ରାଞ୍ଚି,୨୦।୬: ଡେଲିଭରୀ ପାଇଁ ହସ୍ପିଟାଲରେ ଭର୍ତ୍ତି ହୋଇଥିବା ଜଣେ ମହିଳାଙ୍କର ବନ୍ଧ୍ୟାକରଣ ଅପରେଶନ୍ କରି ଡାକ୍ତର ଏବେ ହରଡ଼ଘଣାରେ ପଡ଼ିଛନ୍ତି। ମହିଳା ତାଙ୍କ ପରିବାରର ଅନ୍ୟ ସଦସ୍ୟଙ୍କୁ ନ ପଚାରି କାହିଁକି ଡାକ୍ତର ଏଭଳି କରିଛନ୍ତି ସେ ନେଇ ଖୋଳତାଡ୍ ଆରମ୍ଭ ହୋଇଛି।
ରାଞ୍ଚିର କାଣ୍ଟା ଟୋଲି ଅଞ୍ଚଳରେ ବାସ କରୁଥିବା ପୁନମ୍ ଦେବୀ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ। ଡାକ୍ତର ତାଙ୍କର ବିନା ସ୍ବୀକୃତିରେ ବନ୍ଧ୍ୟାକରଣ ଅପରେଶନ କରିଥିବା ନେଇ ପୁନମ୍ ଅଭିଯୋଗ କରିବା ପରେ ସ୍ବାସ୍ଥ୍ୟ ବିଭାଗ ଏହାର ଯାଞ୍ଚ୍ ଆରମ୍ଭ କରିଛି।
ସଦର ହସ୍ପିଟାଲର ଅଧିକ୍ଷକ ଡ. ସବ୍ୟସାଚୀ ମଣ୍ଡଳ କହିଛନ୍ତି ଯେ, ବନ୍ଧ୍ୟାକରଣ ଅପରେଶନ୍ରେ ମହିଳାଙ୍କ ସହମତି ଆବଶ୍ୟକ ହୋଇଥାଏ। ପୁନମ୍ଙ୍କୁ ପଚରା ଯାଇ ଏଭଳି କରାଯାଇଥିବା ସେ କହିଛନ୍ତି।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.