ଗଞ୍ଜାମ,୧୭।୬(ଡି.ଏନ୍.ଏ.): ଗଞ୍ଜାମ ସହର ସ୍ଥିତ ଐତିହାସିକ ପୋତାଗଡ଼ ପରିଦର୍ଶନରେ ଜିଲାପାଳ ବିଜୟ ଅମୃତ କୁଲାଙ୍ଗେ। ଗୁରୁବାର ଜିଲାପାଳଙ୍କ ସମେତ ଉପଜିଲାପାଳ, ତହସିଲଦାର, ବିଡ଼ିଓ ଓ ଏନ୍ଏସି ଇଓ ପୋତାଗଡ଼ ପରିଦର୍ଶନ କରିଥିବା ଜଣାପଡ଼ିଛି। କରୋନା ପାଇଁ ପୋତାଗଡ଼ ପୁନଃଉଦ୍ଧାର କାର୍ଯ୍ୟ ବନ୍ଦ ରହିଥିଲା। ତେଣୁ ଏହି କାର୍ଯ୍ୟକୁ ଖୁବ୍ଶୀଘ୍ର ଆରମ୍ଭ କରିବାକୁ ଜିଲାପାଳ ତହସିଲଦାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ସୂଚନା ମୁତାବକ ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିବାକୁ ସେଠାରେ ଏକ ସ୍ମାର୍ଟ ପାର୍କ ନିର୍ମାଣ କରାଯିବାକୁ ଜିଲାପାଳ ପ୍ରାଥମିକତା ଦେଇଛନ୍ତି। ପୂର୍ବରୁ ସଫେଇ ଦାୟିତ୍ୱ ନେଇଥିବା ସ୍ଥାନୀୟ ଅଞ୍ଚଳର ସୁଧୀର ପାଢ଼ୀ, ରାକେଶ ରଞ୍ଜନ ଦାସ ପ୍ରମୁଖଙ୍କୁ ବାକି ଥିବା ସ୍ଥାନଗୁଡ଼ିକରେ ସଫେଇ କାର୍ଯ୍ୟ ପାଇଁ ଜିଲାପାଳ ପରାମର୍ଶ ଦେଇଛନ୍ତି l
ଜିଲାପାଳଙ୍କ ପୋତାଗଡ଼ ପରିଦର୍ଶନ: ସ୍ମାର୍ଟ ପାର୍କ ନିର୍ମାଣ କାର୍ଯ୍ୟକୁ ପ୍ରାଥମିକତା
Posted inଆମ ଜିଲା ଖବର, ଗଞ୍ଜାମ View All
ରାତି ପାହିଲେ ବାହାରିବେ ବରଯାତ୍ରୀ
ସମ୍ବଲପୁର,୧୪ା୬(ବ୍ୟୁରୋ): କରୋନା କଟକଣା ମଧ୍ୟରେ ସମ୍ବଲପୁରର ପ୍ରସିଦ୍ଧ ଶୀତଳଷଷ୍ଠୀ ଯାତ୍ରା ପ୍ରସ୍ତୁତି ଶେଷ ହୋଇଛି। ରାତି ପାହିଲେ ମହାଦେବଙ୍କ ବରଯାତ୍ରୀ ଲାଗି ପାରମ୍ପରିକ ବିଧି ହେବ।...
ବଞ୍ଚାଇଦେଲା ପୋଷା କୁକୁର
ଢେଙ୍କାନାଳ ଅଫିସ, ୩।୬: କୁହାଯାଏ କୁକୁର ହେଉଛି ଭାରି ବିଶ୍ୱସ୍ତ। ଏହି ଗୃହପାଳିତ ପ୍ରାଣୀର ଉପସ୍ଥିତ ବୁଦ୍ଧି ଯୋଗୁ ଅନେକ ଜୀବନ ବଞ୍ଚତ୍ୟାଇଥିବା ନଜିର ରହିଛି।...
ଶ୍ରୀମନ୍ଦିର ହେବ ଆଲୋକୀକରଣ
ପୁରୀ ଅଫିସ,୧୬।୬: ଶ୍ରୀମନ୍ଦିରକୁ ଆଲୋକୀକରଣ କରାଯିବ। ରଙ୍ଗବେରଙ୍ଗ ଆଲୋକରେ ଶ୍ରୀମନ୍ଦିର ଚୂଡ଼ାରୁ ତଳ ଭାଗ ପର୍ଯ୍ୟନ୍ତ ଝଲସିବ। ଏନେଇ ଭାରତୀୟ ପ୍ରତ୍ନତତ୍ତ୍ବ ବିଭାଗ (ଏଏସ୍ଆଇ)ର ପାଞ୍ଚଜଣିଆ...
ଜଗତ୍ସିଂହପୁର ଉପକାରାଗାର ଅସୁରକ୍ଷିତ
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି) ରହିଛି। ଏହା ନିକଟରେ ସର୍ବସାଧାରଣଙ୍କ...
ହୋଟେଲ, ଭଡ଼ାଘରେ ଚାଲିଥିଲା ଦେହ ବ୍ୟବସାୟ; ଚଢାଉ କରି…
କଟକ ଅଫିସ, ୧୩ା୬: କଟକ ସହରର ଦୁଇଟି ସ୍ଥାନରେ ଶନିବାର ଦେହ ବ୍ୟବସାୟ ଚାଲିଥିବା ପୋଲିସ ଚଢାଉ କରିଥିଲା। ଉଭୟ ସ୍ଥାନରୁ ୪ ଜଣ ଯୁବତୀଙ୍କୁ...
ଗାଈ ଗୋଠରେ ବଜ୍ରପାତ
ଝାରସୁଗୁଡ଼ା ଅଫିସ,୫।୬: ଝାରସୁଗୁଡ଼ା ଜିଲା ଲଖନପୁର ବ୍ଲକ ଖଡାମ ଗ୍ରାମ ନିକଟରେ ଶନିବାର ରାତିରେ ଏକ ଗାଈ ଗୋଠରେ ବଜ୍ରପାତ ଘଟିଛି। ଫଳରେ ୨ ଗାଈଙ୍କ...
ପଦ୍ମଶ୍ରୀ ଜୟନ୍ତ ମହାପାତ୍ରଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର
କଟକ ଅଫିସ, ୧ା୬: ବିଶିଷ୍ଟ କବି ତଥା ପଦ୍ମଶ୍ରୀ ପୁରସ୍କାରପ୍ରାପ୍ତ ଜୟନ୍ତ ମହାପାତ୍ର(୯୪) ସୋମବାର ଏସ୍ସିବି ମେଡିକାଲରେ ଭର୍ତ୍ତି ହୋଇଛନ୍ତି। ଏକ ସ୍ବତନ୍ତ୍ର ଡାକ୍ତରୀ ଟିମ୍...
୨ ସାଇବର ଠକ ଗିରଫ
କଟକ ଅଫିସ,୭।୬: ଚାଉଳିଆଗଞ୍ଜ ପୋଲିସ ୨ଜଣ ସାଇବର ଠକଙ୍କୁ ଗିରଫ କରି ରବିବାର କୋର୍ଟ ଚାଲାଣ କରିଛି। ଅଭିଯୁକ୍ତ ଦ୍ୱୟ ହେଉଛନ୍ତି ପୁରୀ ସତ୍ୟବାଦୀ ଥାନା...


