E-Paper
  • logo
  • Monday 15th June 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଆମ ଜିଲା ଖବର, ମାଲକାନଗିରି, ରାଜ୍ୟ

ମା’ଙ୍କ ସୁଦ୍ଧି କ୍ରିୟାରେ ଭୋଜି ନ କରି ବୃଦ୍ଧାଶ୍ରମରେ ବାଣ୍ଟିଲେ ଶୁଖିଲା ଖାଦ୍ୟ
9:51 pmJune 6, 2021

ମାଲକାନଗିରି,୬ା୬: ମାଲକାନଗିରି ଜିଲା ସଦର ବ୍ଲକ ଏମଭି-୮୪ ଗ୍ରାମର ସଞ୍ଜୟ ଢାଲି ତାଙ୍କ ମା’ଙ୍କ ପରଲୋକରେ ଦଶାହ କାର୍ଯ୍ୟରେ ଜ୍ଞାତି କୁଟୁମ୍ବ, ଅତିଥିମାନଙ୍କୁ ନିମନ୍ତ୍ରଣ କରି ଭୋଜି ନ ଦେଇ ଗରିବ ଅସହାୟ, ବୃଦ୍ଧାଶ୍ରମ ଏବଂ ବିଭିନ୍ନ ମନ୍ଦିର ସମ୍ମୁଖରେ ଭିକ୍ଷାବୃତ୍ତି କରୁଥିବା ବ୍ୟକ୍ତିଙ୍କୁ ଶୁଖିଲା ଖାଦ୍ୟ ପୁଡିଆ ସହ ବସ୍ତ୍ର ବଣ୍ଟନ କରିଛନ୍ତି। ସେମାନଙ୍କୁ ଆର୍ଥତ୍କ ସହାୟତା କରି ଏକ ନିଆରା ପରମ୍ପରା ସୃଷ୍ଟି କରିଛନ୍ତି। ଲକ୍‌ ଡାଉନ୍‌ ସମୟରେ ସରକାର କଟକଣା ଲଗାଇଥିବାରୁ ତାହାକୁ ଦୃଷ୍ଟିରେ ରଖି ଏପରି ପଦକ୍ଷେପ ନେଇଥିବା ସଞ୍ଜୟ କହିଛନ୍ତି। ସଞ୍ଜୟଙ୍କ ମା’ଙ୍କ ଗତ ୨୫ରେ ପରଲୋକ ହୋଇଥିଲା।


[mc4wp_form id="252536"] All Right Reserved By Dharitri.Com

Posted inଆମ ଜିଲା ଖବର, ମାଲକାନଗିରି, ରାଜ୍ୟ View All

ଥମୁନି କରୋନା ମୃତ୍ୟୁସଂଖ୍ୟା: ଗତ ୨୪ ଘଣ୍ଟାରେ ଗଲା ୪୭ ଜୀବନ

ଭୁବନେଶ୍ୱର,୧୨।୬(ବ୍ୟୁରୋ): ରାଜ୍ୟରେ ଦୈନିକ ସଂକ୍ରମଣ ସାମାନ୍ୟ ହ୍ରାସ ପାଇଥିବା ବେଳେ ମୃତ୍ୟୁ ସଂଖ୍ୟା କିନ୍ତୁ ଦିନକୁ ଦିନ ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ...

ମହିଳାଙ୍କ ସହ ସମ୍ପର୍କକୁ ନେଇ ଯୁବକଙ୍କୁ ହତ୍ୟା

ବୌଦ୍ଧ,୫ା୬: ବୌଦ୍ଧ ଜିଲା ହରଭଙ୍ଗା ବ୍ଲକ ଅଧୀନ ସରସରା ଗ୍ରାମ ନିକଟରେ ଜଣେ ଯୁବକଙ୍କୁ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା କରାଯାଇଛି । ମୃତକ ହେଲେ...

ଟିକା ନେବା ସତ୍ତ୍ୱେ ୨୭୪ ଆକ୍ରାନ୍ତ

ଭୁବନେଶ୍ୱର, ୨୬।୬(ବ୍ୟୁରୋ): ଟିକା ନେବା ପରେ କରୋନାରେ ଆକ୍ରାନ୍ତଙ୍କ ସମ୍ପର୍କରେ ରିଜିଓନାଲ ମେଡିକାଲ ରିସର୍ଚ୍ଚ ସେଣ୍ଟର (ଆର୍‌ଏମ୍‌ଆର୍‌ସି) ଏକ ଗବେଷଣା କରିଥିଲା। ରାଜ୍ୟର ପ୍ରମୁଖ ସ୍ବାସ୍ଥ୍ୟକେନ୍ଦ୍ରରୁ...

‘ସଫଳତାରେ ଶ୍ରେୟ ନେଉଛ, ବିଫଳତାର ବି ନିଅ’

ଭୁବନେଶ୍ୱର, ୨୪।୬(ବ୍ୟୁରୋ): କରୋନା ମହାମାରୀ ବିରୋଧରେ ଏକାଠି ହୋଇ ଲଢ଼ିବା ବଦଳରେ ଫଟୋକୁ ନେଇ ବିଜେଡି-ଭାଜପା ମଧ୍ୟରେ ଲଢ଼େଇ ଚାଲିଛି। ଉଭୟ ସରକାର ସଫଳତାର ଶ୍ରେୟ...

ଗୋରୁ ଗୋଠ ଉପରେ ବଜ୍ରପାତ

ବାଲିଗୁଡା,୧୦ା୬: କନ୍ଧମାଳ ଜିଲା ବାଲିଗୁଡ଼ା ଓ ଆଖପାଖ ଅଞ୍ଚଳରେ ବୁଧବାର ବର୍ଷାପବନ ସହ ବଜ୍ରପାତ ହୋଇଥିଲା। ବଜ୍ରପାତରେ ବାରଖମା ପଞ୍ଚାୟତରେ ୬ ଗୋରୁଙ୍କ ମୃତ୍ୟୁ ଘଟିଛି।...

ଚାକିରି ଆଳରେ ଠକେଇ ର଼୍ୟାକେଟ ସକ୍ରିୟ

ଭୁବନେଶ୍ୱର,୨୦।୬(ବ୍ୟୁରୋ): କରୋନା କାଳରେ ଆଉଏକ କାଳ ସାଜିଛି ଠକେଇ। ପାଦେ ପାଦେ ସତର୍କ ନ ରହିଲେ ଠକଙ୍କ ଫାଶରେ ପଡ଼ିବା ନିଶ୍ଚିତ। ଅନେକେ ଚାକିରି ଓ...

ସବୁ ରେକର୍ଡ ଭାଙ୍ଗିଲା: ଦିନକରେ କରୋନା ନେଲା ୪୦ ଜୀବନ

ଭୁବନେଶ୍ୱର,୨।୬(ବ୍ୟୁରୋ): ରାଜ୍ୟରେ ବୁଧବାର କରୋନାରେ ୪୦ଜଣ ଆଖି ବୁଜିଛନ୍ତି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୦୮୩୧ରେ ପହଞ୍ଚିଯାଇଛି। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ...

ତୃତୀୟ ଲହର ମୁକାବିଲା ପାଇଁ ପ୍ରସ୍ତୁତ ଅଛୁ: ସ୍ବାସ୍ଥ୍ୟମନ୍ତ୍ରୀ

ଭୁବନେଶ୍ୱର,୧୪ା୬(ବ୍ୟୁରୋ): ରାଜ୍ୟରେ ନକଲି ଔଷଧ କାରବାରକୁ କୌଣସି ପ୍ରକାର ବରଦାସ୍ତ କରାଯିବ ନାହିଁ। ଯେଉଁମାନେ ଏଥିରେ ସମ୍ପୃକ୍ତ ଥିବେ ସେମାନଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ସେଲ୍‌ଫି ନିଶା ନେଲା ୨ ଯୁବକଙ୍କ ଜୀବନ
Next Post Next post:
ମୁଁ ଆଇନକୁ ମାନୁଥିବା ନାଗରିକ- ଚୋକ୍‌ସି

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts