ଟିଭି କ୍ୱିନ୍ କୁହାଯାଉଥିବା ଏକତା କପୁର ପ୍ରାୟତଃ ସବୁ ବେଳେ କଳା ପୋଷାକ ପିନ୍ଧି ଥିବା ନଜର ଆସିଥାନ୍ତି। ତେବେ ଅନେକ ତାଙ୍କ କଳା ପୋଷାକ ଦେଖି ଏହା ତାଙ୍କର ପ୍ରିୟ ବୋଲି ଭାବୁଥିବେ ମାତ୍ର ଏହା ପଛରେ ଏକ ବଡ଼ ରାଜ ଲୁଚି ରହିଛି। ତେବେ ଜୁନ୍ ୭ ଏକତାଙ୍କ ଜନ୍ମଦିନ ଅବସରରେ ଜାଣନ୍ତୁ କାହିଁକି ସବୁବେଳେ କଳା ରଙ୍ଗର ପୋଷାକ ପିନ୍ଧନ୍ତି ଏକତା।
ଏକତା ଜ୍ୟୋତିଷଶାସ୍ତ୍ର ଉପରେ ଗଭୀର ବିଶ୍ୱାସ କରନ୍ତି। କେତେକ ଜ୍ୟୋତିଷ ତାଙ୍କୁ କଳା ପୋଷାକ ପିନ୍ଧିବାକୁ ପରାମର୍ଶ ଦେଇଥିଲେ। ପରେ ସେ ସବୁବେଳେ କଳା ପୋଷାକ ପିନ୍ଧିଥିବାର ଦେଖାଯାଏ । ଜ୍ୟୋତିଷଶାସ୍ତ୍ର ଅନୁଯାୟୀ ଏକତାଙ୍କ ଅଧିକାଂଶ ଫିଲ୍ମ ଏବଂ ସିରିଏଲ ‘କେ’ ଅକ୍ଷରରୁ ଆରମ୍ଭ ହୁଏ ।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.