ବର୍ଷାଦିନେ ସଂକ୍ରମଣ ସମସ୍ୟା ଅଧିକ ଦେଖାଯାଇଥାଏ। ଏ ନେଇ ଆମର ପୂର୍ବରୁ ପ୍ରସ୍ତୁତ ନ ହେବା ଫଳରେ ଅନେକ ସମସ୍ୟା ଉପୁଜିଥାଏ। ବଦଳୁଥିବା ସିଜନ୍ରେ ନିଜକୁ ସୁସ୍ଥ ଓ ସଂକ୍ରମଣରୁ ମୁକ୍ତ ରଖିବା ପାଇଁ ଖାଦ୍ୟପେୟ ଉପରେ ବିଶେଷ ଧ୍ୟାନ ଦେବାକୁ ପଡ଼ିଥାଏ। ଯାହା ଆପଣଙ୍କୁ ସଂକ୍ରମଣଠାରୁ ଦୂରେଇ ରଖିପାରିବ। ଜାଣନ୍ତୁ ସେ ସମ୍ପର୍କରେ …
ବର୍ଷାଦିନେ ଖାଦ୍ୟ ପ୍ରସ୍ତୁତ କରିବା ସମୟରେ ସେଥିରେ ହେଙ୍ଗୁ, ଧନିଆ ଓ ଜିରା ଅଧିକ ପରିମାଣରେ ପକାଇବା ଉଚିତ। କାରଣ ଏହା ପାଚନଶକ୍ତିକୁ ସୁଦୃଢ଼ ରଖିବା ସହ ସଂକ୍ରମଣରୁ ରକ୍ଷା କରିଥାଏ।
ତେଜପତ୍ର:
ବର୍ଷାଦିନେ ପାଣିରେ ତେଜପତ୍ର ଫୁଟାଇ ପିଇବା ଫଳରେ କାଶ ଓ ଥଣ୍ଡାରୁ ମୁକ୍ତି ମିଳିଥାଏ।
ବର୍ଷାଦିନେ ଥଣ୍ଡା କାଶ ହେଉଥିଲେ ମହୁରେ ଅଳ୍ପ ଡାଲଚିନି ଗୁଣ୍ଡ ମିଶାଇ ପିଇଲେ ଏହା ଦୂର ହୋଇଥାଏ।
ଜୁଆଣି:
ବର୍ଷାଦିନେ ଉପୁଜୁଥିବା ପେଟ ଦରଜ, ଯନ୍ତ୍ରଣା ପାଇଁ ଜୁଆଣି ଲାଭଦାୟକ ହୋଇଥାଏ।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.