E-Paper
  • logo
  • Saturday 28th March 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inମେଟ୍ରୋ, ରାଜ୍ୟ

ଇ-ପାଠଶାଳା, ଇ-ମୂଲ୍ୟାଙ୍କନ ପୋର୍ଟାଲ
9:55 amJune 18, 2021

ଭୁବନେଶ୍ୱର,୧୮ା୬(ବ୍ୟୁରୋ): ଛାତ୍ରୀଛାତ୍ରଙ୍କୁ ଅନ୍‌ଲାଇନ ମାଧ୍ୟମରେ ଶିକ୍ଷାଦାନ ଓ ମୂଲ୍ୟାୟନ ପାଇଁ ଓପେପା ଦ୍ୱାରା ଇ-ପାଠଶାଳା ଓ ଇ-ମୂଲ୍ୟାଙ୍କନ ନାମରେ ଦୁଇଟି ପୋର୍ଟାଲ ପ୍ରସ୍ତୁତ କରାଯାଇଛି। ଗୁରୁବାର ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ଭର୍ଚୁଆଲ୍‌ରେ ଏହାକୁ ଉଦ୍‌ଘାଟନ କରିଛନ୍ତି। ମନ୍ତ୍ରୀ କହିଛନ୍ତି, କୋଭିଡ୍‌ ସମୟରେ ପିଲାମାନେ କେତେ ଶିକ୍ଷାଲାଭ କଲେ ତାହାର ଆକଳନ ଏବଂ ଶିକ୍ଷା କ୍ଷେତ୍ରରେ ନିଆଯାଉଥିବା ବୈପ୍ଳବିକ ପରିବର୍ତ୍ତନ ଯଥା ଡିଜିଟାଲ୍‌ ଶିକ୍ଷା ଓ ସ୍ମାର୍ଟ କ୍ଲାସ୍‌ରେ ଏହା ବିଶେଷ ସହାୟକ ହେବ। ଏହି ପୋର୍ଟାଲ ଦ୍ୱାରା ଉଭୟ ଜିଲା ଓ ରାଜ୍ୟସ୍ତରର ଶିକ୍ଷା ପ୍ରଶାସକ ଶିକ୍ଷା ଅଗ୍ରଗତିର ସମୀକ୍ଷା କରିପାରିବେ। ଗତବର୍ଷ ବିଭିନ୍ନ ପ୍ରୟାସ ସତ୍ତ୍ବେ ରାଜ୍ୟର ସବୁ ପିଲାଙ୍କ ପାଖରେ ଶିକ୍ଷା ପହଞ୍ଚାଇବା ସମ୍ଭବ ହୋଇ ନ ଥିଲା। ଦୁର୍ଗମ ଅଞ୍ଚଳରେ ଥିବା ପିଲା ପାଖରେ କିପରି ଶିକ୍ଷା ପହଞ୍ଚାଇବା ତାହା ବର୍ତ୍ତମାନ ଆମର ମୂଳ ଲକ୍ଷ୍ୟ ବୋଲି ମନ୍ତ୍ରୀ କହିଛନ୍ତି। ବିଭାଗୀୟ ପ୍ରମୁଖ ଶାସନ ସଚିବ ସତ୍ୟବ୍ରତ ସାହୁ ବିଭାଗ ଦ୍ୱାରା ନିଆଯାଉଥିବା ବିଭିନ୍ନ ପଦକ୍ଷେପ ଉପରେ ଆଲୋକପାତ କରିଥିଲେ।


[mc4wp_form id="252536"] All Right Reserved By Dharitri.Com

Posted inମେଟ୍ରୋ, ରାଜ୍ୟ View All

ୟୁଟ୍ୟୁବ୍‌ରେ ପ୍ରଥମରୁ ଦଶମ ପାଠପଢ଼ା ଆରମ୍ଭ

ଭୁବନେଶ୍ୱର,୨୨।୬(ବ୍ୟୁରୋ): ରାଜ୍ୟରେ ସୋମବାରଠାରୁ ପ୍ରଥମରୁ ଦଶମ ଶ୍ରେଣୀ ଛାତ୍ରୀଛାତ୍ରଙ୍କ ପାଠପଢ଼ା ଆରମ୍ଭ ହୋଇଛି। ୟୁଟ୍ୟୁବ୍‌ ମାଧ୍ୟମରେ ଶିକ୍ଷାଦାନ କରାଯାଉଛି। ପ୍ରଥମରୁ ଅଷ୍ଟମ ଶ୍ରେଣୀ ଯାଏ ସକାଳ...

କୃଷକଙ୍କ ପାଇଁ ନୂଆ ପ୍ରକଳ୍ପ ‘ରିୱାର୍ଡ’

ଭୁବନେଶ୍ୱର,୭।୬(ବ୍ୟୁରୋ): ଜଳଛାୟା ଅଞ୍ଚଳରେ ନିରନ୍ତର ଜୀବିକା ସୃଷ୍ଟି ଓ ସମନ୍ବିତ ବିକାଶ ପାଇଁ ରାଜ୍ୟ ସରକାର ନୂଆ ପରିକଳ୍ପନା ଆରମ୍ଭ କରିଛନ୍ତି। ଏହି ପ୍ରକଳ୍ପର ନାଁ...

୨୧ ଜିଲାକୁ ୟେଲୋ ଓ୍ବାର୍ନିଂ, ୮ ଜିଲାକୁ ସତର୍କ ରହିବା ପାଇଁ ପରାମର୍ଶ

ଭୁବନେଶ୍ୱର,୧୩ା୬(ବ୍ୟୁରୋ): ଓଡ଼ିଶାକୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଛୁଇଁଛି। ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏହା ସ୍ପଷ୍ଟ କରାଯାଇଥିବା ବେଳେ ୨୧ ଜିଲାକୁ ୟେଲୋ ଓ୍ବାର୍ନିଂ...

ତୃତୀୟ ଲହର ମୁକାବିଲା ପାଇଁ ପ୍ରସ୍ତୁତ ଅଛୁ: ସ୍ବାସ୍ଥ୍ୟମନ୍ତ୍ରୀ

ଭୁବନେଶ୍ୱର,୧୪ା୬(ବ୍ୟୁରୋ): ରାଜ୍ୟରେ ନକଲି ଔଷଧ କାରବାରକୁ କୌଣସି ପ୍ରକାର ବରଦାସ୍ତ କରାଯିବ ନାହିଁ। ଯେଉଁମାନେ ଏଥିରେ ସମ୍ପୃକ୍ତ ଥିବେ ସେମାନଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ...

ପୂର୍ବତନ ମନ୍ତ୍ରୀ ବିଜୟଶ୍ରୀ ରାଉତରାୟଙ୍କ ପରଲୋକ

ଭୁବନେଶ୍ୱର,୨।୬: ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ପୂର୍ବତନ ମନ୍ତ୍ରୀ ବିଜୟଶ୍ରୀ ରାଉତରାୟଙ୍କ ବୁଧବାର ପରଲୋକ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୬୭ ବର୍ଷ...

ନକଲି ଔଷଧ ଧରିବ ଏସ୍‌ଟିଏଫ୍‌

ଭୁବନେଶ୍ୱର,୧୬।୬(ବ୍ୟୁରୋ): କରୋନା ମହାମାରୀ ଭଳି ଘଡ଼ିସନ୍ଧି ସମୟରେ ରାଜ୍ୟରେ ନକଲି ଔଷଧ କାରବାର ଚାଲିଛି। ଏହାକୁ ଗୁରୁତ୍ୱର ସହ ଗ୍ରହଣ କରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ...

ଉଠା ଦୋକାନୀଙ୍କ ପାଇଁ ରାଜ୍ୟ ସରକାରଙ୍କ ବଡ଼ ଘୋଷଣା

ଭୁବନେଶ୍ୱର,୮।୬(ବ୍ୟୁରୋ): କରୋନାର ଦ୍ୱିତୀୟ ଲହର ଭୟଙ୍କର ରୂପ ନେବାରୁ ଗତ ମେ’ ୫ ତାରିଖରୁ ରାଜ୍ୟରେ ଲକ୍‌ଡାଉନ୍‌ ଘୋଷଣା କରାଯାଇଥିଲା। ଏହାର ଅବଧି ୧୪ ଦିନ...

୨୧ରୁ ସ୍କୁଲପିଲାଙ୍କୁ ୟୁଟ୍ୟୁବ୍‌ ଲାଇଭ୍‌ କ୍ଲାସ୍‌

ଭୁବନେଶ୍ୱର, ୧୦ା୬(ବ୍ୟୁରୋ): ଆସନ୍ତା ୨୧ ତାରିଖରୁ ସ୍କୁଲ ଛାତ୍ରୀଛାତ୍ରଙ୍କ ପାଇଁ ୟୁଟ୍ୟୁବ୍‌ ଲାଇଭ୍‌ କ୍ଲାସ୍‌ ଆରମ୍ଭ ହେବ। ଖୋର୍ଦ୍ଧା, ବଲାଙ୍ଗୀର, କଟକ, କେନ୍ଦ୍ରାପଡ଼ା, ଗଞ୍ଜାମ, କୋରାପୁଟ,...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
୧୦୫ କୋଟିର ପ୍ରକଳ୍ପ ଅନୁମୋଦିତ
Next Post Next post:
ପ୍ରଭାବଶାଳୀ ବ୍ୟକ୍ତିଙ୍କ ଦଖଲରେ ନାଳ, ଡ୍ରେନ୍‌

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts