E-Paper
  • logo
  • Monday 30th March 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଜାତୀୟ

ରାଜ୍ୟପାଳ ଆଣିଲେ ଅଭିଯୋଗ: ମିଛ କହୁଛନ୍ତି ଦିଦି
3:21 pmJune 1, 2021

କୋଲକତା,୧।୬: ପଶ୍ଚିମବଙ୍ଗ ରାଜନୀତିରେ ଆରୋପ-ପ୍ରତ୍ୟାରୋପ ଥମିବାର ନାଁ ନେଉ ନାହଁି। ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ହୋଇଥିବା ବାତ୍ୟା ବୈଠକରେ ଯୋଗ ଦେଇ ନ ଥିବାରୁ ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ମଧ୍ୟରେ ଦୂରତା ଆହୁରି ବୃଦ୍ଧି ପାଇଛି। ଅନ୍ୟପକ୍ଷରେ, ପଶ୍ଚିମବଙ୍ଗ ରାଜ୍ୟପାଳ ଜଗଦୀପ ଧନଖର ମମତା ନାଁରେ ମିଥ୍ୟା ଅଭିଯୋଗ ଆଣିଛନ୍ତି ଏବଂ ସେ କହିଛନ୍ତି ଯେ ମୁଖ୍ୟମନ୍ତ୍ରୀ ଏହି ସଭାରେ ଯୋଗଦେବେ ନାହିଁ ବୋଲି ପୂର୍ବରୁ ସଙ୍କେତ ଦେଇସାରିଥିଲେ। ମଙ୍ଗଳବାର ଜଗଦୀପ ଧନଖର ଟୁଇଟ୍‌ କରି ଦାବି କରିଛନ୍ତି ଯେ, ମେ ୨୮ ବୈଠକ ପୂର୍ବ ଦିନ ରାତିରେ ମମତା ବାନାର୍ଜୀ ତାଙ୍କୁ ମେସେଜ କରି କହିଥିଲେ ଯେ, ଯଦି ଏହି ବୈଠକରେ ଶୁଭେନ୍ଦୁ ଅଧିକାରୀ ଉପସ୍ଥିତ ରହିବେ, ତା’ହେଲେ ସେ ଏହି ବୈଠକକୁ ସେ ବୟକଟ୍‌ କରିବେ। ଜନସେବା ଉପରେ ଅହଂକାର ଭାରୀ ପଡିଛି ବୋଲି ରାଜ୍ୟପାଳ ଟୁଇଟ୍‌ ଯୋଗେ ମମତାଙ୍କୁ ଟାର୍ଗେଟ କରିଛନ୍ତି।
ନିକଟରେ ବାତ୍ୟା ୟାସର କ୍ଷୟକ୍ଷତିର ଆକଳନ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମବଙ୍ଗ ଯାଇଥିଲେ। ତେବେ ମୋଦିଙ୍କ ସମୀକ୍ଷା ବୈଠକରେ ବିରୋଧୀ ଦଳର ବିଧାୟକମାନେ ଯୋଗଦେଇଥିବାରୁ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଓ ମୁଖ୍ୟ ଶାସନ ସଚିବ ଅଲପନ ଏଥିରେ ଯୋଗ ଦେଇ ନଥିଲେ। ସେମାନେ କେବଳ ମୋଦିଙ୍କୁ କ୍ଷୟକ୍ଷତି ରିପୋର୍ଟ ଧରାଇ ଦେଇ ଦିଘାକୁ କ୍ଷୟକ୍ଷତି ଆକଳନ କରିବାକୁ ଚାଲି ଯାଇଥିଲେ। ଏହାକୁ ନେଇ ବିବାଦ ଦେଖାଯାଇଥିଲା।

Constrained by false narrative to put record straight: On May 27 at 2316 hrs CM @MamataOfficial messaged “may i talk? urgent”.

Thereafter on phone indicated boycott by her & officials of PM Review Meet #CycloneYaas if LOP @SuvenduWB attends it.

Ego prevailed over Public service

— Governor West Bengal Jagdeep Dhankhar (@jdhankhar1) May 31, 2021


[mc4wp_form id="252536"] All Right Reserved By Dharitri.Com

Posted inଜାତୀୟ View All

ନୁଶରତ୍‌ ଜାହାଁ ଠକ; ବିବାହ କରି ନଥିଲେ ତ ସିନ୍ଦୁର କାହିଁକି ଲଗାଇଲେ

କୋଲକାତା,୧୧।୬: ତୃଣମୂଳ କଂଗ୍ରେସ ଏମ୍‌ପି ନୁଶରତ୍‌ ଜାହାଁଙ୍କ ବିବାହକୁ ନେଇ ଉପୁଜିଥିବା ବିବାଦ ଥମିବାର ନାଁ ନେଉନାହିଁ। ଏଥିଯୋଗୁ ଭାଜପା ନେତାମାନେ ତାଙ୍କୁ ଟାର୍ଗେଟ କରୁଛନ୍ତି।...

ମାଆବାପା ପଜିଟିଭ୍‌ ହେଲେ କର୍ମଚାରୀଙ୍କୁ ୧୫ ଦିନ ସ୍ବତନ୍ତ୍ର ଛୁଟି

ନୂଆଦିଲ୍ଲୀ, ୧୦।୬(ପି.ଟି.): କୌଣସି କେନ୍ଦ୍ରୀୟ ସରକାରୀ କର୍ମଚାରୀଙ୍କର ମାଆବାପା, କିମ୍ବା ତାଙ୍କ ଉପରେ ନିର୍ଭରଶୀଳ ପରିବାର ସଦସ୍ୟ ଯଦି କୋଭିଡ୍‌ ପଜିଟିଭ୍‌ ଚିହ୍ନଟ ହୁଅନ୍ତି, ତେବେ...

ରବିଶଙ୍କରଙ୍କ ଟୁଇଟର ଆକାଉଣ୍ଟ ବନ୍ଦ

ନୂଆଦିଲ୍ଲୀ,୨୬ା୬: କେନ୍ଦ୍ର ସରକାର ଓ ସୋସିଆଲ ମିଡିଆ ପ୍ଳାଟ୍‌ଫର୍ମ ମଧ୍ୟରେ ଚାଲିଥିବା ଶୀତଳଯୁଦ୍ଧର ଏକ ବିଚିତ୍ର ପରିଣାମ ଶୁକ୍ରବାର ଦେଖିବାକୁ ମିଳିଛି। ସୂଚନା ଓ ପ୍ରଯୁକ୍ତିବିଦ୍ୟା...

କଶ୍ମୀରକୁ ଫେରିବ ରାଜ୍ୟ ମାନ୍ୟତା

ନୂଆଦିଲ୍ଲୀ,୨୫।୬(ପି.ଟି.): ଜମ୍ମୁ-କଶ୍ମୀରକୁ ଉପଯୁକ୍ତ ସମୟରେ ରାଜ୍ୟ ମାନ୍ୟତା ଫେରାଇ ଦିଆଯିବ। ବର୍ତ୍ତମାନ ସୀମା ପୁନଃ ନିର୍ଦ୍ଧାରଣ ପାଇଁ ଚାଲିଥିବା କସରତ ଉପତ୍ୟକାରେ ନିର୍ବାଚନ ପ୍ରକ୍ରିୟା ପାଇଁ...

କୋଭିଡ୍‌ ମୃତ୍ୟୁ: ପରିବାରକୁ ମିଳିପାରେ ୪ ଲକ୍ଷ

ନୂଆଦିଲ୍ଲୀ, ୧୨।୬(ଆଇଏଏନ୍‌ଏସ୍‌): କରୋନାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପରିବାର ସଦସ୍ୟଙ୍କୁ ୪ ଲକ୍ଷ ଟଙ୍କା ଆର୍ଥିକ କ୍ଷତିପୂରଣ ଯୋଗାଇଦେବା ପାଇଁ ଏକ ଆବେଦନର ବିଚାର କରାଯାଉଛି...

ଅଧିକ ଆଣ୍ଟିବଡି ସୃଷ୍ଟି କରୁଛି କୋଭିଶିଲ୍ଡ

ନୂଆଦିଲ୍ଲୀ,୭।୬: କୋଭାକ୍ସିନ ଅପେକ୍ଷା କୋଭିଶିଲ୍ଡ ଟିକା ଅଧିକ ଆଣ୍ଟିବଡି ସୃଷ୍ଟି କରୁଥିବା ଏକ ଅଧ୍ୟୟନରୁ ଜଣାପଡ଼ିଛି। ଉପରୋକ୍ତ ଟିକାର ଦୁଇଟି ଡୋଜ୍‌ ନେଇଥିବା ସ୍ବାସ୍ଥ୍ୟ କର୍ମଚାରୀଙ୍କ...

ଲାକ୍ଷାଦ୍ୱୀପର ୧୫ ଭାଜପା ନେତାଙ୍କ ଇସ୍ତଫା

କୋଚି, ୧୩।୬: ଅଭିନେତ୍ରୀ ତଥା ମଡେଲ ଆଇଶା ସୁଲତାନାଙ୍କ ବିରୋଧରେ ଦେଶଦ୍ରୋହ ମାମଲାକୁ ବିରୋଧ କରି ଲାକ୍ଷାଦ୍ୱୀପ ଭାଜପା ସାଧାରଣ ସମ୍ପାଦକ ଅବଦୁଲ ହମିଦ ମୁଲ୍ଲିପୁଝାଙ୍କ...

ସିଜେଆଇଙ୍କୁ ଚିଠି ଲେଖିଲେ ଛାତ୍ରୀ

କରୋନାରେ ଲୋକଙ୍କ କଷ୍ଟ ବୁଝି ସେମାନଙ୍କ ଜୀବନ ବଞ୍ଚାଇବାକୁ ପ୍ରଭାବୀ ଢଙ୍ଗରେ ହସ୍ତକ୍ଷେପ କରିଥିବାରୁ ସିଜେଆଇ ଏନ୍‌. ଭି. ରମାନାଙ୍କୁ ଧନ୍ୟବାଦ ଜଣାଇଛନ୍ତି କେରଳର ୫ମ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଆଉନାହାନ୍ତି ମାରୁତିରାଓ କାଲେ
Next Post Next post:
ନିରଞ୍ଜନ ସେଠୀ ସୂଚନା ଓ ଲୋକ ସମ୍ପର୍କ ବିଭାଗର ନୂଆ ନିର୍ଦ୍ଦେଶକ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts