦% ଅଭିବୃଦ୍ଧି ହୋଇଛି। ରିପୋର୍ଟ ମୁତାବକ ଏପ୍ରିଲ ପହିଲାରୁ ଜୁନ୍ ୧୫ ମଧ୍ୟରେ ପ୍ରତ୍ୟକ୍ଷ ଟିକସ ଆଦାୟ କ୍ଷେତ୍ରରେ ଏଭଳି ବୃଦ୍ଧି ପରିଲକ୍ଷିତ ହୋଇଛି। ଏହା ମଧ୍ୟରେ କର୍ପୋରେଟ ଆୟକର ସଂଗ୍ରହ ୭୪,୩୫୬ କୋଟି ଏବଂ ବ୍ୟକ୍ତିଗତ ଆୟକର ବାବଦ ୧.୧୧ ଲକ୍ଷ କୋଟି ଟଙ୍କା ରହିଛି।
ପେଟ୍ରୋଲରେ ୨୦% ଇଥାନଲ ମିଶ୍ରଣ
ପେଟ୍ରୋଲିୟମ ଏବଂ ପ୍ରାକୃତିକ ଗ୍ୟାସ ମନ୍ତ୍ରଣାଳୟ ଓ ପରିବେଶ, ଜଙ୍ଗଲ ଏବଂ ଜଳବାୟୁ ପରିବର୍ତ୍ତନ ମନ୍ତ୍ରଣାଳୟର ମିଳିତ ଉଦ୍ୟମରେ ଆୟୋଜିତ ଭର୍ଚୁଆଲ ପ୍ଲାଟଫର୍ମରେ ବିଶ୍ୱ ପରିବେଶ...
୫ଜି ଟେକ୍ନୋଲୋଜି ସୁରକ୍ଷିତ:ସିଓଏଆଇ
ନୂଆଦିଲ୍ଲୀ: ଆଗାମୀ ଦିନରେ ଆସିବାକୁ ଥିବା ୫ଜି ଟେକ୍ନୋଲୋଜି ସୁରକ୍ଷିତ। ସ୍ବାସ୍ଥ୍ୟ ଉପରେ ଏହାର କୌଣସି ପ୍ରଭାବ ପଡିବନାହିଁ। ବର୍ତ୍ତମାନ ଭ୍ରାନ୍ତ ଧାରଣା ଏବଂ ଗୁଜବ...
ଏଫ୍ପିଆଇଙ୍କ ନିବେଶ ୮ ହଜାର କୋଟି
ନୂଆଦିଲ୍ଲୀ: ଦେଶର ପୁଞ୍ଜି ବଜାରରେ ବିଦେଶୀ ପୋର୍ଟଫୋଲିଓ ନିବେଶକ(ଏଫ୍ପିଆଇ) ୮ ହଜାର କୋଟି ଟଙ୍କାର ନିବେଶ କରିଛନ୍ତି। ଗତ ୪ କାରବାର ସେସନରେ ଏଭଳି ନିବେଶ...
ଅର୍ଥ ବ୍ୟବସ୍ଥା ପାଇଁ ଆସିପାରେ ଅଧିକ ପଦକ୍ଷେପ
ନୂଆଦିଲ୍ଲୀ: କରୋନା ମହାମାରୀ ଦ୍ୱିତୀୟ ଲହର ଯୋଗୁ ଦେଶର ଅର୍ଥ ବ୍ୟବସ୍ଥା ବର୍ତ୍ତମାନ ପ୍ରଭାବିତ ହୋଇ ରହିଛି। କ୍ଷତିଗ୍ରସ୍ତ ଅର୍ଥ ବ୍ୟବସ୍ଥାକୁ ପୁଣି ଥରେ ପ୍ରୋତ୍ସାହିତ କରିବା...
ମନୋହରପୁର ଖଣିରୁ ଓପିଜିସିକୁ କୋଇଲା ଯୋଗାଣ
ଭୁବନେଶ୍ୱର: ଓଡ଼ିଶା କୋଲ୍ ଆଣ୍ଡ ପାଓ୍ବାର ଲିମିଟେଡ୍ (ଓସିପିଏଲ୍) ମନୋହରପୁର ଖଣିରୁ ଓଡ଼ିଶା ପାଓ୍ବାର ଜେନେରେଶନ କର୍ପୋରେଶନ (ଓପିଜିସି)କୁ କୋଇଲା ଯୋଗାଣ ଶୁଭାରମ୍ଭ ହୋଇଛି। ଓସିପିଏଲ୍...
ଏମ୍ଏସ୍ଏମ୍ଇକୁ କଞ୍ଚାମାଲ ଚିନ୍ତା
ନୂଆଦିଲ୍ଲୀ: ଅଣୁ,କ୍ଷୁଦ୍ର ଏବଂ ମଧ୍ୟମ ଉଦ୍ୟୋଗଗୁଡ଼ିକ ବର୍ତ୍ତମାନ କଞ୍ଚାମାଲ ମୂଲ୍ୟ ବୃଦ୍ଧି ଯୋଗୁ ସମସ୍ୟା ସାମ୍ନା କରୁଛନ୍ତି। ଏହାକୁ ଧ୍ୟାନରେ ରଖି ଅଲ ଇଣ୍ଡିଆ କାଉନସିଲ...
ମେ’ରେ କମିଲା ଜିଏସ୍ଟି ସଂଗ୍ରହ
ନୂଆଦିଲ୍ଲୀ,୬।୬: କରୋନା ମହାମାରୀର ଦ୍ୱିତୀୟ ଲହର ଯୋଗୁ ମେ ମାସରେ ଦେଶର ଜିଏସ୍ଟି ସଂଗ୍ରହରେ ହ୍ରାସ ଘଟିଛି। ମେ’ ରେ ସାମଗ୍ରୀ ଓ ସେବା ଶୁଳ୍କ (ଜିଏସ୍ଟି)...
ସୁଇସ ବ୍ୟାଙ୍କରୁ ତଥ୍ୟ ମଗାଗଲା
ନୂଆଦିଲ୍ଲୀ: ସୁଇସ୍ ବ୍ୟାଙ୍କରେ ଭାରତୀୟଙ୍କ ଜମା ବଢିଥିବା ଏକ ରିପୋର୍ଟ ନିକଟରେ ଆସିଥିଲା। ଭାରତୀୟଙ୍କ କଳାଧନ ବଢିଥିବା ଏହି ରିପୋର୍ଟକୁ ଆଧାର କରି ସାରା ଦେଶରେ...


