E-Paper
  • logo
  • Monday 30th March 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଜାତୀୟ

ପୂର୍ବତନ ଗୃହମନ୍ତ୍ରୀଙ୍କ ଘରେ ଇଡିର ଚଢ଼ାଉ
2:40 pmJune 25, 2021

ମୁମ୍ବାଇ,୨୫।୬: ପଦ ଛାଡ଼ିବା ପରେ ବି ମହାରାଷ୍ଟ୍ରର ପୂର୍ବତନ ଗୃହମନ୍ତ୍ରୀ ଅନୀଲ ଦେଶମୁଖଙ୍କ ବିବାଦ ଥମିବାର ନା ନେଉନି। ଶୁକ୍ରବାର ଅନୀଲ ଦେଶମୁଖଙ୍କ ବାସଭବନରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡ଼ି) ପକ୍ଷରୁ ଚଢ଼ାଉ କରାଯାଇଛି। ମନି ଲଣ୍ଡରିଂ ମାମଲାରେ ସକାଳୁ ଅନୀଲ ଦେଶମୁଖଙ୍କ ନାଗପୁର ସ୍ଥିତ ବାସଭବନ ସମେତ ୫ଟି ସ୍ଥାନରେ ଚଢ଼ାଉ କରିଛି ଇଡି। ଏହି ଚଢ଼ାଉ ଏବେ ବି ଜାରି ରହିଛି। ଏହାପୂର୍ବରୁ ମେ ୨୫ରେ ଇଡ଼ି ତାଙ୍କ ବାସଭବନରେ ଚଢ଼ାଉ କରିଥିଲା। ଇଡି ପୂର୍ବରୁ ସିବିଆଇ ମଧ୍ୟ ଅନୀଲ ଦେଶମୁଖଙ୍କ ବାସଭବନ ସମେତ ୧୨ଟି ସ୍ଥାନରେ ଚଢ଼ାଉ କରିଥିଲା।


[mc4wp_form id="252536"] All Right Reserved By Dharitri.Com

Posted inଜାତୀୟ View All

ପତ୍ନୀଙ୍କୁ କାମୁଡ଼ିଥିବା କୁକୁରକୁ ଗୁଳି କରି ହତ୍ୟା କଲେ ସ୍ବାମୀ

ଇନ୍ଦୋର,୩।୬: ପତ୍ନୀଙ୍କୁ କାମୁଡ଼ି କ୍ଷତାକ୍ତ କରି ଦେଇଥିଲା ପଡ଼ୋଶୀଙ୍କ ପୋଷା କୁକୁର। ଏଥିରେ ଉତ୍ତ୍ୟକ୍ତ ହୋଇ ସ୍ବାମୀ ଗୁଳିକରି ଉକ୍ତ କୁକୁରକୁ ହତ୍ୟା କରିଛନ୍ତି। ଅଭିଯୁକ୍ତଙ୍କୁ...

୧.୨୯ କୋଟି ଭାକ୍ସିନ୍‌ କିଣିଛନ୍ତି ଘରୋଇ ହସ୍ପିଟାଲ, ବ୍ୟବହାର ହୋଇଛି ୨୨ ଲକ୍ଷ: ସ୍ବାସ୍ଥ୍ୟ ମନ୍ତ୍ରଣାଳୟ…

ନୂଆଦିଲ୍ଲୀ,୧୨।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ଏପରିସ୍ଥଳେ ସରକାରଙ୍କ ପକ୍ଷରୁ ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି। ମେ’ ମାସରେ...

ଭିତିରି କଥା କହିଲେନି

ନୂଆଦିଲ୍ଲୀ,୨୩ା୬: ଜାତୀୟତାବାଦୀ କଂଗ୍ରେସ ପାର୍ଟି (ଏନ୍‌ସିପି) ସୁପ୍ରିମୋ ଶରଦ ପାଓ୍ବାରଙ୍କ ଘରେ ବିରୋଧୀଙ୍କ ବୈଠକକୁ ଭାଜପାକୁ ଚ୍ୟାଲେଞ୍ଜ ଦେବା ପ୍ରକ୍ରିୟାର ଆରମ୍ଭ ବୋଲି ରାଜନୈତିକ ବିଶ୍ଳେଷକମାନେ...

ଏଏପିରେ ସାମିଲ ହେଲେ ପଞ୍ଜାବର ପୂର୍ବତନ ଆଇଜି କୁଓ୍ବଁର

ଅମୃତସର,୨୧।୬: ଆସନ୍ତା ବର୍ଷ ବିଭିନ୍ନ ରାଜ୍ୟରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବ। ଏଥିପାଇଁ ଏବେଠାରୁ ବିଭିନ୍ନ ଦଳରେ ମିଶ୍ରଣ ପର୍ବ ଚାଲିଛି। ଇତିମଧ୍ୟରେ ପଞ୍ଜାବର ପୂର୍ବତନ...

ମେଘାଙ୍କୁ ପୁଲିଜର

ନୂଆଦିଲ୍ଲୀ, ୧୩।୬: ଚାଇନା ସରକାର ଉଇଗର ମୁସଲମାନମାନଙ୍କୁ ଗଣ ଅଟକ ରଖିବା ଘଟଣାର ରହସ୍ୟ ଉନ୍ମୋଚନ କରିଥିବା ଭାରତୀୟ ବଂଶୋଦ୍ଭବ ଖବରଦାତା ମେଘା ରାଜଗୋପାଲନ୍‌ଙ୍କୁ ମର୍ଯ୍ୟାଦାଜନକ...

ଲକ୍ଷ୍ୟ କେତେ ଦୂର

ନୂଆଦିଲ୍ଲୀ/ କୋଲକାତା,୩ା୬: ୨୦୨୧ ଡିସେମ୍ବର ସୁଦ୍ଧା କେନ୍ଦ୍ର ସରକାର ୧୦୦ କୋଟି ଭାରତୀୟଙ୍କୁ ଟିକା ଦେବା ପାଇଁ ସ୍ଥିର କରିଛନ୍ତି। ତେବେ ବର୍ତ୍ତମାନର ମନ୍ଥର ଟିକାକରଣକୁ...

୫ ବର୍ଷରୁ କମ୍‌ ବୟସ୍କ ଛୋଟପିଲା ମାସ୍କ୍‌ ପିନ୍ଧିବା ନୁହେଁ ଜରୁରୀ: ଡିଜିଏଚଏସ୍‌…

ନୂଆଦିଲ୍ଲୀ,୧୦।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ଆତଙ୍କ ଦେଖାଦେଇଛି। ସଂକ୍ରମଣରୁ ସୁରକ୍ଷା ଲାଗି ସାର୍ବଜନୀକ ଟିକାକରଣ ଜାରି ରହିଛି। ଏପରିସ୍ଥଳେ କେନ୍ଦ୍ର ସରକାରଙ୍କ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ...

ଆଜି ଭାଜପାରେ ଯୋଗ ଦେବେ ଜଣେ ବଡ ନେତା

ନୂଆଦିଲ୍ଲୀ,୯।୬: ବୁଧବାର ନୂଆଦିଲ୍ଲୀ ଭାଜପା କାର୍ଯ୍ୟାଳୟରେ କଂଗ୍ରେସର ଜଣେ ବଡ ନେତା ଭାଜପାରେ ସାମିଲ ହେବାର କାର୍ଯ୍ୟକ୍ରମ ରହିଛି। ଭାଜପା ରାଷ୍ଟ୍ରୀୟ ସଭାପତି ଜେପି ନଡ୍ଡାଙ୍କ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଅଭିନେତ୍ରୀ ପାୟଲ ଗିରଫ
Next Post Next post:
ସ୍ବତନ୍ତ୍ର ଟେନ୍‌ରେ କାନପୁର ଗସ୍ତରେ ରାଷ୍ଟ୍ରପତି

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts