ଗଞ୍ଜାମ,୧୭।୬(ଡି.ଏନ୍.ଏ.): ଗଞ୍ଜାମ ସହର ସ୍ଥିତ ଐତିହାସିକ ପୋତାଗଡ଼ ପରିଦର୍ଶନରେ ଜିଲାପାଳ ବିଜୟ ଅମୃତ କୁଲାଙ୍ଗେ। ଗୁରୁବାର ଜିଲାପାଳଙ୍କ ସମେତ ଉପଜିଲାପାଳ, ତହସିଲଦାର, ବିଡ଼ିଓ ଓ ଏନ୍ଏସି ଇଓ ପୋତାଗଡ଼ ପରିଦର୍ଶନ କରିଥିବା ଜଣାପଡ଼ିଛି। କରୋନା ପାଇଁ ପୋତାଗଡ଼ ପୁନଃଉଦ୍ଧାର କାର୍ଯ୍ୟ ବନ୍ଦ ରହିଥିଲା। ତେଣୁ ଏହି କାର୍ଯ୍ୟକୁ ଖୁବ୍ଶୀଘ୍ର ଆରମ୍ଭ କରିବାକୁ ଜିଲାପାଳ ତହସିଲଦାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ସୂଚନା ମୁତାବକ ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିବାକୁ ସେଠାରେ ଏକ ସ୍ମାର୍ଟ ପାର୍କ ନିର୍ମାଣ କରାଯିବାକୁ ଜିଲାପାଳ ପ୍ରାଥମିକତା ଦେଇଛନ୍ତି। ପୂର୍ବରୁ ସଫେଇ ଦାୟିତ୍ୱ ନେଇଥିବା ସ୍ଥାନୀୟ ଅଞ୍ଚଳର ସୁଧୀର ପାଢ଼ୀ, ରାକେଶ ରଞ୍ଜନ ଦାସ ପ୍ରମୁଖଙ୍କୁ ବାକି ଥିବା ସ୍ଥାନଗୁଡ଼ିକରେ ସଫେଇ କାର୍ଯ୍ୟ ପାଇଁ ଜିଲାପାଳ ପରାମର୍ଶ ଦେଇଛନ୍ତି l
ଜିଲାପାଳଙ୍କ ପୋତାଗଡ଼ ପରିଦର୍ଶନ: ସ୍ମାର୍ଟ ପାର୍କ ନିର୍ମାଣ କାର୍ଯ୍ୟକୁ ପ୍ରାଥମିକତା
Posted inଆମ ଜିଲା ଖବର, ଗଞ୍ଜାମ View All
ଘାଟିରେ ଓଲଟିଲା ଅଟୋ, ଜଣେ ଶ୍ରମିକଙ୍କ ଜୀବନ ଗଲା; ୧୨ ଗୁରୁତର
ପାରଳାଖେମୁଣ୍ଡି,୧୬ା୬(ଡି.ଏନ୍.ଏ.): ଗଜପତି ଜିଲା ରାୟଗଡ଼ ଥାନା ଅଧିନସ୍ଥ ରାଶିବାଡ଼ ଘାଟିରେ ଏକ ଡାଲା ଅଟୋ ଓଲଟି ପଡ଼ିଥିବା ଜଣାପଡ଼ିଛି। ଫଳରେ ଘଟଣାସ୍ଥଳରେ ଜଣେ ଶ୍ରମିକଙ୍କ ମୃତ୍ୟୁ...
କାଳବୈଶାଖୀର ତାଣ୍ଡବ: ବଜ୍ରପାତରେ ଚାଲିଗଲା ୬ ଗୋରୁଙ୍କ ଜୀବନ
ବାଲିଗୁଡା,୧୦।୬(ଡି.ଏନ.ଏ.): କନ୍ଧମାଳ ଜିଲା ବାଲିଗୁଡ଼ା ତଥା ଏହାର ଆଖପାଖ ଅଞ୍ଚଳରେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଛି । ବାଲିଗୁଡ଼ା ଥାନା ବାରଖମା ପଞ୍ଚାୟତରେ ବଜ୍ରପାତରେ ୬...
ଭୋଟର ତାଲିକାରୁ ୩୪ ବାଦ୍
ଜଗତ୍ସିଂହପୁର ଅଫିସ,୪।୬: ଭୋଟର ତାଲିକାରେ ଭାରତର ପ୍ରତ୍ୟେକ ନାଗରିକଙ୍କୁ ସାମିଲ କରିବା ପାଇଁ ପ୍ରତ୍ୟେକ ବର୍ଷ ଉଦ୍ୟମ ହେଉଛି। ଏହା ଭିତରେ ସ୍ପେଶିଆଲ ସମରୀ ରିଭିଜନ୍...
ଅଗ୍ନିକାଣ୍ଡରେ ଜଳିଗଲା କ୍ୟାବିନ: ସାମଗ୍ରୀ ପୋଡ଼ି ପାଉଁଶ
ପାଟଣା,୫ା୬(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ଥାନା ଦାମାହୁଦା ଛକରେ ଥିବା ଏକ ପାନ ଦୋକାନ କ୍ୟାବିନରେ ଶନିବାର ସକାଳୁ କୌଣସି କାରଣରୁ ଅଗ୍ନିକାଣ୍ଡ ଘଟି ଅନେକ...
ଦୋକାନୀଙ୍କୁ କୋଭିଡ୍ ପରୀକ୍ଷା ବାଧ୍ୟତାମୂଳକ
ଜି.ଉଦୟଗିରି,୧୧ା୬: କରୋନା ସଂକ୍ରମଣ ରୋକିବା ପାଇଁ କନ୍ଧମାଳ ଜିଲା ଜି.ଉଦୟଗିର ପ୍ରଶାସନ ପକ୍ଷରୁ ଗତ ସପ୍ତାହରେ ବ୍ୟବସାୟୀମାନଙ୍କୁ କୋଭିଡ୍ ପରୀକ୍ଷା କରିବାକୁ ବାରମ୍ବାର କୁହାଯାଇଛି। ହେଲେ...
ଅନ୍ଲାଇନରେ ଅଭିଯୋଗ ଶୁଣିଲେ ଗଞ୍ଜାମ ଜିଲାପାଳ
ଛତ୍ରପୁର,୨୮।୬(ଡି.ଏନ୍.ଏ.): କରୋନା ମହାମାରୀ ଯୋଗୁ ଗଞ୍ଜାମରେ ଜିଲାପାଳଙ୍କ ଜନସାଧାରଣ ଅଭିଯୋଗ ଶୁଣାଣି ବନ୍ଦ ରହିଥିଲା। ତେବେ ସୋମବାରଠାରୁ ପୁଣି ଜିଲାପାଳଙ୍କ ଅଭିଯୋଗ ଶୁଣାଣି ଆରମ୍ଭ ହୋଇଛି।...
ହୋଟେଲ, ଭଡ଼ାଘରେ ଚାଲିଥିଲା ଦେହ ବ୍ୟବସାୟ; ଚଢାଉ କରି…
କଟକ ଅଫିସ, ୧୩ା୬: କଟକ ସହରର ଦୁଇଟି ସ୍ଥାନରେ ଶନିବାର ଦେହ ବ୍ୟବସାୟ ଚାଲିଥିବା ପୋଲିସ ଚଢାଉ କରିଥିଲା। ଉଭୟ ସ୍ଥାନରୁ ୪ ଜଣ ଯୁବତୀଙ୍କୁ...
ବାଲେଶ୍ୱରରୁ ଇସ୍ରୋର ବୈଜ୍ଞାନିକ
ସଜନାଗଡ଼, ୯।୬(ଡି.ଏନ.ଏ.)-ଭାରତୀୟ ମହାକାଶ ଗବେଷଣା ସଂସ୍ଥାନ(ଇସ୍ରୋ)ର ବୈଜ୍ଞାନିକ ଭାବେ ଯୋଗଦେବେ ବାଲେଶ୍ୱର ଜିଲା ନୀଳଗିରି ଅଞ୍ଚଳର ଅଭିଷେକ ପରିଡ଼ା। ମାର୍ଚ୍ଚରେ ଅନୁଷ୍ଠିତ ଏ ସମ୍ପର୍କିତ ପରୀକ୍ଷାରେ...


