E-Paper
  • logo
  • Tuesday 27th January 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଜାତୀୟ, ଫୁରସତ

ଡେଲିଭରୀ ପାଇଁ ହସ୍ପିଟାଲରେ ଭର୍ତ୍ତି ହୋଇଥିବା ମହିଳାଙ୍କ ବନ୍ଧ୍ୟାକରଣ ଅପରେଶନ୍‌ କରିଦେଲେ ଡାକ୍ତର…
11:36 amJune 20, 2021

ରାଞ୍ଚି,୨୦।୬: ଡେଲିଭରୀ ପାଇଁ ହସ୍ପିଟାଲରେ ଭର୍ତ୍ତି ହୋଇଥିବା ଜଣେ ମହିଳାଙ୍କର ବନ୍ଧ୍ୟାକରଣ ଅପରେଶନ୍‌ କରି ଡାକ୍ତର ଏବେ ହରଡ଼ଘଣାରେ ପଡ଼ିଛନ୍ତି। ମହିଳା ତାଙ୍କ ପରିବାରର ଅନ୍ୟ ସଦସ୍ୟଙ୍କୁ ନ ପଚାରି କାହିଁକି ଡାକ୍ତର ଏଭଳି କରିଛନ୍ତି ସେ ନେଇ ଖୋଳତାଡ୍‌ ଆରମ୍ଭ ହୋଇଛି।

ରାଞ୍ଚିର କାଣ୍ଟା ଟୋଲି ଅଞ୍ଚଳରେ ବାସ କରୁଥିବା ପୁନମ୍‌ ଦେବୀ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ। ଡାକ୍ତର ତାଙ୍କର ବିନା ସ୍ବୀକୃତିରେ ବନ୍ଧ୍ୟାକରଣ ଅପରେଶନ କରିଥିବା ନେଇ ପୁନମ୍‌ ଅଭିଯୋଗ କରିବା ପରେ ସ୍ବାସ୍ଥ୍ୟ ବିଭାଗ ଏହାର ଯାଞ୍ଚ୍‌ ଆରମ୍ଭ କରିଛି।

ସଦର ହସ୍ପିଟାଲର ଅଧିକ୍ଷକ ଡ. ସବ୍ୟସାଚୀ ମଣ୍ଡଳ କହିଛନ୍ତି ଯେ, ବନ୍ଧ୍ୟାକରଣ ଅପରେଶନ୍‌ରେ ମହିଳାଙ୍କ ସହମତି ଆବଶ୍ୟକ ହୋଇଥାଏ। ପୁନମ୍‌ଙ୍କୁ ପଚରା ଯାଇ ଏଭଳି କରାଯାଇଥିବା ସେ କହିଛନ୍ତି।


[mc4wp_form id="252536"] All Right Reserved By Dharitri.Com

Posted inଜାତୀୟ, ଫୁରସତ View All

ମୂଲ୍ୟାୟନ ସୂତ୍ରକୁ ବିରୋଧ

ନୂଆଦିଲ୍ଲୀ, ୨୨ା୬: କରୋନା ଯୋଗୁ ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷା ବାତିଲ ହୋଇଥିବାବେଳେ ସିବିଏସ୍‌ଇ ଏବଂ ସିଆଇଏସ୍‌ସିଇର ଫଳାଫଳ ମୂଲ୍ୟାୟନ ସୂତ୍ରକୁ ନେଇ କେତେଜଣ ଛାତ୍ରୀଛାତ୍ର...

ମୁଁ ଆଇନକୁ ମାନୁଥିବା ନାଗରିକ- ଚୋକ୍‌ସି

ନୂଆଦିଲ୍ଲୀ,୬।୬ : ମୁଁ ଜଣେ ଆଇନ ମାନୁଥିବା ନାଗରିକ। କେବଳ ଚିକିତ୍ସା ପାଇଁ ଭାରତ ଛାଡ଼ି ଆଣ୍ଟିଗୁଆ ଆସିଥିଲି ବୋଲି ଦାବି କରିଛନ୍ତି ପଳାତକ ହୀରା...

ଏହି ମୁସ୍‌ଲିମ୍‌ ଦେଶରେ ରହିଛି ଭଗବାନ ବିଷ୍ଣୁଙ୍କ ସୁଉଚ୍ଚ ପ୍ରତିମୂର୍ତ୍ତି

ହିନ୍ଦୁଧର୍ମରେ ଭଗବାନ ବିଷ୍ଣୁଙ୍କୁ ପୃଥିବୀର ପାଳନକର୍ତ୍ତା ଭାବେ ବିବେଚନା କରାଯାଏ। ଯଦିଓ ଭାରତର ପ୍ରତ୍ୟେକ କୋଣ ଅନୁକୋଣରେ ଭଗବାନ ବିଷ୍ଣୁଙ୍କ ମନ୍ଦିର ରହିଛି ତଥାପି ବିଦେଶରେ...

ଆକାଶବାଣୀ ଉପସ୍ଥାପକ ଶଙ୍କର୍ଷଣ ମଙ୍ଗରାଜ

ଦିନଥିଲା ଯେତେବେଳେ ସକାଳୁ ସକାଳୁ ଆକାଶବାଣୀ କଟକ କେନ୍ଦ୍ରରୁ ବନ୍ଦନା କାର୍ଯ୍ୟକ୍ରମ ପରେ ପରେ ଏକ ସୁମଧୁର ଧୂନ୍‌ ବାଜିଉଠୁଥିଲା ତା’ପରେ ଆନାଉନ୍‌ସର କହୁଥିଲେ-ଏଥର ଶୁଣନ୍ତୁ...

ନୂଆ ଆକ୍ରାନ୍ତ ସଂଖ୍ୟା ୫୦ ହଜାରରୁ କମ୍‌…

ନୂଆଦିଲ୍ଲୀ,୨୨।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ଲକ୍‌ଡାଉନ୍‌ ପ୍ରଭାବରୁ ସଂକ୍ରମଣ କମିବାରେ ଲାଗିଛି। ଦେଶରେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ୫୦...

୩୫୦୦୦ ଟଙ୍କାର ବେଲ୍ଟ କିଣି ଆଣିଲେ ଝିଅ, ମା’ କହିଲେ…

ରାଞ୍ଚିର ଜଣେ ମହିଳାଙ୍କ ଭିଡିଓ ଏବେ ସୋସିଆଲ ମିଡିଆରେ ଖୁବ୍‌ ଭାଇରାଲ ହେଉଛି। ଅନୀତା ଗୁପ୍ତା ନାମକ ଜଣେ ମହିଳାଙ୍କ ଭିଡିଓ ଇନ୍‌ଷ୍ଟାଗ୍ରାମରେ ଶେୟାର ହୋଇଛି।...

କରୋନା ଦ୍ୱିତୀୟ ଲହର ୭୧୯ଡାକ୍ତରଙ୍କ ନେଇଛି ଜୀବନ

ନୂଆଦିଲ୍ଲୀ,୧୨।୬: କରୋନା ସଂକମ୍ରଣର ଦ୍ୱିତୀୟ ଲହର ସାରା ଦେଶରେ ଆତଙ୍କ ଖେଳାଇଛି। ବର୍ତ୍ତମାନ ଦୈନିକ ସଂକ୍ରମଣରେ ହ୍ରାସ ଘଟୁଥିବା ବେଳେ ମୃତ୍ୟୁସଂଖ୍ୟା କିନ୍ତୁ ଥମିବାର ନା...

ଦୈନିକ ସଂକ୍ରମଣ ପୁଣି ଟପିଲା ୫୦ ହଜାର…

ନୂଆଦିଲ୍ଲୀ,୨୪।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ଦେଶରେ ଦୈନିକ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି।...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ମାଳ ବିହାରିପୁର କଣ୍ଟେନମେଣ୍ଟ ଜୋନ୍‌ ଘୋଷଣା
Next Post Next post:
ବିକ୍ରି ଶିଶୁପୁତ୍ର ମାଳିସାହି ଅଞ୍ଚଳରୁ ଉଦ୍ଧାର

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts