ଓ୍ବାଶିଂଟନ,୩।୬: କରୋନା ମହାମାରୀ ବିରୋଧରେ ପୃଥିବୀ ବ୍ୟାପୀ ଲଢ଼େଇ ଜାରି ରହିଛି। କରୋନା ଲଢ଼େଇରେ ଭାକ୍ସିନ୍ ଏକମାତ୍ର ବିକଳ୍ପ ସାବ୍ୟସ୍ତ ହୋଇଛି। ଏପରିସ୍ଥଳେ ଜନସାଧାରଣଙ୍କୁ ଭାକ୍ସିନ୍ ନେବା ଲାଗି ସଚେତନ କରାଇବା ପାଇଁ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍ ନିଆରା ଉଦ୍ୟମ ଆପଣେଇଛନ୍ତି। ସେ ଦେଶବାସୀଙ୍କ ଉଦ୍ଦେଶ୍ୟରେ କହିଛନ୍ତି ଯେ, ଭୟ ନ କରି ଭାକ୍ସିନ୍ ନିଅ। ଭାକ୍ସିନ୍ ନେଇଥିବା ଲୋକଙ୍କ ମାଗଣାରେ ବିୟର ପିଇବାକୁ ଦିଆଯିବ ବୋଲି ଅଫର ପ୍ରଦାନ କରିଛନ୍ତି। ଅଧିକରୁ ଅଧିକ ଲୋକ ଯେପରି ଭାକ୍ସିନ୍ ନେବେ ସେଥି ପାଇଁ ରାଷ୍ଟ୍ରପତି ଏଭଳି ଘୋଷଣା କରିଛନ୍ତି। ଜୁଲାଇ ୪ରେ ଛୁଟିରେ ଯିବା ପୂର୍ବରୁ ସେ ଭାକ୍ସିନ୍ କାର୍ଯ୍ୟକ୍ରମକୁ ତ୍ୱାରାନ୍ବିତ କରିବା ଲାଗି ଏଭଳି କହିଛନ୍ତି। ସୂଚନାଯୋଗ୍ୟ, ସମ୍ପ୍ରତି ଆମେରିକାର ୧୩୩.୬ ନିୟୁତ ଜନସାଧାରଣ ଭାକ୍ସିନ୍ ନେଇ ସାରିଛନ୍ତି।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.