E-Paper
  • logo
  • Saturday 25th July 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଆମ ଜିଲା ଖବର, ବାଲେଶ୍ୱର, ରାଜ୍ୟ

ଶିକ୍ଷାବିତ୍‌ ବେଣୁମାଧବଙ୍କ ପରଲୋକ
6:34 pmJune 17, 2021

ବାଲେଶ୍ବର,୧୭।୬: ବାଲେଶ୍ୱର ଜିଲାର ବରିଷ୍ଠ ଶିକ୍ଷାବିତ୍‌ ତଥା ସତ୍ୟସାଇ ଇଞ୍ଜିନିୟରିଂ କଲେଜ ପରିଚାଳନା ନିର୍ଦ୍ଦେଶକ ବେଣୁମାଧବ ପଣ୍ଡାଙ୍କ ପରଲୋକ ହୋଇଯାଇଛି। ବୁଧବାର ରାତି ପ୍ରାୟ ୧୨ଟାରେ ହାଇଦ୍ରାବାଦର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଥିଲା। ସେ କରୋନାରେ ସଂକ୍ରମିତ ହୋଇ ସୁସ୍ଥ ହୋଇଥିଲେ । ପରବର୍ତ୍ତୀ ସମୟରେ ତାଙ୍କର ଫୁସଫୁସ ସଂକ୍ରମିତ ହୋଇ ନଷ୍ଟ ହୋଇଯାଇଥିଲା । ଫଳରେ ତାଙ୍କୁ ଭୁବନେଶ୍ବରରୁ ହାଇଦ୍ରାବାଦକୁ ଏୟାରଲିଫ୍ଟ କରାଯାଇଥିଲା। ମୃତଦେହ ଗୁରୁବାର ବାଲେଶ୍ବର ଅଣାଯିବ ବୋଲି ଜଣାପଡିଛି । ସେ ପୂର୍ବତନ ମନ୍ତ୍ରୀ ପଦ୍ମଲୋଚନ ପଣ୍ଡାଙ୍କ ପୁଅ ହୋଇଥିବା ବେଳେ ବାଲେଶ୍ବରରେ ସମାଜସେବା ତଥା ରାଜନୀତି କ୍ଷେତ୍ରରେ ମଧ୍ୟ ନିଜ ପରିଚୟ ସୃଷ୍ଟି କରିଥିଲେ। ଏହା ସହିତ ସେ ବିଭିନ୍ନ ଅନୁଷ୍ଠାନ ସହିତ ଜଡିତ ଥିଲେ।


[mc4wp_form id="252536"] All Right Reserved By Dharitri.Com

Posted inଆମ ଜିଲା ଖବର, ବାଲେଶ୍ୱର, ରାଜ୍ୟ View All

ବିଦେଶରେ ମୟୂରଭଞ୍ଜ ଛତୁ

ବାରିପଦା ଅଫିସ,୧୧।୬-ରାଜ୍ୟ ତଥା ବିଦେଶକୁ ଏବେ ରପ୍ତାନୀ ହେଉଛି ‘ମୟୂରଭଞ୍ଜ ମସୃମ’। ଜିଲା ତଥା ରାଜ୍ୟ ବାହାରେ ଛତୁ ଓ ମଞ୍ଜିର ବେଶ୍‌ ଚାହିଦା ରହଛି।...

ଖୋଲା ରହିବ କୃଷି ଉପକରଣ ଦୋକାନ

ଭୁବନେଶ୍ୱର,୧୧।୬(ବ୍ୟୁରୋ): କୃଷି ଏବଂ କୃଷି ଆନୁଷଙ୍ଗିକ ବ୍ୟବସାୟିକ ପ୍ରତିଷ୍ଠାନଗୁଡ଼ିକ ସାଧାରଣ ସମୟ ଭଳି ଖୋଲା ରହିବ। ଉଭୟ ଲକ୍‌ଡାଉନ ଏବଂ ଶଟ୍‌ଡାଉନ ସମୟରେ ବିହନ, ସାର,...

ସବୁ ରେକର୍ଡ ଭାଙ୍ଗିଲା: ଦିନକରେ କରୋନା ନେଲା ୪୦ ଜୀବନ

ଭୁବନେଶ୍ୱର,୨।୬(ବ୍ୟୁରୋ): ରାଜ୍ୟରେ ବୁଧବାର କରୋନାରେ ୪୦ଜଣ ଆଖି ବୁଜିଛନ୍ତି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୦୮୩୧ରେ ପହଞ୍ଚିଯାଇଛି। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ...

ଦ୍ୱିତୀୟ ଲହର ଓଡ଼ିଶାରୁ ନେଲାଣି ୨୮ଡାକ୍ତରଙ୍କ ଜୀବନ

ଭୁବନେଶ୍ୱର,୧୨।୬(ବ୍ୟୁରୋ): କରୋନାର ଦ୍ୱିତୀୟ ଲହରରେ ଦେଶରେ ୭୧୯ ଡାକ୍ତରଙ୍କ ମୃତ୍ୟୁ ହୋଇଛି। ଏଥିରେ ଓଡ଼ିଶାର ୨୮ଜଣ ଡାକ୍ତରଙ୍କ ମୃତ୍ୟୁ ହୋଇଥିବା ଇଣ୍ଡିଆନ ମେଡିକାଲ ଆସୋସିଏଶନ(ଆଇଏମ୍‌ଏ) ପକ୍ଷରୁ...

୧୫ ହଜାର ହେକ୍ଟରରୁ ଅଧିକ ବେଆଇନ ଘେରି

କେନ୍ଦ୍ରାପଡ଼ା ଅଫିସ/ରାଜନଗର, ୨୧।୬: (ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ରାଜନଗର ଜାତୀୟ ଉଦ୍ୟାନ ଭିତରକନିକାରେ ଥିବା ୧୪୧ ବେଆଇନ ଚିଙ୍ଗୁଡ଼ି ଘେରିକୁ ଗତ ୧୭ ତାରିଖରେ ରାଜସ୍ବ,...

ଏମ୍‌କେସିଜି କୋଭିଡ୍‌ ହସ୍ପିଟାଲ-୧ ବନ୍ଦ

ଛତ୍ରପୁର,୨୧।୬: ଗଞ୍ଜାମ ଜିଲାର ଯେଉଁ କୋଭିଡ୍‌ ଚିକିତ୍ସା କେନ୍ଦ୍ରରେ କୌଣସି ରୋଗୀ ନାହାନ୍ତି ସେଗୁଡିକ ପର୍ଯ୍ୟାୟକ୍ରମେ ବନ୍ଦ କରିବାକୁ ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ...

ସ୍ତ୍ରୀଙ୍କୁ ପଥରରେ ଛେଚି ହତ୍ୟା କରିବା ପରେ ଆତ୍ମହତ୍ୟା କଲେ ସ୍ବାମୀ

ପୁରୁଷୋତ୍ତମପୁର,୩ା୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବେଢ଼ଛେଲୁ ଗ୍ରାମରେ ଜଣେ ମଦ୍ୟପ ସ୍ବାମୀ ଉନ୍ମତ୍ତ କାଣ୍ଡ ଘଟାଇଛନ୍ତି। ସେ ସ୍ତ୍ରୀଙ୍କ ମୁଣ୍ଡକୁ ପଥର ଛେଚି...

ବିନା ଅନୁମତିରେ ମେସ୍କୋ ରେଲୱେ ସାଇଡିଂ ମାମଲା: ଏସ୍‌ପିସିବି ପକ୍ଷରୁ ତଦନ୍ତ ଆରମ୍ଭ

ଯାଜପୁର ଅଫିସ/କଳିଙ୍ଗନଗର (ଡି.ଏନ.ଏ.),୧୮ା୬: କଳିଙ୍ଗନଗର ଶିଳ୍ପାଞ୍ଚଳର ମେସ୍କୋ ଷ୍ଟିଲ ପରିସରରେ ଥିବା ରେଲୱେ ସାଇଡିଂ ଉପରେ ଗୁରୁବାର ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (ଏସ୍‌ପିସିବି)ର କଳିଙ୍ଗନଗର...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଅଭୟ ପାଠକଙ୍କୁ ମିଳିଲା ଜାମିନ
Next Post Next post:
ତପୁ ମିଶ୍ର ଗୁରୁତର: ଭଗବାନଙ୍କୁ ପ୍ରାର୍ଥନା କରିବାକୁ ନିବେଦନ କଲେ ବୁଦ୍ଧାଦିତ୍ୟ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts