E-Paper
  • logo
  • Monday 15th June 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଜୀବନଚର୍ଯ୍ୟା

ଅଧିକ ଲୁଣ ଖାଉଛନ୍ତି କି? ଦେଖାଦେଇପାରେ ଏହି ଜଟିଳ ସ୍ବାସ୍ଥ୍ୟ ସମସ୍ୟା; ଜାଣନ୍ତୁ..
11:44 amJune 2, 2021

ଆଜିକାଲି ସମୟରେ କିଡନୀ ଷ୍ଟୋନ୍‌ ଏକ ସାଧାରଣ ସମସ୍ୟା ପାଲଟିଛି। ହେଲେ ପୋଷକ ତତ୍ତ୍ୱ କମ୍‌ ହେବା କାରଣରୁ ମଧ୍ୟ ଏହି ଷ୍ଟୋନ୍‌ ହୋଇଥାଏ। ସ୍ବାସ୍ଥ୍ୟ ବିଶେଷଜ୍ଞଙ୍କ ମତରେ ଶରୀରରେ ପୋଟାଶିୟମ, ପ୍ରୋଟିନ୍‌, ସୋଡିୟମ(ଲବଣ) ଏବଂ ଶୁଗାର(ସର୍କରା) ଆଦି କମ୍‌ ହେବା କାରଣରୁ ଏହି ସମସ୍ୟା ସୃଷ୍ଟି ହୋଇଥାଏ। ଏହାଛଡ଼ା ଅଧିକ ଲୁଣ ଖାଇବା ଦ୍ୱାରା ମଧ୍ୟ ଷ୍ଟୋନ ଭଳି ସମସ୍ୟା ହୋଇଥାଏ। ଫଳରେ ତଳିପେଟରେ ଯନ୍ତ୍ରଣା ଅନୁଭବ ହୋଇଥାଏ। ଏହି ସମସ୍ୟା ଅଧିକ ନ ବଢ଼ିବା ପାଇଁ କ’ଣ କରିବା ଉଚିତ ଆସନ୍ତୁ ଜାଣିବା:

ରୋଗର ଲକ୍ଷଣ: କୀଡ଼ନୀରେ ଷ୍ଟୋନ(ପଥର) ହେବା ପରେ ରୋଗୀକୁ ବାରମ୍ବାର ପରିସ୍ରା କରିବାକୁ ଇଚ୍ଛା ହୋଇଥାଏ। କେବଳ ଏତିକି ନୁହେଁ ପରିଶ୍ରାର ରଙ୍ଗ ହଳଦିଆ ହେବା ସହ ର୍ଦୁଗନ୍ଧ ହୋଇଥାଏ। ତଳିପେଟ, ଅଣ୍ଟାରେ ଯନ୍ତ୍ରଣା ହେବା ମଧ୍ୟ ଏହାର ଏକ ଲକ୍ଷଣ। ଏହି ସମସ୍ୟା ଅଧିକ ବଢ଼ିଲେ ରୋଗୀକୁ ଜ୍ୱର, ଥକ୍କାପଣ ଲାଗିଥାଏ।
ଖାଇବେ ନାହିଁ କେଉଁ ଖାଦ୍ୟ:

ଖାଦ୍ୟପେୟରେ ଅବହେଳା କାରଣରୁ କିଡନୀରେ ପଥର ସମସ୍ୟା ସୃଷ୍ଟି ହୋଇଥାଏ। ଏଣୁ ଖାଦ୍ୟପେୟ ଉପରେ ନଜର ରଖିବା ଉଚିତ। ଅଧିକ ଲୁଣ ଖାଇବା ଉଚିତ ନୁହେଁ। ଏହାଛଡ଼ା ଆମିଷ କମ୍‌ ଖାଇବା ଉଚିତ। ଏହି ରୋଗୀଙ୍କୁ ଅଧିକ ଭିଟାମିନ ଜାତୀୟ ଖାଦ୍ୟ ଖାଇବା ଉଚିତ। ଏହାଛଡ଼ା ହଳଦୀ, ପାଳଙ୍ଗ ଆଦି ଖାଇବା ଉଚିତ।

କିପରି ରହିବ ଡାଏଟ: କିଡନୀରେ ଅଧିକ ବୋଝ ନପକାଇବା ପାଇଁ ଅଧିକ ପାଣି ପିଇବା ଉଚିତ। ଏହାଦ୍ୱାରା ଶରୀରରୁ କ୍ଷତିକାରକ ପଦାର୍ଥ ବାହାରିଯାଇଥାଏ। ଏଣୁ ଡାଏଟରେ ଜୁଆଁଣି ଏବଂ ସେଓର ଜୁସ୍‌ ପିଇବା ଉଚିତ। ପ୍ରତିଦିନ ବ୍ୟକ୍ତିକୁ ଅତିକମ୍‌ରେ ୭ରୁ ୮ ଗ୍ଲାସ ପାଣି ପିଇବା ଉଚିତ ବୋଲି ସ୍ବାସ୍ଥ୍ୟ ବିଶେଷଜ୍ଞମାନେ ପରାମର୍ଶ ଦେଇଛନ୍ତି।


[mc4wp_form id="252536"] All Right Reserved By Dharitri.Com

Posted inଜୀବନଚର୍ଯ୍ୟା View All

ନିଉଟନୀୟ ଓ ଆଇନଷ୍ଟାଇନୀୟ ମାଧ୍ୟାକର୍ଷଣ

ଆମେ ଟେକାଟିଏ ଫିଙ୍ଗିଲେ ତାହା ଉଚ୍ଚକୁ କିଛି ଦୂର ପର୍ଯ୍ୟନ୍ତ ଯାଇ ପୃଥିବୀ ପୃଷ୍ଠକୁ ଖସି ପଡୁଛି। ଫଳଟିଏ ପାଚିଲେ ଗଛରୁ ଛିଣ୍ଡିଯାଇ ତଳେ ପଡୁଛି।...

ଏହି ୪ ଗୁଣ ଥିବା ବ୍ୟକ୍ତିଙ୍କ ପାଖରେ ରୁହେ ନାହିଁ ଧନର ଅଭାବ, ଜାଣନ୍ତୁ କ’ଣ କହିଛନ୍ତି ଚାଣକ୍ୟ

ସର୍ବଶ୍ରେଷ୍ଠ ବିଦ୍ୱାନମାନଙ୍କ ମଧ୍ୟରୁ ଜଣେ ହେଲେ ଚାଣକ୍ୟ। ସେ ଜଣେ କୁଶଳ ରାଜନୀତିଜ୍ଞ, ସଫଳ ଅର୍ଥଶାସ୍ତ୍ରୀ ଥିଲେ। ତାଙ୍କର ସବୁ ବିଷୟରେ ଜ୍ଞାନ ଥିବା କୁହାଯାଏ।...

କରୋନାରୁ ସୁସ୍ଥ ହେବା ପରେ ରୋଗୀଙ୍କଠାରେ ଦେଖାଦେଉଛି ଏସବୁ ଲକ୍ଷଣ

ଦେଶରେ କରୋନା ସଂକ୍ରମଣ ଧୀରେ ଧୀରେ ହ୍ରାସ ପାଉଛି । ସଂକ୍ରମଣ କମୁଥିବା ବେଳେ ମୃତ୍ୟୁସଂଖ୍ୟା ମଧ୍ୟ ହ୍ରାସ ପାଉଥିବା ଲକ୍ଷ୍ୟ କରାଯାଇଛି। କିନ୍ତୁ କରୋନାରୁ...

କଥାବାର୍ତ୍ତା ଶୈଳୀ ବଢ଼ାଏ କାର୍ଯ୍ୟଦକ୍ଷତା

ନିଜର କଥାବାର୍ତ୍ତା ଶୈଳୀ ଉପରେ ସେହି ବ୍ୟକ୍ତିଙ୍କର କାର୍ଯ୍ୟଦକ୍ଷତା ନିର୍ଭର କରିଥାଏ ବୋଲି ଏକ ସଦ୍ୟତମ ଗବେଷଣାରୁ ଜଣାପଡିଛି। ଏପରି ରୋଚକ ତଥ୍ୟ ସମ୍ପର୍କରେ ଲଣ୍ଡନ...

ଏହିସବୁ ତେଲ ଶିଶୁଙ୍କୁ କରିଥାଏ ଶକ୍ତ

  ଶିଶୁ ଜନ୍ମ ନେବା ପରେ ତାର ଲାଳନପାଳନ କ୍ଷେତ୍ରରେ ଅନେକ ଯତ୍ନ ନେବାକୁ ପଡ଼ିଥାଏ । ଜନ୍ମ ହେବା ପରେ ସେମାନଙ୍କୁ କ’ଣ ଖାଇବାକୁ...

ହାକୁଟିକୁ ଅଣଦେଖା କରୁଛନ୍ତି କି….

  ସାଧାରଣତଃ ଖାଇବା ପରେ ପ୍ରାୟ ଲୋକଙ୍କୁ ହାକୁଟି ଦେଇଥାଏ। ଆଉ ଏହା ଏକ ସାଧାରଣ ସମସ୍ୟା ହୋଇଥାଏ। ମାତ୍ର ଦିନ ସାରା ଯଦି ଏହି...

ଘରେ ମନି ପ୍ଲାଣ୍ଟ୍‌ ଲଗାଉଥିଲେ ଏସବୁ ଦିଗ ପ୍ରତି ଦିଅନ୍ତୁ ଧ୍ୟାନ, ନଚେତ୍‌…

ଲୋକଙ୍କ ମନରେ ଧାରଣା ରହିଛି, ମନି ପ୍ଲାଣ୍ଟ ଲଗାଇବା ଦ୍ୱାରା ଘରେ ସୁଖ ଏବଂ ସମୃଦ୍ଧି ବୃଦ୍ଧି ହେବା ସହିତ ଧନର ଆଗମନ ହୋଇଥାଏ। ମାତ୍ର...

ଚେହେରା ଅନୁସାରେ ଏଭଳି ବାଛନ୍ତୁ ଇୟର୍‌ ରିଂ

ମହିଳାମାନଙ୍କୁ ଆକର୍ଷଣୀୟ ଲୁକ୍‌ ଦେବାରେ ଇୟର୍‌ ରିଂର ମଧ୍ୟ ବିଶେଷ ଭୂମିକା ରହିଥାଏ। ତେବେ ସବୁ ମହିଳାଙ୍କୁ ଯେ ସବୁ ପ୍ରକାରର ଇୟର୍‌ ରିଂ ମାନିବ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ପଥର ମାଫିଆଙ୍କୁ ସୁହାଉଛି ଲକ୍‌ଡାଉନ୍‌
Next Post Next post:
କେବେହେଲେ ଘରେ ଲଗାନ୍ତୁ ନାହିଁ ଏସବୁ ଗଛ: ଲାଗି ରହିବ ଝଗଡ଼ା, ସ୍ବାସ୍ଥ୍ୟଗତ ସମସ୍ୟାରେ…

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts