E-Paper
  • logo
  • Saturday 25th July 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inକରୋନା ଭାଇରସ୍‌, ଜାତୀୟ, ମନୋରଞ୍ଜନ

କରୋନାରେ ଡ୍ରିମ୍‌ଗର୍ଲ ଫେମ୍‌ ରିଙ୍କୁ ସିଂଙ୍କ ପରଲୋକ
2:50 pmJune 4, 2021

ମୁମ୍ବାଇ,୪।୬: ବଲିଉଡ୍‌ ଅଭିନେତା ଆୟୁଷ୍ମାନ ଖୁରାନା ଷ୍ଟାରର ଫିଲ୍ମ ‘ଡ୍ରିମ୍‌ଗର୍ଲ’ର ଅଭିନେତ୍ରୀ ରିଙ୍କୁ ସିଂହ ନିକୁମ୍ଭଙ୍କ ପରଲୋକ ଘଟିଛି। କରୋନାରେ ତାଙ୍କର ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, ମେ’୨୫ରେ ରିଙ୍କୁ କରୋନାରେ ଆକ୍ରାନ୍ତ ହୋଇଥିଲେ। ଏହାପରେ ସେ ହୋମ୍‌ ଆଇସୋଲେଶନ୍‌ରେ ରହିଥିଲେ। ହେଲେ ଗତ କିଛି ଦିନରୁ ତାଙ୍କର ସ୍ବାସ୍ଥ୍ୟାବସ୍ଥା ଗୁରୁତର ରହିଥିଲା। ପରେ ତାଙ୍କୁ ହସ୍ପିଟାଲର ଆଇସିୟୁରେ ଭର୍ତ୍ତି କରାଯାଇଥିଲା। ହେଲେ ଚିକିତ୍ସାଧିନ ଅବସ୍ଥାରେ ଶୁକ୍ରବାର ତାଙ୍କର ମୃତ୍ୟୁ ଘଟିଛି। ଏନେଇ ତାଙ୍କ ଭଉଣୀ ଚନ୍ଦା ସିଂହ ନିକୁମ୍ଭ ସୂଚନା ଦେଇଛନ୍ତି। ତାଙ୍କ ବିୟୋଗରେ ଫିଲ୍ମ ଓ ସିରିୟଲ୍‌ ଇଣ୍ଡଷ୍ଟ୍ରିରେ ଶୋକପ୍ରକାଶ ପାଇଛି। ରିଙ୍କୁଙ୍କ କାର୍ଯ୍ୟ କଥା କହିବାକୁ ଗଲେ ଗତ ଥର ଅମାଜନ ପ୍ରାଇମ୍‌ ଭିଡିଓ ଫିଲ୍ମ ‘ହେଲୋ ଚାର୍ଲିରେ ତାଙ୍କ ଅଭିନୟକୁ ଦେଖିବାକୁ ମିଳିଥିଲା। କିନ୍ତୁ ଡ୍ରିମ୍‌ଗର୍ଲରୁ ତାଙ୍କୁ ଏକ ସ୍ବତନ୍ତ୍ର ପରିଚୟ ମିଳିଥିଲା। ଏତଦ୍‌ ବ୍ୟତୀତ ଚିଡିଆଘର, ମେରି ହାନିକାରକ ବିବି ଭଳି ଆଦି ଅନେକ ଟିଭି ସିରିୟଲ୍‌ରେ ସେ କାମ କରିସାରିଛନ୍ତି।


[mc4wp_form id="252536"] All Right Reserved By Dharitri.Com

Posted inକରୋନା ଭାଇରସ୍‌, ଜାତୀୟ, ମନୋରଞ୍ଜନ View All

ପିଲାଦିନର ବନ୍ଧୁଙ୍କ ହାତ ଧରିବା ପରେ ସଲମାନଙ୍କ ଏହି ନାୟିକା ପାଲଟିଥିଲେ ଗୃହିଣୀ, କହିଥିଲେ ‘ପରିବାର ଆଗ’

ବମ୍ବେ: ବଲିଉଡ୍‌ର ଦବଙ୍ଗ ଖାନ୍‌ ସଲମାନଙ୍କ ବିପକ୍ଷରେ ଡେବ୍ୟୁ କରିଥିଲେ ଅଭିନେତ୍ରୀ ଭାଗ୍ୟଶ୍ରୀ। ଦର୍ଶକେ ଚଳଚ୍ଚିତ୍ର ‘ମୈନେ ପ୍ୟାର କିୟା’ରେ ଉଭୟଙ୍କ ଯୋଡ଼ିକୁ ବେଶ୍‌ ପସନ୍ଦ...

ରାତାରାତି ମିଳିଥିଲା ଷ୍ଟାର୍‌ ଡମ୍‌…

ମୁମ୍ବାଇ,୮।୬: ବଲିଉଡ୍‌ ଅଭିନେତ୍ରୀ ଡିମ୍ପଲ କପାଡ଼ିଆ ମଙ୍ଗଳବାର ୬୪ ବର୍ଷ ପୂରଣ ହୋଇଛି। ୧୯୫୭ ଜୁନ ୮ରେ ସେ ମୁମ୍ବାଇଠାରେ ଜନ୍ମ ଗ୍ରହଣ କରିଥିଲେ। ତାଙ୍କୁ...

ବିଦେଶୀ ମିଡ଼ିଆକୁ ଜବାବ୍‌: ୭ ଗୁଣା ନୁହେଁ କରୋନା ମୃତ୍ୟୁ ସଂଖ୍ୟା, କହିଲେ କେନ୍ଦ୍ର ସରକାର…

ନୂଆଦିଲ୍ଲୀ,୧୩।୬: କରୋନା ମହାମାରୀ ସଂକ୍ରମଣ ଯୋଗୁ ଭାରତରେ ମୃତ୍ୟୁ ସଂଖ୍ୟା ବୃଦ୍ଧି ପାଉଛି। ଏହା ସରକାରୀ ରିପୋର୍ଟଠାରୁ ୭ ଗୁଣା ଅଧିକ ବୋଲି ବିଦେଶୀ ମିଡ଼ିଆ...

ପ୍ରିୟଙ୍କା-ରାହୁଲଙ୍କ ସହ ହୋଇପାରିଲାନି ସାକ୍ଷାତକାର: ନିରାଶ ହୋଇ ଫେରିଲେ ସଚିନ

ନୂଆଦିଲ୍ଲୀ,୧୬।୬: ରାଜସ୍ଥାନରେ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ ଓ ସଚିନ ପାଇଲଟଙ୍କ ମଧ୍ୟରେ ରାନୈତିକ ସଙ୍କଟ ଜାରି ରହିଛି। ଦୁହିଁଙ୍କ ମଧ୍ୟରେ ଥିବା ବିବାଦ ଥମିବାର ନା...

ଗୁଜରାଟରେ ବିଧାନସଭା ନିର୍ବାଚନ ଲଢ଼ିବ ଏଏପି

ଅହମଦାବାଦ,୧୪।୬: ଆସନ୍ତା ବର୍ଷ ଗୁଜରାଟରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବ। ନିର୍ବାଚନକୁ ନେଇ ଏବେଠାରୁ ରାଜନୈତିକ ଉଷ୍ମତା ଦେଖାଦେଇଛି। ଏହିକ୍ରମରେ ଆମ ଆଦମୀ ପାର୍ଟି(ଏଏପି) ମଧ୍ୟ...

କୋଭିଶିଲ୍ଡ ଡୋଜ୍‌ ସମୟସୀମା ବୃଦ୍ଧି: ବିଶେଷଜ୍ଞ କମିଟି ପରାମର୍ଶକୁ ଅଣଦେଖା କରିଛନ୍ତି କେନ୍ଦ୍ର ସରକାର…

ନୂଆଦିଲ୍ଲୀ,୧୬।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ଏପରିସ୍ଥଳେ ସଂକ୍ରମଣରୁ ଦୂରେଇ ରହିବା ଲାଗି ସରକାରଙ୍କ ପକ୍ଷରୁ ସାର୍ବଜନୀକ ଟିକାକରଣ ଅଭିଯାନ...

ଜେଲ୍‌ରେ ଥାଇ ପ୍ରୋଟିନ ଶେକ୍‌ ଦାବି କରୁଛନ୍ତି

ନୂଆଦିଲ୍ଲୀ,୮।୬: ହତ୍ୟା ମାମଲାରେ ଗିରଫ ହୋଇ ଜେଲ୍‌ରେ ଥିବା ଦେଶର ସଫଳତମ ରେସଲର ସୁଶୀଲ କୁମାର ପ୍ରୋଟିନ ଶେକ୍‌ ପାଇଁ ଦାବି କରୁଛନ୍ତି। କେବଳ ଏତିକି...

କରୋନା ଆକ୍ରାନ୍ତ ଛୋଟପିଲାଙ୍କ ପାଇଁ ମାର୍ଗଦର୍ଶିକା ଜାରି: ରେମଡେସିଭିର ବ୍ୟବହାର ମନା…

ନୂଆଦିଲ୍ଲୀ,୧୦।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ଆତଙ୍କ ଦେଖାଦେଇଛି। ସଂକ୍ରମଣରୁ ସୁରକ୍ଷା ଲାଗି ସାର୍ବଜନୀକ ଟିକାକରଣ ଜାରି ରହିଛି। ଏପରିସ୍ଥଳେ କେନ୍ଦ୍ର ସରକାରଙ୍କ ପକ୍ଷରୁ କରୋନା...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ସ୍ବାମୀ ଅନିଲ ଅମ୍ବାନୀଙ୍କୁ ଜନ୍ମଦିନରେ ଏମିତି ହୃଦୟସ୍ପର୍ଶୀ ବାର୍ତ୍ତା ଲେଖିଲେ ଟିନା
Next Post Next post:
ସେପ୍ଟେମ୍ବର ସୁଦ୍ଧା ୭୦କୋଟି ଲୋକଙ୍କୁ ଟିକା ଦିଆଯିବା ଲକ୍ଷ୍ୟ: ସିଇଏ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts