ମୁମ୍ବାଇ, ୧୨।୬: ପଶ୍ଚିମବଙ୍ଗରେ ଟିଏମ୍ସିକୁ ବିଜୟୀ କରାଇଥିବା ନିର୍ବାଚନୀ ରଣନୀତିକାର ପ୍ରଶାନ୍ତ କିଶୋର(ପିକେ) ଏନ୍ସିପି ନେତା ଶରଦ ପାଓ୍ବାରଙ୍କୁ ଭେଟିଛନ୍ତି। ଏନ୍ସିପି ମୁଖ୍ୟଙ୍କ ଘରେ ପ୍ରଶାନ୍ତ କିଶୋର ମଧ୍ୟାହ୍ନଭୋଜନ କରିବା ଘଟଣାରୁ ଏହା ତାଙ୍କର ମିଶନ ୨୦୨୪ ବା ପରବର୍ତ୍ତୀ ଜାତୀୟ ନିର୍ବାଚନ ପାଇଁ ପ୍ରସ୍ତୁତି ବୋଲି ରାଜନୈତିକ ମହଲରେ ଆଲୋଚନା ହେଉଛି।
ତେବେ ପଶ୍ଚିମବଙ୍ଗ ଏବଂ ତାମିଲନାଡୁ ନିର୍ବାଚନ ବିଜୟ ପରେ ଏହା ଧନ୍ୟବାଦ ପ୍ରଦାନ ଲାଗି ଗସ୍ତ ବୋଲି ପ୍ରଶାନ୍ତଙ୍କ ଘନିଷ୍ଠ ସୂତ୍ରରୁ କୁହାଯାଇଛି। ଅନ୍ୟପକ୍ଷରେ ୨୦୨୪ ନିର୍ବାଚନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ବିରୋଧୀ ମିଳିତ ଭାବେ ଚ୍ୟାଲେଞ୍ଜ କରିବା ପାଇଁ ଆଲୋଚନା ଆରମ୍ଭ ହୋଇଥିବା ନେଇ କଳ୍ପନାଜଳ୍ପନା ପ୍ରକାଶ ପାଇଛି। ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ଫଳ ଆସିବା ପରେ ନିର୍ବାଚନ ରଣନୀତିକାର ପଦ ଛାଡ଼ିଦେବେ ବୋଲି ପ୍ରଶାନ୍ତ ଘୋଷଣା କରିଥିଲେ। ଦୀର୍ଘଦିନ ହେଲା ସେ ଯେଉଁ କାର୍ଯ୍ୟ କରିଆସୁଥିଲେ, ତାହା ଆଉ କରିବାକୁ ଚାହୁଁନାହାନ୍ତି। ଜୀବନରେ ଅନ୍ୟ କିଛି କରିବା ପାଇଁ ଏବେ ସମୟ ଆସିଛି। ଆଗକୁ କ’ଣ କରିବାକୁ ହେବ ସେ ଚିନ୍ତା କରିବେ ବୋଲି କହିଥିଲେ। ତେବେ ସେ ରାଜନୀତିରେ ବଡ଼ ଭୂମିକା ନେଇପାରନ୍ତି ବୋଲି ଅନେକେ ବିଶ୍ୱାସ କରୁଥିଲେ।
୫ ମିନିଟ ଅକ୍ସିଜେନ୍ ସପ୍ଲାଏ ବନ୍ଦ ହେବାରୁ ଚାଲିଗଲା ୨୨ ଜୀବନ! ହସ୍ପିଟାଲ୍ ସିଲ୍
ଆଗ୍ରା,୮। ୧୧: ଆଗ୍ରାର ଏକ ପ୍ରାଇଭେଟ ହସ୍ପିଟାଲରେ ଅକ୍ସିଜେନ ମକ ଡ୍ରିଲ ବେଳେ ୨୨ ଜଣ ରୋଗୀଙ୍କର ମୃତ୍ୟୁ ହୋଇଥିବା ଜଣାପଡିଛି। ଏହି ଘଟଣା ସାମ୍ନାକୁ...
ସୋନିଆଙ୍କୁ ଭେଟିଲେ ଷ୍ଟାଲିନ
ନୂଆଦିଲ୍ଲୀ,୧୮ା୬: ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମ୍.କେ. ଷ୍ଟାଲିନ ଶୁକ୍ରବାର ନୂଆଦିଲ୍ଲୀରେ କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କୁ ସାକ୍ଷାତ କରିଛନ୍ତି। ତାମିଲନାଡୁରେ ନିକଟରେ ଅନୁଷ୍ଠିତ ବିଧାନସଭା ନିର୍ବାଚନରେ ଡିଏମ୍କେ-କଂଗ୍ରେସ...
ଭାଜପାକୁ ଭାଙ୍ଗିବାକୁ ପ୍ରୟାସ:ଟିଏମ୍ସିରେ ସାମିଲ ହେଲେ ଅନେକ ନେତା
କୋଲକାତା,୨୧।୬: ପଶ୍ଚିମବଙ୍ଗରେ ଭାଜପାକୁ ଆଉ ଏକ ଝଟ୍କା ଲାଗିଛି। ଅଲିପୁରଦ୍ୱାରରୁ ଦଳର ଜିଲାଧ୍ୟକ୍ଷ ଗଙ୍ଗା ପ୍ରସାଦ ଶର୍ମା ତୃଣମୂଳ କଂଗ୍ରେସ(ଟିଏମ୍ସି)ର ହାତ ଧରିଛନ୍ତି। ସୋମବାର ଦ୍ୱିପ୍ରହରରେ...
ସିବିଏସ୍ଇ ଦ୍ୱାଦଶ ଶ୍ରେଣୀ ମୂଲ୍ୟାୟନ ପଦ୍ଧତି ପାଇଁ କମିଟି ଗଠନ
ନୂଆଦିଲ୍ଲୀ, ୫ା୬: ମହାମାରୀ ଯୋଗୁ ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷା ବାତିଲ ହେବା ପରେ ଛାତ୍ରୀଛାତ୍ରଙ୍କ ମୂଲ୍ୟାୟନ ପଦ୍ଧତି ନିରୂପଣ ଲାଗି କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା...
ପୁଣି ଘନେଇଲା ବିପଦ, ଆସିଲା କରୋନାର ନୂଆ ରୂପ: ଡେଲ୍ଟା ପ୍ଲସ୍ ଭାରିଆଣ୍ଟ୍ ଅଧିକ ତାଣ୍ଡବ ରଚିବା ଆଶଙ୍କା…
ନୂଆଦିଲ୍ଲୀ,୧୫।୬: କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଏପରିସ୍ଥଳେ ଭାରତରେ ସୃଷ୍ଟି ହୋଇଥିବା ଡେଲ୍ଟା ଭାରିଆଣ୍ଟ୍ର ନୂଆ ରୂପ ଡେଲ୍ଟା...
ବିପଦ ଉପରେ ପୁଣି ନୂଆ ବିପଦ: ୬ରୁ ୮ସପ୍ତାହ ମଧ୍ୟରେ ତୃତୀୟ ଲହର…
ନୂଆଦିଲ୍ଲୀ,୧୯।୬: ଦେଶରେ କରୋନା ମହାମାରୀର ଦ୍ୱିତୀୟ ଲହର ଶେଷ ନ ହେଉଣୁ ପୁଣି ନୂଆ ବିପଦ ମାଡ଼ି ଆସୁଥିବା ନେଇ ଏମ୍ସ୍ ପକ୍ଷରୁ ସୂଚନା ଦିଆଯାଇଛି।...
ଏଲ୍ଜେପିରେ ଫାଟ ପରେ ଚିରାଗଙ୍କୁ ଆରଜେଡି-କଂଗ୍ରେସର ଅଫର
ପାଟନା,୧୫।୬: ବିହାର ରାଜନୈତିକ ଏବେ ସରଗରମ ରହିଛି। ଲୋକ ଜନଶକ୍ତି ପାଟି(ଏଲ୍ଜେପି)ରେ ଫାଟ ପରେ ରାଷ୍ଟ୍ରୀୟ ଅଧ୍ୟକ୍ଷ ତଥା ଏମ୍ପି ଚିରାଗ ପାଶଓ୍ବାନ ଏବେ ଏକୁଟିଆ...
‘ଲୋକପ୍ରିୟତା ପାଇବା ପାଇଁ ଆବେଦନ କରିଥିଲେ ଜୁହି’
ନୂଆଦିଲ୍ଲୀ,୪।୬ : ଦେଶରେ ୫ଜି ନେଟୱର୍କ ବ୍ୟବସ୍ଥା ବିରୋଧରେ ଦିଲ୍ଲୀ ହାଇକୋର୍ଟରେ ବଲିଉଡ ଅଭିନେତ୍ରୀ ଜୁହି ଚାୱଲା ଆବେଦନ କରିଥିଲେ। ଏହି ଆବେଦନକୁ ଶୁକ୍ରବାର କୋର୍ଟ...


