E-Paper
  • logo
  • Saturday 28th March 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଜୀବନଚର୍ଯ୍ୟା

ସଂକ୍ରମଣରୁ ମୁକ୍ତି ପାଇଁ ବର୍ଷାଦିନେ ଖାଆନ୍ତୁ ଏସବୁ ଫଳ
6:17 amJune 26, 2021June 27, 2021

ମୌସୁମୀ ଆସିବା ଫଳରେ ଅନେକ ସ୍ବାସ୍ଥ୍ୟ ସମସ୍ୟା ଦେଖାଯାଇଥାଏ। ଏହି ସମୟରେ ଅନେକ କିଛି ଖାଇବା ଉଚିତ ହୋଇ ନ ଥାଏ। ଏହା ସହ ଦୈନିକ କିଛି ଫଳ ଖାଇବା ନିହାତି ଜରୁରୀ। କାରଣ ଏହି ଫଳରେ ଥିବା ତତ୍ତ୍ୱ ବର୍ଷାଦିନେ ହେଉଥିବା ରୋଗ ଦାଉରୁ ଆମକୁ ରକ୍ଷା ଦେଇଥାଏ। ଜାଣନ୍ତୁ ସେ ଫଳ ସମ୍ପର୍କରେ, ଯାହାକୁ ମସୁମୀ ସମୟରେ ଖାଇବା ଜରୁରୀ ହୋଇଥାଏ।

ଜାମୁ: ଏହି କୋଳି ମୌସୁମୀରେ ଉପଲବ୍ଧ ହୋଇଥାଏ। ତେଣୁ ଏହାକୁ ସମସ୍ତେ ଖାଇବା ଉଚିତ। ମଧୁମେହ ରୋଗୀଙ୍କ ପାଇଁ ଏହା ଏକ ମହୌଷଧି। ଏଥିରେ ଆଇରନ୍‌, ପୋଟାସିୟମ୍‌ ଓ ଭିଟାମିନ୍‌ ରହିଛି। ଏହା ବର୍ଷାଦିନିଆ ସମସ୍ୟାରୁ ମୁକ୍ତି ଦେଇଥାଏ।
ନାସ୍‌ପାତି: ବର୍ଷା ଋତୁରେ ଏହି ଫଳ ଖାଇବା ଅଧିକ ଲାଭଦାୟକ ହୋଇଥାଏ। ଏଥିରେ ଭରପୂର ମାତ୍ରାରେ ଭିଟାମିନ୍‌ ସି ମିଳିଥାଏ। ନାସ୍‌ପାତି ବର୍ଷାଦିନିଆ ସଂକ୍ରମଣରୁ ରକ୍ଷା ଦେଇଥାଏ।
ପିଚ୍‌: ଏଥିରେ ଥିବା ଆଣ୍ଟି ଅକ୍ସିଡାଣ୍ଟ ତତ୍ତ୍ୱ ବର୍ଷାଦିନିଆ ସଂକ୍ରମଣରୁ ରକ୍ଷା କରେ।
ଡାଳିମ୍ବ: ଏହାର ଜୁସ୍‌ ବର୍ଷାଦିନେ ଅଧିକ ଫଳପ୍ରଦ ହୋଇଥାଏ।


[mc4wp_form id="252536"] All Right Reserved By Dharitri.Com

Posted inଜୀବନଚର୍ଯ୍ୟା View All

ଗୁଜରାଟୀ ମ୍ୟାଙ୍ଗୋ କଡ଼ି

ଆବଶ୍ୟକ ସାମଗ୍ରୀ ଆମ୍ବ ପ୍ଲପ- ୧ କପ୍‌, ଖଟା ଦହି- ୧ କପ୍‌, ବେସନ- ୨ ବଡ଼ ଚାମଚ, ତେଲ- ୨ ଚାମଚ, ଅଦା- ଖଣ୍ଡେ,...

ଘରର ଏସବୁ ସ୍ଥାନରେ ରଖନ୍ତୁ ଦର୍ପଣ: କେବେ ବି ହେବେନି ଦରିଦ୍ର

ବାସ୍ତୁବିତ୍‌ଙ୍କ ଅନୁଯାୟୀ, ଯଦି ଘରେ ଦର୍ପଣକୁ ସଠିକ ଦିଗରେ ରଖାଯାଏ ନାହିଁ, ତେବେ ଏହା ବ୍ୟକ୍ତିଙ୍କ ଜୀବନ ଉପରେ ନକାରାତ୍ମକ ପ୍ରଭାବ ପକାଇପାରେ। ବାସ୍ତୁଶାସ୍ତ୍ର ଅନୁଯାୟୀ...

ରାତିରେ ଭୋକ ଲାଗିଲେ କ’ଣ ଖାଇବେ..

ବେଳେବେଳେ ରାତ୍ରିଭୋଜନ ଖାଇକି ଶୋଇଲେ ବି ରାତି ଅଧରେ ଅନେକଙ୍କୁ ଭୋକ ଲାଗିଥାଏ; ଯଦ୍ଦ୍ବାରା ସେମାନଙ୍କ ନିଦ ଭାଙ୍ଗିଯାଏ ଆଉ ସେମାନେ ରାତିରେ ଉଠି କିଛି...

ବୁଦ୍ଧିମତ୍ତା ଓ ନିଦ୍ରା

ଆମେ ପ୍ରତିଦିନ ଅତିକମ୍‌ରେ ୬-୭ ଘଣ୍ଟା ଶୋଇବା ଦରକାର। ହେଲେ କେତେକଙ୍କ କ୍ଷେତ୍ରରେ ଏଥିରେ ତାରତମ୍ୟ ପରିଲକ୍ଷିତ ହୋଇଥାଏ। ତେବେ ଯଦି ଜଣେ ବ୍ୟକ୍ତି ଆବଶ୍ୟକ...

ଧଳା କେଶ ପୁଣି ହେବ କଳା…

କଲମ୍ବିଆ,୨୪।୬: ଜୀବନଶୈଳୀରେ ପରିବର୍ତ୍ତନ ଏବଂ ଅବସାଦ ବୃଦ୍ଧି ଯୋଗୁ କେତେକଙ୍କର ଧଳାର କେଶ ଧଳା ହୋଇଯାଇଥାଏ। ତେବେ ଏହା ପୁଣି ଥରେ କଳା ହୋଇ ପାରିବ।...

ଏହି ୫ ଭୁଲ୍‌ କରୁଛନ୍ତି କି, ହୋଇଯିବେ ବରବାଦ: ଜାଣନ୍ତୁ କ’ଣ କୁହନ୍ତି ଚାଣକ୍ୟ..

ମହାନ ଅର୍ଥନୀତିଜ୍ଞ ଆଚାର୍ଯ୍ୟ ଚାଣକ୍ୟ ନିଜର ନୀତିଶାସ୍ତ୍ର ‘ଚାଣକ୍ୟ ନୀତି’ରେ ମନୁଷ୍ୟ ଜୀବନ ସହ ଜଡ଼ିତ ବିଭିନ୍ନ ସମସ୍ୟା ଓ ତାର ସମାଧାନ ବିଷୟରେ ଉଲ୍ଲେଖ...

ଏକ୍‌ମୋ ଚିକିତ୍ସା

ଏକ୍‌ମୋ ଗୋଟିଏ ପରିବର୍ତ୍ତିତ ହାର୍ଟ-ଲଙ୍ଗ୍‌ସ ଯନ୍ତ୍ର। ହୃତ୍‌ପିଣ୍ଡ ବା ହାର୍ଟ ଅପରେଶନ ସମୟରେ ଏହା ବ୍ୟବହାର ହୁଏ। ମୁମୂର୍ଷୁ ରୋଗୀକୁ ଜୀବନ ଦାନ କରେ। ଶରୀରର...

ବର୍ଷାଦିନିଆ ସଂକ୍ରମଣରୁ ମୁକ୍ତି ପାଇଁ ଖାଆନ୍ତୁ ଏହି ସବୁ ଜିନିଷ

ବର୍ଷାଦିନେ ସଂକ୍ରମଣ ସମସ୍ୟା ଅଧିକ ଦେଖାଯାଇଥାଏ। ଏ ନେଇ ଆମର ପୂର୍ବରୁ ପ୍ରସ୍ତୁତ ନ ହେବା ଫଳରେ ଅନେକ ସମସ୍ୟା ଉପୁଜିଥାଏ। ବଦଳୁଥିବା ସିଜନ୍‌ରେ ନିଜକୁ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ସାଧାରଣ ବଚ୍‌ସାରୁ ହତ୍ୟା
Next Post Next post:
କାର୍ଯ୍ୟକ୍ଷମ ହେଲା ଦେଓ ପ୍ରକଳ୍ପ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts