E-Paper
  • logo
  • Monday 30th March 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inକରୋନା ଭାଇରସ୍‌, ମେଟ୍ରୋ, ରାଜ୍ୟ

ଆଉ ୩ ସ୍ଥାନରେ ଡ୍ରାଇଭ୍‌ ଇନ୍‌ ଭାକ୍ସିନେଶନ
12:31 pmJune 10, 2021

ଭୁବନେଶ୍ୱର,୧୦ା୬(ବ୍ୟୁରୋ): ଡ୍ରାଇଭ୍‌ ଇନ୍‌ ଭାକ୍ସିନେଶନର ସୁଫଳ ମିଳିବା ପରେ ଆଉ ୩ଟି ସ୍ଥାନରେ ଏଭଳି ଟିକାକରଣ କରିବାକୁ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ବ୍ୟବସ୍ଥା କରିଛି। ଉକ୍ତ ସ୍ଥାନଗୁଡ଼ିକ ହେଲା ପୋଖରୀପୁଟସ୍ଥିତ କେନ୍ଦ୍ରୀୟ ବିଦ୍ୟାଳୟ-୬, ପଟିଆସ୍ଥିତ ସିଲିକନ୍‌ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଟେକ୍ନୋଲୋଜି ଓ ଖଣ୍ଡଗିରି ଓ୍ବାର୍ଡ ନଂ.୨୩ରେ ଥିବା କମ୍ୟୁନିଟି ସେଣ୍ଟର। ଏଠାରେ ଟିକାକରଣ ପାଇଁ ବୁଧବାର ରାତି ୭ଟାରୁ ବୁକିଂ ଆରମ୍ଭ ହୋଇଥିଲା। ଏହାର ମାତ୍ର କିଛି ସମୟ ଭିତରେ ସ୍ଲଟ୍‌ ଶେଷ ହୋଇଯାଇଥିଲା। ଏସବୁ ଟିକାକରଣ କେନ୍ଦ୍ରରେ ସକାଳ ୯ଟାରୁ ଅପରାହ୍ନ ୧ଟା ପର୍ଯ୍ୟନ୍ତ ୧୮ରୁ ୪୪ ବର୍ଷ ବର୍ଗର ଏବଂ ୪୫ ଓ ଊଦ୍ଧର୍‌ବ ବୟସର ହିତାଧିକାରୀଙ୍କୁ ପ୍ରଥମ ଡୋଜ୍‌ ଦିଆଯିବ। ସେହିଭଳି ଅପରାହ୍ନ ୩ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ୪୫ ଓ ଊଦ୍ଧର୍‌ବ ହିତାଧିକାରୀଙ୍କୁ ପ୍ରଥମ ଓ ଦ୍ୱିତୀୟ ଡୋଜ୍‌ ଦିଆଯିବ। ନୂଆ ସ୍ଲଟ୍‌ ୧୦ରୁ ୧୨ତାରିଖ ମଧ୍ୟରେ ମିଳିବ। ସେପଟେ ଭୁବନେଶ୍ୱରରେ ଗତ ୨୪ଘଣ୍ଟାରେ ୫୪୭ଜଣ ନୂଆ ଅକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରେ ୪୪୭ଜଣ ସ୍ଥାନୀୟ ଆକ୍ରାନ୍ତ ଥିବାବେଳେ ୧୦୦ଜଣ ହୋମ୍‌ କ୍ୱାରାଣ୍ଟାଇନରେ ଅଛନ୍ତି। ଫଳରେ ରାଜଧାନୀରେ ଏବେ ମୋଟ ସଂକ୍ରମଣ ୮୨,୧୧୭କୁ ବୃଦ୍ଧି ପାଇଛି।


[mc4wp_form id="252536"] All Right Reserved By Dharitri.Com

Posted inକରୋନା ଭାଇରସ୍‌, ମେଟ୍ରୋ, ରାଜ୍ୟ View All

ଶୁଦ୍ଧିକ୍ରିୟା ପାଇଁ ରାଶନ କାର୍ଡ ବନ୍ଧା ପଡ଼ିବା ଘଟଣା: ତଦନ୍ତ ପାଇଁ ଏନ୍‌ଏଚ୍‌ଆର୍‌ସିରେ ପିଟିଶନ

ଭୁବନେଶ୍ୱର,୧୨ା୬(ବ୍ୟୁରୋ): ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ମ୍ୟୁନିସିପାଲିଟି ଅଞ୍ଚଳର ଦଳିତ ମହିଳା ରେବତୀ ବେହେରା ସ୍ବାମୀଙ୍କ ଶୁଦ୍ଧିକ୍ରିୟା ପାଇଁ ଦଲାଲ ନିକଟରେ ରାଶନ କାର୍ଡ ବନ୍ଧା ପକାଇ...

ନୂଆ ଆକ୍ରାନ୍ତ-ମୃତକଙ୍କ ସଂଖ୍ୟା ପୁଣି କମିଲା…

ନୂଆଦିଲ୍ଲୀ,୧।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। କରୋନାର ଦ୍ୱିତୀୟ ଲହର ଆତଙ୍କ ସୃଷ୍ଟି କରିଛି। ନୂଆ ଆକ୍ରାନ୍ତ ଏବଂ...

ବିଧାୟକ ପାଣ୍ଠି ସଂଶୋଧନ କର

ଭୁବନେଶ୍ୱର,୧୦ା୬(ବ୍ୟୁରୋ): ବିଧାୟକ ପାଣ୍ଠି (ଏମ୍‌ଏଲ୍‌ଏ ଲ୍ୟାଡ୍‌ ଫଣ୍ଡ)କୁ କୋଭିଡ୍‌ ପରିଚାଳନା ଭିତ୍ତିିଭୂମି ପ୍ରସ୍ତୁତି ଦିଗରେ ଖର୍ଚ୍ଚ କରିବାକୁ ରାଜ୍ୟ ସରକାର ଆଣିଥିବା ଗାଇଡ୍‌ଲାଇନରେ ଆବଶ୍ୟକ ସଂଶୋଧନ...

ମରୁଡ଼ି ହଟାଇପାରିନି ମାନଜୋର

ଆଠମଲ୍ଲିକ,୧୫ା୬ (ଡି.ଏନ.ଏ.) ମରୁଡ଼ି ହଟିଲେ ହସିବ ଆଠମଲ୍ଲିକ। ସବୁଜିମାରେ ଭରିଯିବ କୃଷକଙ୍କ ମନ। ତେଣୁ ଜଳସେଚନ ପ୍ରକଳ୍ପଟିଏ ପାଇଁ ଚାଷୀ ଓହ୍ଲାଇଥିଲେ ରାସ୍ତାକୁ। ଜେଲଭରୋ ଆନ୍ଦୋଳନ...

ଦ୍ୱିତୀୟ ଭଳି ଗମ୍ଭୀର ହୋଇପାରେ ତୃତୀୟ ଲହର

ନୂଆଦିଲ୍ଲୀ, ୩।୬: କରୋନାରେ ଦ୍ୱିତୀୟ ଲହର ଭଳି ଭାରତରେ ତୃତୀୟ ଲହର ମଧ୍ୟ ଅନୁରୂପ ଭୟାବହ ସ୍ଥିତି ସୃଷ୍ଟି କରିପାରେ। ଏହା ୯୮ ଦିନ ପର୍ଯ୍ୟନ୍ତ...

ସିବିଏସ୍‌ଇ, ସିଆଇଏସ୍‌ସିଇ ଦ୍ୱାଦଶ ବୋର୍ଡ ପରୀକ୍ଷା ଶୁଣାଣି ୩କୁ ଘୁଞ୍ଚିଲା

ଭୁବନେଶ୍ୱର, ୧ା୬(ବ୍ୟୁରୋ): ସେଣ୍ଟ୍ରାଲ ବୋର୍ଡ ଅଫ୍‌ ସେକେଣ୍ଡାରୀ ଏଜୁକେଶନ (ସିବିଏସ୍‌ଇ) ଏବଂ କାଉନ୍‌ସିଲ ଫର୍‌ ଦି ଇଣ୍ଡିଆନ ସ୍କୁଲ୍‌ ସାର୍ଟିଫିକେଟ୍‌ ଏଜୁକେଶନ (ସିଆଇଏସ୍‌ସିଇ)ର ଦ୍ୱାଦଶ ବୋର୍ଡ...

ସିଜେଆଇଙ୍କୁ ଚିଠି ଲେଖିଲେ ଛାତ୍ରୀ

କରୋନାରେ ଲୋକଙ୍କ କଷ୍ଟ ବୁଝି ସେମାନଙ୍କ ଜୀବନ ବଞ୍ଚାଇବାକୁ ପ୍ରଭାବୀ ଢଙ୍ଗରେ ହସ୍ତକ୍ଷେପ କରିଥିବାରୁ ସିଜେଆଇ ଏନ୍‌. ଭି. ରମାନାଙ୍କୁ ଧନ୍ୟବାଦ ଜଣାଇଛନ୍ତି କେରଳର ୫ମ...

ତୃତୀୟ ଲହର ପାଇଁ ପ୍ରସ୍ତୁତ ରୁହ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨ା୬(ବ୍ୟୁରୋ):ଆଗାମୀ ସପ୍ତାହ ମଧ୍ୟରେ ରାଜ୍ୟରେ କୋଭିଡ୍‌ ଦ୍ବିତୀୟ ଲହରର ରୋଗୀଙ୍କ ସଂଖ୍ୟା ହ୍ରାସ ପାଇବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଶାବ୍ୟକ୍ତ କରିଛନ୍ତି। ଅଭିଜ୍ଞତାକୁ ଉପଯୋଗ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
୨୧ରୁ ସ୍କୁଲପିଲାଙ୍କୁ ୟୁଟ୍ୟୁବ୍‌ ଲାଇଭ୍‌ କ୍ଲାସ୍‌
Next Post Next post:
ଓଡ଼ିଶା ଛୁଇଁଲା ମୌସୁମୀ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts