E-Paper
  • logo
  • Wednesday 17th June 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inମନୋରଞ୍ଜନ

୧୫ ବର୍ଷ ବୟସରେ ସୁନ୍ଦରତାକୁ ନେଇ କଟୁକଥା ଶୁଣୁଥିଲେ ଏହି ଅଭିନେତ୍ରୀ, ଏବେ କିନ୍ତୁ…
4:29 pmJune 4, 2021

ବମ୍ବେ: କଥାରେ ଅଛି କଷ୍ଟ କଲେ କୃଷ୍ଣ ମିଳନ୍ତି। ଏହାର ତାତ୍ପର୍ଯ୍ୟ ସଫଳତା ପାଇବାକୁ ହେଲେ ସଂଘର୍ଷ କରିବାକୁ ପଡ଼ିଥାଏ। ସେଭଳି କିଛି ଘଟିଛି ଅଭିନେତ୍ରୀ ଅନୁଷ୍କା ଶର୍ମାଙ୍କ କ୍ଷେତ୍ର। ବର୍ତ୍ତମାନ ସମୟରେ ଆଗଧାଡ଼ିର ନାୟିକା ଭାବେ ସେ ଅର୍ଜିଛନ୍ତି ସୁନାମ। ହେଲେ ଦିନ ଥିଲା ତାଙ୍କୁ ବିଜ୍ଞାପନଟିଏ ମିଳୁ ନ ଥିଲା। ଯଦି ବି ମିଳୁଥିଲା, ଶେଷ ମୂହୁର୍ତ୍ତରେ ତାଙ୍କ ସ୍ଥାନରେ ଅନ୍ୟଜଣଙ୍କୁ ନିଆଯାଉଥିଲା। ଏକ ସାକ୍ଷାତକାରରେ ଅନୁଷ୍କା ନିଜର ସଂଘର୍ଷର ଦିନକୁ ମନେ ପକାଇଥିଲେ।

ଅନୁଷ୍କା ୧୫ ବର୍ଷ ବୟସରେ ଗ୍ଲାମରଜଗତରେ ନାମ କମାଇବାକୁ ଚେଷ୍ଟା କରିଥିଲେ। ହେଲେ ତାଙ୍କୁ ଅସୁନ୍ଦର ବୋଲି କହି ମନା କରିଦିଆଯାଉଥିଲା। ମାନସିକ ଭାବେ ସେ ଏଭଳି ଘଟଣାରେ ପ୍ରଭାବିତ ହୋଇଥିଲେ। ହେଲେ ପରବର୍ତ୍ତୀ ସମୟରେ ପରିସ୍ଥିତି ବଦଳିବା ସହ ନିଜକୁ ଜଣେ ସଫଳ ଅଭିନେତ୍ରୀ ଭାବେ ପ୍ରମାଣିତ କରିଛନ୍ତି।


[mc4wp_form id="252536"] All Right Reserved By Dharitri.Com

Posted inମନୋରଞ୍ଜନ View All

ବାପା ହେବାକୁ ଯାଉଛନ୍ତି ଅଭିନେତା ଅପାରଶକ୍ତି, ବିବାହର ୭ ବର୍ଷ ପରେ…

ବମ୍ବେ: ବାପା ହେବାକୁ ଯାଉଛନ୍ତି ବଲିଉଡ୍‌ ଅଭିନେତା ତଥା ଆୟୁଷ୍ମାନ ଖୁରାନ୍ନାଙ୍କ ଭାଇ ଅପାରଶକ୍ତି। ଖୁବ୍‌ଶୀଘ୍ର ତାଙ୍କ ଘରକୁ ନୂଆ ଅତିଥି ଆସିବାକୁ ଯାଉଛି। ବିବାହର...

ଯୋଗ କଲେ ଶିଳ୍ପା, ଭିଡିଓ ଶେୟାର କରି କହିଲେ…

ମୁମ୍ବାଇ: ଆଜି ଅର୍ଥାତ୍‌ ଜୁନ୍‌ ୨୧ରେ ସାରା ବିଶ୍ୱରେ ୭ତମ ଯୋଗ ଦିବସ ପାଳନ କରାଯାଉଛି। ଏହି ଅବସରରେ ନେତା, ଅଭିନେତାମାନେ ଯୋଗ କରିବା ଫଟୋ...

ମଲାଇକାଙ୍କ ସହ ଡେଟ୍‌ କରୁଥିବା ଅର୍ଜୁନ ଏକଦା ପଡ଼ିଥିଲେ ସଲମାନ୍‌ଙ୍କ ଭଉଣୀଙ୍କ ପ୍ରେମରେ, ଦୁଇ ବର୍ଷ ପରେ…

ବଲିଉଡ୍‌ ଅଭିନେତା ଅର୍ଜୁନ କପୁରଙ୍କ ଆଜି ଜନ୍ମଦିନ । ସେ ୨୬ ଜୁନ ୧୯୮୫ରେ ମୁମ୍ବାଇରେ ଜନ୍ମଗ୍ରହଣ କରିଥିଲେ। ଅର୍ଜୁନ ଆଜି ତାଙ୍କର ୩୬ ତମ...

ପିତାଙ୍କୁ ମନେ ପକାଇଲେ ମାଧୁରୀ, ସୋସିଆଲ ମିଡିଆରେ ଲେଖିଲେ ଏମିତି କିଛି…

ମୁମ୍ବାଇ: ଜୁନ୍‌ ୨୦ ଅର୍ଥାତ୍‌ ରବିବାର ସମଗ୍ର ଦେଶରେ ପିତୃ ଦିବସ ପାଳନ କରାଯାଉଛି। ପିଲାମାନେ ଏହି ଦିନଟିକୁ ନିଜ ପିତାଙ୍କ ସହିତ ଏକ ବିଶେଷ...

କରୋନାରୁ ସୁସ୍ଥ ହୋଇ ଓ୍ବାର୍କଆଉଟ୍‌ରେ ମନ ଦେଲେ କ୍ୟାଟ୍ରିନା

ମୁମ୍ବାଇ: କରୋନାରେ ଆକ୍ରାନ୍ତ ହୋଇଥିଲେ ବଲିଉଡ୍‌ ସୁନ୍ଦରୀ କ୍ୟାଟ୍ରିନା କୈଫ୍‌। ତେବେ ସେ ଏପ୍ରିଲରୁ ସୁସ୍ଥ ହୋଇସାରିଲେଣି। ଏବେ ଅଭିନେତ୍ରୀ ନିଜର ଫିଟ୍‌ନେସ୍‌କୁ ଫେରିଛନ୍ତି। କ୍ୟାଟ୍‌...

ସାଢ଼େ ଚାରି ବର୍ଷ ସମ୍ପର୍କରେ ରହିବା ପରେ ଶାହିଦଙ୍କଠାରୁ ଅଲଗା ହୋଇଥିଲେ କରିନା, ବ୍ରେକ୍‌ଅପ୍‌ ନେଇ…

ବମ୍ବେ: ଏକ ସମୟରେ ଅଭିନେତ୍ରୀ କରିନା କପୁର ଏବଂ ଅଭିନେତା ଶାହିଦ କପୁରଙ୍କ ଯୋଡ଼ିକୁ ଆଦର୍ଶ କୁହାଯାଉଥିଲା। ହେଲେ ଯେତେବେଳେ ସେମାନେ ଅଲଗା ହୋଇଥିଲେ ସବୁକିଛି...

ନିଆଙ୍କ ଉପରେ ରାଗିଗଲେ ଦେବୋଲିନା: କହିଲେ ‘ଖାଲି ଫ୍ୟାଶନ୍‌ ଦେଖାଇଲେ ହେବନି; ମଣିଷ ହେବା ଲାଗି…’

ବମ୍ବେ: ଟୁଇଟରରେ ଟଣାଓଟରା। କିଏ ଠିକ୍‌ କିଏ ଭୁଲ କହିବା ମୁସ୍କିଲ। ହେଲେ ପରୋକ୍ଷରେ ଆରୋପ ପ୍ରତ୍ୟାରୋପ ସହ ଅଭିନୟକୁ ନେଇ କଥା କଟାକଟି ଜାରି...

ଅଟୋ ଡ୍ରାଇଭରଙ୍କୁ ନୃତ୍ୟ ଶିଖାଇଲେ ରାଖି ସାଓ୍ବନ୍ତ, ଭିଡ଼ିଓ ଭାଇରାଲ…

ମୁମ୍ବାଇ,୨୨।୬: ବଲିଉଡ୍‌ ଅଭିନେତ୍ରୀ ରାଖି ସାଓ୍ବନ୍ତ ଏବେ ସୋସିଆଲ୍‌ ମିଡ଼ିଆରେ ବେଶ୍‌ ଆକ୍ଟିଭ୍‌ ରହିଛନ୍ତି। କିଛି ଦିନ ତଳେ ବାବା ରାମଦେବଙ୍କ ବିରୋଧରେ ବିବାଦୀୟ ମନ୍ତବ୍ୟ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଜୁନ ୭ରୁ ୧୦୦ପ୍ରତିଶତ କର୍ମଚାରୀଙ୍କୁ ନେଇ ଚାଲିବ ସମସ୍ତ ଘରୋଇ, ସରକାରୀ କାର୍ଯ୍ୟାଳୟ
Next Post Next post:
ବାପା ହେବାକୁ ଯାଉଛନ୍ତି ଅଭିନେତା ଅପାରଶକ୍ତି, ବିବାହର ୭ ବର୍ଷ ପରେ…

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts