ମୌସୁମୀ ଆସିବା ଫଳରେ ଅନେକ ସ୍ବାସ୍ଥ୍ୟ ସମସ୍ୟା ଦେଖାଯାଇଥାଏ। ଏହି ସମୟରେ ଅନେକ କିଛି ଖାଇବା ଉଚିତ ହୋଇ ନ ଥାଏ। ଏହା ସହ ଦୈନିକ କିଛି ଫଳ ଖାଇବା ନିହାତି ଜରୁରୀ। କାରଣ ଏହି ଫଳରେ ଥିବା ତତ୍ତ୍ୱ ବର୍ଷାଦିନେ ହେଉଥିବା ରୋଗ ଦାଉରୁ ଆମକୁ ରକ୍ଷା ଦେଇଥାଏ। ଜାଣନ୍ତୁ ସେ ଫଳ ସମ୍ପର୍କରେ, ଯାହାକୁ ମସୁମୀ ସମୟରେ ଖାଇବା ଜରୁରୀ ହୋଇଥାଏ।
ଜାମୁ: ଏହି କୋଳି ମୌସୁମୀରେ ଉପଲବ୍ଧ ହୋଇଥାଏ। ତେଣୁ ଏହାକୁ ସମସ୍ତେ ଖାଇବା ଉଚିତ। ମଧୁମେହ ରୋଗୀଙ୍କ ପାଇଁ ଏହା ଏକ ମହୌଷଧି। ଏଥିରେ ଆଇରନ୍, ପୋଟାସିୟମ୍ ଓ ଭିଟାମିନ୍ ରହିଛି। ଏହା ବର୍ଷାଦିନିଆ ସମସ୍ୟାରୁ ମୁକ୍ତି ଦେଇଥାଏ।
ନାସ୍ପାତି: ବର୍ଷା ଋତୁରେ ଏହି ଫଳ ଖାଇବା ଅଧିକ ଲାଭଦାୟକ ହୋଇଥାଏ। ଏଥିରେ ଭରପୂର ମାତ୍ରାରେ ଭିଟାମିନ୍ ସି ମିଳିଥାଏ। ନାସ୍ପାତି ବର୍ଷାଦିନିଆ ସଂକ୍ରମଣରୁ ରକ୍ଷା ଦେଇଥାଏ।
ପିଚ୍: ଏଥିରେ ଥିବା ଆଣ୍ଟି ଅକ୍ସିଡାଣ୍ଟ ତତ୍ତ୍ୱ ବର୍ଷାଦିନିଆ ସଂକ୍ରମଣରୁ ରକ୍ଷା କରେ।
ଡାଳିମ୍ବ: ଏହାର ଜୁସ୍ ବର୍ଷାଦିନେ ଅଧିକ ଫଳପ୍ରଦ ହୋଇଥାଏ।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.