E-Paper
  • logo
  • Saturday 28th March 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଜୀବନଚର୍ଯ୍ୟା

ବର୍ଷାଦିନିଆ ସଂକ୍ରମଣରୁ ମୁକ୍ତି ପାଇଁ ଖାଆନ୍ତୁ ଏହି ସବୁ ଜିନିଷ
6:35 amJune 24, 2021June 27, 2021

ବର୍ଷାଦିନେ ସଂକ୍ରମଣ ସମସ୍ୟା ଅଧିକ ଦେଖାଯାଇଥାଏ। ଏ ନେଇ ଆମର ପୂର୍ବରୁ ପ୍ରସ୍ତୁତ ନ ହେବା ଫଳରେ ଅନେକ ସମସ୍ୟା ଉପୁଜିଥାଏ। ବଦଳୁଥିବା ସିଜନ୍‌ରେ ନିଜକୁ ସୁସ୍ଥ ଓ ସଂକ୍ରମଣରୁ ମୁକ୍ତ ରଖିବା ପାଇଁ ଖାଦ୍ୟପେୟ ଉପରେ ବିଶେଷ ଧ୍ୟାନ ଦେବାକୁ ପଡ଼ିଥାଏ। ଯାହା ଆପଣଙ୍କୁ ସଂକ୍ରମଣଠାରୁ ଦୂରେଇ ରଖିପାରିବ। ଜାଣନ୍ତୁ ସେ ସମ୍ପର୍କରେ …

ବର୍ଷାଦିନେ ଖାଦ୍ୟ ପ୍ରସ୍ତୁତ କରିବା ସମୟରେ ସେଥିରେ ହେଙ୍ଗୁ, ଧନିଆ ଓ ଜିରା ଅଧିକ ପରିମାଣରେ ପକାଇବା ଉଚିତ। କାରଣ ଏହା ପାଚନଶକ୍ତିକୁ ସୁଦୃଢ଼ ରଖିବା ସହ ସଂକ୍ରମଣରୁ ରକ୍ଷା କରିଥାଏ।

ତେଜପତ୍ର:
ବର୍ଷାଦିନେ ପାଣିରେ ତେଜପତ୍ର ଫୁଟାଇ ପିଇବା ଫଳରେ କାଶ ଓ ଥଣ୍ଡାରୁ ମୁକ୍ତି ମିଳିଥାଏ।

ବର୍ଷାଦିନେ ଥଣ୍ଡା କାଶ ହେଉଥିଲେ ମହୁରେ ଅଳ୍ପ ଡାଲଚିନି ଗୁଣ୍ଡ ମିଶାଇ ପିଇଲେ ଏହା ଦୂର ହୋଇଥାଏ।

ଜୁଆଣି:

ବର୍ଷାଦିନେ ଉପୁଜୁଥିବା ପେଟ ଦରଜ, ଯନ୍ତ୍ରଣା ପାଇଁ ଜୁଆଣି ଲାଭଦାୟକ ହୋଇଥାଏ।

 


[mc4wp_form id="252536"] All Right Reserved By Dharitri.Com

Posted inଜୀବନଚର୍ଯ୍ୟା View All

ଅଧିକ ଲୁଣ ଖାଉଛନ୍ତି କି? ଦେଖାଦେଇପାରେ ଏହି ଜଟିଳ ସ୍ବାସ୍ଥ୍ୟ ସମସ୍ୟା; ଜାଣନ୍ତୁ..

ଆଜିକାଲି ସମୟରେ କିଡନୀ ଷ୍ଟୋନ୍‌ ଏକ ସାଧାରଣ ସମସ୍ୟା ପାଲଟିଛି। ହେଲେ ପୋଷକ ତତ୍ତ୍ୱ କମ୍‌ ହେବା କାରଣରୁ ମଧ୍ୟ ଏହି ଷ୍ଟୋନ୍‌ ହୋଇଥାଏ। ସ୍ବାସ୍ଥ୍ୟ...

ବ୍ରାହ୍ମଣ ଏବଂ ସ୍ତ୍ରୀଙ୍କ ସବୁଠାରୁ ବଡ଼ ଶକ୍ତି କ’ଣ ଆପଣ ଜାଣନ୍ତି କି?

ସ୍ତ୍ରୀ ହୁଅନ୍ତୁ ଅବା ପୁରୁଷ, ସମସ୍ତଙ୍କ ପାଖରେ କିଛି ଗୁଣ, କିଛି ଶକ୍ତି ରହିଥାଏ। ଏହାଦ୍ୱାରା ସେମାନେ କାର୍ଯ୍ୟ ସିଦ୍ଧି କରନ୍ତି। ଆଚାର୍ଯ୍ୟ ଚାଣକ୍ୟ ନୀଜର...

ବଟର ଚିକେନ୍‌

ଆବଶ୍ୟକ ସାମଗ୍ରୀ: ୨ ଟେବ୍‌ଲସ୍ପୁନ୍‌ ତେଲ, ୧ ଟେବଲ୍‌ସ୍ପୁନ୍‌ ବଟର, ଛୋଟ ଛୋଟ କଟା ହୋଇଥିବା ଗୋଟିଏ ପିଆଜ, ୧ ଟି ସ୍ପୁନ୍‌ ଅଦା ଛେଚା...

ପରିବାର ପାଇଁ ପରିବେଶ

ଘର ପରିବେଶକୁ ପ୍ରଦୂଷଣମୁକ୍ତ କରିବା ସହ ଘରକୁ ସୁନ୍ଦର ଓ ଆକର୍ଷଣୀୟ କରିବା ପାଇଁ ଏବେ ଗୃହିଣୀମାନେ ଅଧିକରୁ ଅଧିକ ଇନ୍‌ଡୋର ପ୍ଲାଣ୍ଟ ଲଗାଉଛନ୍ତି। ସମୟ...

ଶ୍ୱେତ କବକ

କିଛି ରିପୋର୍ଟ ଅନୁଯାୟୀ, ଧଳା ଫଙ୍ଗସ୍‌ ରୋଗ ବୃଦ୍ଧି ପାଇବାରେ ଲାଗିଛି। କୋଭିଡ୍‌ରେ ଆକ୍ରାନ୍ତ ରୋଗୀମାନେ ଧଳା ଫଙ୍ଗସ୍‌ ବା ଶ୍ୱେତ କବକ (ହ୍ବାଇଟ୍‌ ଫଙ୍ଗସ୍‌)ରେ...

ମାତୃଗର୍ଭରୁ ସ୍ଥିର ହୁଏ ଏସବୁ

ଚାଣକ୍ୟଙ୍କ ନୀତିଶାସ୍ତ୍ରରେ ମାନବ ଜୀବନରେ ଘଟୁଥିବା ଘଟଣାଗୁଡ଼ିକ ବିଷୟରେ ବର୍ଣ୍ଣନା କରାଯାଇଛି। ସେ ତାଙ୍କ ନୀତିଶାସ୍ତ୍ରରେ କହିଛନ୍ତି, ମାନବ ଜୀବନ ସହିତ ଜଡ଼ିତ ୫ କଥା...

ହାକୁଟିକୁ ଅଣଦେଖା କରୁଛନ୍ତି କି….

  ସାଧାରଣତଃ ଖାଇବା ପରେ ପ୍ରାୟ ଲୋକଙ୍କୁ ହାକୁଟି ଦେଇଥାଏ। ଆଉ ଏହା ଏକ ସାଧାରଣ ସମସ୍ୟା ହୋଇଥାଏ। ମାତ୍ର ଦିନ ସାରା ଯଦି ଏହି...

ଉତ୍ତମ ପରିବେଶ ପାଇଁ…

ପ୍ରଦୂଷିତ ପରିବେଶ ଏବେ ଚିନ୍ତାର କାରଣ ସାଜିଛି। ଅନେକ କାରଣରୁ ଆମର ପରିବେଶ ସ୍ବାସ୍ଥ୍ୟୋପଯୋଗୀ ହେଉନାହିଁ। ଫଳରେ ଆମେ ବିଭିନ୍ନ ପ୍ରକାର ରୋଗର ଶିକାର ହେଉଛେ।...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଧରିତ୍ରୀ କାର୍ଟୁନ୍‍ – Dharitri Cartoon
Next Post Next post:
ଏତିକି ଟଙ୍କାର ଶାଢି ପିନ୍ଧି ଚର୍ଚ୍ଚାରେ ଅଭିନେତ୍ରୀ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts