E-Paper
  • logo
  • Monday 30th March 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଆମ ଜିଲା ଖବର, କଟକ, ରାଜ୍ୟ

ରେକର୍ଡ ନିଶାରେ ଦିବ୍ୟଜ୍ୟୋତି
12:23 pmJune 10, 2021

କଟକ ଅଫିସ, ୧୦ା୬: କଟକ ଜିଲା ବିରିବାଟୀସ୍ଥିତ ଡିହସାହି ଗ୍ରାମର ଦିବ୍ୟଜ୍ୟୋତି ଜେନା(୨୦)। ରେକର୍ଡ ସୃଷ୍ଟି କରିବା ତାଙ୍କର ନିଶା। ପୂର୍ବରୁ ୬୦ ଦେଶର ୪୫୦ଟି ମୁଦ୍ରା ଏବଂ ୨୦ ନୋଟ୍‌ ସଂଗ୍ରହ କରି ସେ ରେକର୍ଡ ସୃଷ୍ଟି କରିଥିଲେ। ଏବେ ଅନ୍‌ଲାଇନ୍‌ ମାଧ୍ୟମରେ କ୍ଲାସ କରି ନିଜର ଦକ୍ଷତା ବୃଦ୍ଧି କରିବା ସହ ବିଭିନ୍ନ କୁଇଜ୍‌, ୱେବିନାର ଓ ୱାର୍କଶପରେ ଭାଗ ନେଇ ସେ ଅନେକ ପୁରସ୍କାର ଜିତିଛନ୍ତି। ଦୁଇ ହଜାରରୁ ଊର୍ଦ୍ଧ୍ୱ ଅନ୍‌ଲାଇନ୍‌ କ୍ଲାସ୍‌ କରି ସାର୍ଟିଫିକେଟ୍‌ ହାସଲ କରିବା ସହ ରେକର୍ଡ ସୃଷ୍ଟି କରିଛନ୍ତି। କମ୍‌ ବୟସରୁ ଅନ୍ୟମାନଙ୍କ ପାଇଁ ଉଦାହରଣ ପାଲଟିଛନ୍ତି ଦିବ୍ୟଜ୍ୟୋତି। ବାପା ବିଜୟା ଜେନା ଓ ମାଆ ନିହାରିକା ଜେନାଙ୍କ ଏକମାତ୍ର ପୁଅ ଦିବ୍ୟଜ୍ୟୋତି। ସେ ଏବେ କଟକ ଷ୍ଟିୱାର୍ଟ ବିଜ୍ଞାନ ମହାବିଦ୍ୟାଳୟରେ ଯୁକ୍ତ ୩ ବିଜ୍ଞାନ ଶେଷବର୍ଷର ଛାତ୍ର। ତାଙ୍କର ଏହି ଅନନ୍ୟ କୃତିତ୍ୱ ପାଇଁ ସବୁଠି ତାଙ୍କୁ ପ୍ରଶଂସା ମିଳୁଛି। ଏ ସମ୍ପର୍କରେ ଦିବ୍ୟଜ୍ୟୋତି କହିଛନ୍ତି, ଲକ୍‌ଡାଉନ୍‌ ସମୟରେ କଲେଜ କ୍ଲାସ୍‌ ବନ୍ଦ ରହିଥିଲା। ତେଣୁ ଖାଲି ବସିବା ଅପେକ୍ଷା ଅନ୍‌ଲାଇନ୍‌ରେ ଫ୍ରି କୋର୍ସ କରିବାକୁ ଇଚ୍ଛା ହେଲା। ଗତବର୍ଷ ଏପ୍ରିଲରୁ ଚଳିତବର୍ଷ ମଧ୍ୟରେ ଦୁଇ ହଜାରରୁ ଅଧିକ ସାର୍ଟିଫିକେଟ୍‌ ଅନ୍‌ଲାଇନ୍‌ ମାଧ୍ୟମରେ ହାସଲ କରିପାରିଛି। ସେଥିମଧ୍ୟରୁ କିଛି ସାର୍ଟିଫିକେଟ୍‌ ହାସଲ କରି ଅର୍ଥରାଶି ମଧ୍ୟ ପୁରସ୍କାର ଆକାରରେ ପାଇଛି। ଆମାଜନ୍‌, ଅମିତ ୟୁନିଭର୍ସିଟି, ଆଇଆଇଟି କାନପୁର, ମାଇକ୍ରୋସଫ୍ଟ, ଏଚ୍‌ଡିଏଫ୍‌ସି ବ୍ୟାଙ୍କ, ଏନ୍‌ଆଇଟି ଆନ୍ଧ୍ରପ୍ରଦେଶ, ୟୁନାଇଟେଡ୍‌ ଇନ୍‌ଷ୍ଟିଚ୍ୟୁଟ୍‌ ଫର ଟ୍ରେନିଂ ଆଣ୍ଡ ରିସର୍ଚ୍ଚ, ବିଜେବି ଅଟୋନମସ କଲେଜ, କିଟ୍‌ ୟୁନିଭର୍ସିଟି, ସିଭି ରମନ୍‌ ଗ୍ଲୋବାଲ୍‌ ୟୁନିଭର୍ସିଟି, ନାଗପୁର ୟୁନିଭର୍ସିଟି, ୱାଲ୍ଡ ହେଲ୍‌ଥ ଅର୍ଗାନାଇଜେଶନ, ଦିଲ୍ଲୀ ଟେକ୍ନୋଲୋଜି ୟୁନିଭର୍ସିଟି, ପୁଡୁଚେରୀ ୟୁନିଭର୍ସିଟି ଆଦି ସଂସ୍ଥାରୁୁ ଅନ୍‌ଲାଇନ୍‌ ମାଧ୍ୟମରେ ସାର୍ଟିଫିକେଟ୍‌ ହାସଲ କରିଛି। ଏପରି କି ଲକ୍‌ଡାଉନ ସମୟରେ ଅନ୍‌ଲାଇନ୍‌ ମାଧ୍ୟମରେ ଅଧିକ ସାର୍ଟିଫିକେଟ୍‌ ହାସଲ କରି ଆମେରିକା ବୁକ୍‌ ଅଫ୍‌ ରେକର୍ଡରେ ସେ ନିଜ ନାମ ସାମିଲ କରିଛନ୍ତି। ଏଥିସହ ଦିବ୍ୟଜ୍ୟୋତି ଜେନା ନାମରେ ଏକ ୟୁଟ୍ୟୁବ୍‌ ଚ୍ୟାନେଲ ଖୋଲି ଫ୍ରି ଅନ୍‌ଲାଇନ୍‌ କୋର୍ସ, କୁଇଜ୍‌ ଏବଂ ୱାର୍କଶପ ଉପରେ ସେ ମାଗଣାରେ ତଥ୍ୟ ଦେଉଛନ୍ତି।


[mc4wp_form id="252536"] All Right Reserved By Dharitri.Com

Posted inଆମ ଜିଲା ଖବର, କଟକ, ରାଜ୍ୟ View All

ଶ୍ରୀମନ୍ଦିର ହେବ ଆଲୋକୀକରଣ

ପୁରୀ ଅଫିସ,୧୬।୬: ଶ୍ରୀମନ୍ଦିରକୁ ଆଲୋକୀକରଣ କରାଯିବ। ରଙ୍ଗବେରଙ୍ଗ ଆଲୋକରେ ଶ୍ରୀମନ୍ଦିର ଚୂଡ଼ାରୁ ତଳ ଭାଗ ପର୍ଯ୍ୟନ୍ତ ଝଲସିବ। ଏନେଇ ଭାରତୀୟ ପ୍ରତ୍ନତତ୍ତ୍ବ ବିଭାଗ (ଏଏସ୍‌ଆଇ)ର ପାଞ୍ଚଜଣିଆ...

ତଳି ପକାଉଥିବା ବେଳେ ବଜ୍ରାଘାତରେ ଚାଷୀ ମୃତ

ନିଶ୍ଚିନ୍ତକୋଇଲି,୨୬।୬(ସ୍ବ.ପ୍ର.): କଟକ ଜିଲା ନିଶ୍ଚିନ୍ତକୋଇଲି ବ୍ଲକ ରାମକୃଷ୍ଣପୁର ପଞ୍ଚାୟତ ଦହପଡ଼ା ଗ୍ରାମର ଜଣେ ଚାଷୀଙ୍କ ବଜ୍ରାଘାତରେ ମୃତ୍ୟୁ ଘଟିଛି। ସେ ହେଲେ ଶ୍ୟାମସୁନ୍ଦର ବେହେରା (୫୦)।...

ଦ୍ୱିତୀୟ ଲହର ଓଡ଼ିଶାରୁ ନେଲାଣି ୨୮ଡାକ୍ତରଙ୍କ ଜୀବନ

ଭୁବନେଶ୍ୱର,୧୨।୬(ବ୍ୟୁରୋ): କରୋନାର ଦ୍ୱିତୀୟ ଲହରରେ ଦେଶରେ ୭୧୯ ଡାକ୍ତରଙ୍କ ମୃତ୍ୟୁ ହୋଇଛି। ଏଥିରେ ଓଡ଼ିଶାର ୨୮ଜଣ ଡାକ୍ତରଙ୍କ ମୃତ୍ୟୁ ହୋଇଥିବା ଇଣ୍ଡିଆନ ମେଡିକାଲ ଆସୋସିଏଶନ(ଆଇଏମ୍‌ଏ) ପକ୍ଷରୁ...

ଗଞ୍ଜାମର ୬.୪୩ ଲକ୍ଷ ନେଲେଣି ପ୍ରଥମ ଡୋଜ୍‌ ଟିକା

ଛତ୍ରପୁର,୧୩।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ ଦିନକୁ ଦିନ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ଅପରପକ୍ଷରେ କରୋନା ଟିକାକରଣ ଉପରେ ଜିଲା ପ୍ରଶାସନ ଗୁରୁତ୍ୱ ଦେଉଛନ୍ତି। ଜିଲାରେ...

ଅମାନବୀୟ: ପଥରରେ ଛେଚି ପ୍ରେମିକାଙ୍କ ଗର୍ଭପାତ, ବିବାହିତ ଥିବା କଥା ଲୁଚାଇଥିଲେ

ପରଜଙ୍ଗ, ୧୩।୬(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ମହାବିରୋଡ ଫାଣ୍ଡି ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମିକଙ୍କ ମରଣାନ୍ତକ ଆକ୍ରମଣରେ ୯ମାସର ଗର୍ଭବତୀ ଥିବା...

ବିନା ଅନୁମତିରେ ମେସ୍କୋ ରେଲୱେ ସାଇଡିଂ ମାମଲା: ଏସ୍‌ପିସିବି ପକ୍ଷରୁ ତଦନ୍ତ ଆରମ୍ଭ

ଯାଜପୁର ଅଫିସ/କଳିଙ୍ଗନଗର (ଡି.ଏନ.ଏ.),୧୮ା୬: କଳିଙ୍ଗନଗର ଶିଳ୍ପାଞ୍ଚଳର ମେସ୍କୋ ଷ୍ଟିଲ ପରିସରରେ ଥିବା ରେଲୱେ ସାଇଡିଂ ଉପରେ ଗୁରୁବାର ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (ଏସ୍‌ପିସିବି)ର କଳିଙ୍ଗନଗର...

ପୂର୍ବତନ ମନ୍ତ୍ରୀ ବିଜୟଶ୍ରୀ ରାଉତରାୟଙ୍କ ପରଲୋକ

ଭୁବନେଶ୍ୱର,୨।୬: ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ପୂର୍ବତନ ମନ୍ତ୍ରୀ ବିଜୟଶ୍ରୀ ରାଉତରାୟଙ୍କ ବୁଧବାର ପରଲୋକ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୬୭ ବର୍ଷ...

ମନଇଚ୍ଛା ଦର ନେଉଛନ୍ତି ଘରୋଇ ଆମ୍ବୁଲାନ୍ସ

ପୁରୀ ଅଫିସ,୧୪ା୬: ରାଜ୍ୟ ସରକାର ସାଧାରଣ ଆମ୍ବୁଲାନ୍ସ ସେବା ପାଇଁ ପ୍ରତି ୧୦ କିଲୋମିଟରକୁ ୭୫୦ ଟଙ୍କା ଭଡ଼ା ଧାର୍ଯ୍ୟ କରିଛନ୍ତି। ଏହାପରେ କି.ମି. ପିଛା...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଔଷଧ ଦୋକାନ କର୍ମଚାରୀଙ୍କୁ ଟିକା ଦେବାକୁ ନିର୍ଦ୍ଦେଶ
Next Post Next post:
୨୧ରୁ ସ୍କୁଲପିଲାଙ୍କୁ ୟୁଟ୍ୟୁବ୍‌ ଲାଇଭ୍‌ କ୍ଲାସ୍‌

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts