ଗୁଆହାଟି,୧୯।୬: ଆସାମରେ ଭୂକମ୍ପ ଝଟ୍କା ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୪.୨ ରହିଛି। ଉତ୍ତର-ପୂର୍ବ ଅଞ୍ଚଳରେ ଗତ ୨୪ ଘଣ୍ଟାରେ ଏହା ପଞ୍ଚମ ଭୂକମ୍ପ। ଭୂକମ୍ପର କେନ୍ଦ୍ରସ୍ଥଳ ସୋନିତପୁର ଜିଲା ମୁଖ୍ୟାଳୟର ତେଜପୁର ନିକଟସ୍ଥ ୩୦ କିଲୋମିଟର ଦୂରରେ ରହିଥିଲା। ଭୂକମ୍ପ ସମୟରେ ଲୋକମାନେ ଭୟଭୀତ ହୋଇ ଘରୁ ବାହାରକୁ ପଳାଇ ଆସିଥିଲେ। ତେବେ ଏଥିରେ କୌଣସି କ୍ଷୟକ୍ଷତି ହୋଇଥିବା ସୂଚନା ମିଳିନାହିଁ। ଏନେଇ ଜାତୀୟ ଭୂକମ୍ପ ବିଜ୍ଞାନ ପକ୍ଷରୁ ସୂଚନା ଦିଆଯାଇଛି। ସୂଚନାଯୋଗ୍ୟ, ଶୁକ୍ରବାର ବିଳମ୍ବିତ ରାତିରେ ଗୋଟାଏରେ ଭୂକମ୍ପ ଝଟ୍କା ଅନୁଭୂତ ହୋଇଥିଲା।
ଦିଲ୍ଲୀରୁ ଆସିଲା ଖୁସି ଖବର, ମୃତ୍ୟୁ ରୋକିବାରେ ଭାକ୍ସିନ୍ର ଦ୍ୱିତୀୟ ଡୋଜ୍ ୯୫ ପ୍ରତିଶତ ପ୍ରଭାବଶାଳୀ…
ନୂଆଦିଲ୍ଲୀ,୨୩।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ଦେଶରେ ଦୈନିକ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି।...
କରୋନାରେ ଡ୍ରିମ୍ଗର୍ଲ ଫେମ୍ ରିଙ୍କୁ ସିଂଙ୍କ ପରଲୋକ
ମୁମ୍ବାଇ,୪।୬: ବଲିଉଡ୍ ଅଭିନେତା ଆୟୁଷ୍ମାନ ଖୁରାନା ଷ୍ଟାରର ଫିଲ୍ମ ‘ଡ୍ରିମ୍ଗର୍ଲ’ର ଅଭିନେତ୍ରୀ ରିଙ୍କୁ ସିଂହ ନିକୁମ୍ଭଙ୍କ ପରଲୋକ ଘଟିଛି। କରୋନାରେ ତାଙ୍କର ମୃତ୍ୟୁ ହୋଇଥିବା ଜଣାପଡ଼ିଛି।...
ସ୍କୁଲରେ ୫ମ ଶ୍ରେଣୀ ଛାତ୍ରୀଙ୍କୁ ଗଣବଳାତ୍କାର
ଚଣ୍ଡିଗଡ଼,୧୧।୬ : ଜଣେ ୧୦ ବର୍ଷୀୟା ନାବାଳିକାଙ୍କୁ ହରିୟାଣାର ଏକ ସ୍କୁଲରେ ଜଣେ ବ୍ୟକ୍ତି ଓ ୮ ନାବାଳକ ଗଣବଳାତ୍କାର କରିଛନ୍ତି। ଘଟଣାର ଭିଡିଓ ଭାଇରାଲ...
ନକଲି ଭାକ୍ସିନ୍ ନେଇ ଟିଏମ୍ସି ଏମ୍ପି ଅସୁସ୍ଥ…
କୋଲକାତା,୨୬।୬: ନକଲି ଭାକ୍ସିନ୍ ନେଇ ପଶ୍ଚିମବଙ୍ଗର ତୃଣମୂଳ କଂଗ୍ରେସ(ଟିଏମ୍ସି) ଏମ୍ପି ତଥା ଅଭିନେତ୍ରୀ ମିମି ଚକ୍ରବର୍ତ୍ତୀ ଅସୁସ୍ଥ ହୋଇପଡ଼ିଛନ୍ତି। ଶନିବାର ସକାଳେ ସେ ଅସୁସ୍ଥ ହୋଇପଡ଼ିବାରୁ...
ବରଣମାଳା ପିନ୍ଧାଇବା ପୂର୍ବରୁ କନ୍ୟା କଲେ ଏମିତି କାଣ୍ଡ; ସମସ୍ତେ ହୋଇଗଲେ ଆଶ୍ଚର୍ଯ୍ୟ
ପ୍ରତାପଗଡ,୧।୬: ଉତ୍ତର ପ୍ରଦେଶର ପ୍ରତାପଗଡ ଜିଲାରେ ଏକ ଅଜବ ଘଟଣା ଦେଖିବାକୁ ମିଳିଛି। ଏଠାରେ ଏକ ବିବାହ ସମାରୋହରେ ବରକୁ ବରଣମାଳା ପିନ୍ଧାଇବା ପାଇଁ ଷ୍ଟେଜ୍...
ଜୀବନ ଯୁଦ୍ଧରେ ହାରିଲେ ଫ୍ଲାଇଂ ଶିଖ୍ ମିଲ୍ଖା
ଚଣ୍ଡିଗଡ଼,୧୯।୬: ଭାରତର ମହାନ ଧାବକ ମିଲଖା ସିଂହଙ୍କ ପରଲୋକ। ଦୌଡ଼ ପ୍ରତିଯୋଗୀତାରେ କେବେ ହାର ମାନି ନ ଥିବା ମିଲ୍ଖା ଆଜି କିନ୍ତୁ ଜୀବନ ଯୁଦ୍ଧରେ...
ନୂଆ ଆକ୍ରାନ୍ତ-ମୃତକଙ୍କ ସଂଖ୍ୟା କମିଲା…
ନୂଆଦିଲ୍ଲୀ,୧୯।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ଲକ୍ଡାଉନ୍ ପ୍ରଭାବରୁ ସଂକ୍ରମଣ କମିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦେଶରେ ନୂଆ...
ଅଢ଼େଇ ମାସ ପରେ ସର୍ବନିମ୍ନ ନୂଆ ଆକ୍ରାନ୍ତ ଚିହ୍ନଟ…
ନୂଆଦିଲ୍ଲୀ,୧୩।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ଲକ୍ଡାଉନ୍ ପ୍ରଭାବରୁ ସଂକ୍ରମଣ କମିବାରେ ଲାଗିଛି। ଗତ ଅଢ଼େଇ ମାସ ପରେ ଦେଶରେ...


