E-Paper
  • logo
  • Monday 15th June 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଅନ୍ତର୍ଜାତୀୟ, କରୋନା ଭାଇରସ୍‌, ଫୁରସତ

ଭୟ କରନାହିଁ , ଭାକ୍ସିନ୍‌ ନିଅ, ମାଗଣାରେ ବିୟର ପିଅ: ରାଷ୍ଟ୍ରପତି…
1:55 pmJune 3, 2021

ଓ୍ବାଶିଂଟନ,୩।୬: କରୋନା ମହାମାରୀ ବିରୋଧରେ ପୃଥିବୀ ବ୍ୟାପୀ ଲଢ଼େଇ ଜାରି ରହିଛି। କରୋନା ଲଢ଼େଇରେ ଭାକ୍ସିନ୍‌ ଏକମାତ୍ର ବିକଳ୍ପ ସାବ୍ୟସ୍ତ ହୋଇଛି। ଏପରିସ୍ଥଳେ ଜନସାଧାରଣଙ୍କୁ ଭାକ୍ସିନ୍‌ ନେବା ଲାଗି ସଚେତନ କରାଇବା ପାଇଁ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍‌ ନିଆରା ଉଦ୍ୟମ ଆପଣେଇଛନ୍ତି। ସେ ଦେଶବାସୀଙ୍କ ଉଦ୍ଦେଶ୍ୟରେ କହିଛନ୍ତି ଯେ, ଭୟ ନ କରି ଭାକ୍ସିନ୍‌ ନିଅ। ଭାକ୍ସିନ୍‌ ନେଇଥିବା ଲୋକଙ୍କ ମାଗଣାରେ ବିୟର ପିଇବାକୁ ଦିଆଯିବ ବୋଲି ଅଫର ପ୍ରଦାନ କରିଛନ୍ତି। ଅଧିକରୁ ଅଧିକ ଲୋକ ଯେପରି ଭାକ୍ସିନ୍‌ ନେବେ ସେଥି ପାଇଁ ରାଷ୍ଟ୍ରପତି ଏଭଳି ଘୋଷଣା କରିଛନ୍ତି। ଜୁଲାଇ ୪ରେ ଛୁଟିରେ ଯିବା ପୂର୍ବରୁ ସେ ଭାକ୍ସିନ୍‌ କାର୍ଯ୍ୟକ୍ରମକୁ ତ୍ୱାରାନ୍ବିତ କରିବା ଲାଗି ଏଭଳି କହିଛନ୍ତି। ସୂଚନାଯୋଗ୍ୟ, ସମ୍ପ୍ରତି ଆମେରିକାର ୧୩୩.୬ ନିୟୁତ ଜନସାଧାରଣ ଭାକ୍ସିନ୍‌ ନେଇ ସାରିଛନ୍ତି।


[mc4wp_form id="252536"] All Right Reserved By Dharitri.Com

Posted inଅନ୍ତର୍ଜାତୀୟ, କରୋନା ଭାଇରସ୍‌, ଫୁରସତ View All

ଦିଗ୍‌ବିଜୟ-ପି.ସି ଶର୍ମା ସମେତ ୩୦ଜଣଙ୍କ ବିରୋଧରେ ମାମଲା ରୁଜୁ

ଭୋପାଳ,୧୧।୬: କଂଗ୍ରେସ ନେତା ଦିଗ୍‌ବିଜୟ ସିଂହ ଓ ପି.ସି ଶର୍ମାଙ୍କ ସମେତ ୩୦ଜଣଙ୍କ ବିରୋଧରେ ମାମଲା ରୁଜୁ। ସରକାରଙ୍କ ଆଦେଶକୁ ଉଲ୍ଲଂଘନ ଓ ରାଲି ବାହାର...

ଆଖି ନ ଥାଇ ଏଭରେଷ୍ଟ ଚଢ଼ିଲେ

ଚାଇନାର ଜଣେ ପର୍ବତାରୋହଣକାରୀ ବିନା ଦୃଷ୍ଟିଶକ୍ତିରେ ବିଶ୍ୱର ସର୍ବୋଚ୍ଚ ପର୍ବତ ଶୃଙ୍ଗ ଏଭରେଷ୍ଟ ଚଢ଼ିବାରେ ସଫଳ ହୋଇଛନ୍ତି। ୪୪ ବର୍ଷୀୟ ଝାଙ୍ଗ ହୋଙ୍ଗ୍‌ ଏପରି କରିବାରେ...

ଥମୁନି କରୋନା ମୃତ୍ୟୁସଂଖ୍ୟା: ଗତ ୨୪ ଘଣ୍ଟାରେ ଗଲା ୪୪ ଜୀବନ

ଭୁବନେଶ୍ୱର,୧୦।୬(ବ୍ୟୁରୋ): ରାଜ୍ୟରେ ଦୈନିକ ସଂକ୍ରମଣ ସାମାନ୍ୟ ହ୍ରାସ ପାଇଥିବା ବେଳେ ମୃତ୍ୟୁ ସଂଖ୍ୟା କିନ୍ତୁ ଦିନକୁ ଦିନ ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ...

ରାଜ୍ୟରେ ଜନ୍ମନେଲା ସବୁଠୁ ଓଜନିଆ ଶିଶୁ, ଓଜନ ଜାଣିଲେ..

ଗୌହାଟୀ,୨୦ା୬: ଆସାମର କଛର ଜିଲାରେ ଜଣେ ମହିଳା ୫.୨ କିଲୋଗ୍ରାମ ଓଜନର ଏକ ଶିଶୁକୁ ଜନ୍ମ ଦେଇଛନ୍ତି। ଡାକ୍ତରମାନେ ଏହି ନବଜାତକକୁ ରାଜ୍ୟର ସବୁଠୁ ଓଜନିଆ...

ଗତ ୨୪ ଘଣ୍ଟାରେ ୭୪ ବ୍ଲାକ୍‌ ଫଙ୍ଗସ୍‌ ରୋଗୀ ଚିହ୍ନଟ

ଚଣ୍ଡିଗଡ଼,୪।୬: ହରିଆଣାରେ ବ୍ଲାକ୍‌ ଫଙ୍ଗସ୍‌ ରୋଗୀଙ୍କ ସଂଖ୍ୟା ଦ୍ରୁତ ଗତିରେ ବୃଦ୍ଧି ପାଇବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୭୪ ନୂଆ ବ୍ଲାକ୍‌ ଫଙ୍ଗସ୍‌...

ପାକିସ୍ତାନର ଆମ୍ବ କୂଟନୀତି ବିଫଳ: ଆମେରିକା-ଚାଇନା ଫେରାଇଲେ ଉପହାର…

ଇସଲାମାବାଦ୍‌,୧୩।୬: ପାକିସ୍ତାନର ଆମ୍ବ କୂଟନୀତି ଶେଷରେ ବିଫଳ ହୋଇଛି। ଆମେରିକା ସହିତ ପାକିସ୍ତାନର ବନ୍ଧୁ ବୋଲାଉଥିବା ଚାଇନା ଏକ୍ଷେତ୍ରରେ ପ୍ରଦାନ କରାଯାଇଥିବା ଉପହାର ଦେଇଛି। ପାକିସ୍ତାନ...

୧୮ରୁ ୪୪ ବର୍ଷୀୟଙ୍କୁ ଦ୍ୱିତୀୟ ଡୋଜ୍‌ ଟିକା ୮ରୁ

ଭୁବନେଶ୍ୱର, ୫।୬(ବ୍ୟୁରୋ): ରାଜଧାନୀରେ ୧୮ରୁ ୪୪ ବର୍ଷୀୟଙ୍କ ଦ୍ୱିତୀୟ ଡୋଜ୍‌ ଟିକାକରଣ ପାଇଁ ବିଏମ୍‌ସି ପକ୍ଷରୁ ସ୍ବତନ୍ତ୍ର ପ୍ରସ୍ତୁତି କରାଯାଇଛି। ଆସନ୍ତା ୮ ତାରିଖରୁ ଏନେଇ...

ଯେଉଁ ଶିକ୍ଷକଙ୍କୁ ପ୍ରେମ କରୁଥିଲେ ଯୁବତୀ, ସେହି ଶିକ୍ଷକଙ୍କ ମୃତ ସ୍ତ୍ରୀ ଦେଖାଦେଲେ ଇନ୍‌ଷ୍ଟାଗ୍ରାମରେ

ମଣିଷ ପ୍ରେମରେ ବେଳେବେଳେ ଏମିତି ଧୋକା ଖାଏ ଯେ, ଚାହିଁଲେ ବି କିଛି କରିବାର କ୍ଷମତା ନ ଥାଏ। ସେମିତି ଏକ ଘଟଣା ଘଟିଛି ଜଣେ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଜାଣନ୍ତି ବିମାନରେ କାହିଁକି ପୁରୁଷଙ୍କ ତୁଳନାରେ ନିଯୁକ୍ତି ପାଇଥାନ୍ତି ଅଧିକ ମହିଳା କର୍ମଚାରୀ
Next Post Next post:
କ୍ୟାରିୟରରେ ଗୋଟିଏ ବି ନୋ ବଲ୍‌ ପକାଇନାହାନ୍ତି ଏହି ୫ ବୋଲର୍‌: ତାଲିକାରେ କପିଲ-ଇମ୍ରାନଙ୍କ ସହ…

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts