E-Paper
  • logo
  • Saturday 28th March 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଫୁରସତ

ନିଜର ୨୮ ସ୍ତ୍ରୀଙ୍କ ସାମ୍ନାରେ ଯୁବତୀଙ୍କ ହାତ ଧରିଲେ ଏହି ବୃଦ୍ଧ; ଭିଡିଓ ଦେଖିଲେ ହେବେ…
11:40 amJune 12, 2021

ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି ଏକ ବିବାହର ଭିଡିଓ। ଆଇପିଏସ୍‌ ଅଧିକାରୀ ରୁପିନ ଶର୍ମା ଟୁଇଟରରେ ଏହାକୁ ଶେୟାର କରିଛନ୍ତି। ଭିଡିଓରେ ଜଣେ ବୃଦ୍ଧ ଅନେକ ମହିଳା ଏବଂ ଶିଶୁଙ୍କ ମଧ୍ୟରେ ବିବାହ କରୁଥିବା ଦେଖାଯାଉଛି।

ତେବେ ଯେଉଁ ଭିଡିଓଟି ଭାଇରାଲ ହେଉଛି ସେଥିରେ ଉକ୍ତ ବୃଦ୍ଧ ନିଜର ୩୭ତମ ବିବାହ କରୁଛନ୍ତି। ପୂର୍ବରୁ ସେ ୩୬ଜଣଙ୍କୁ ବିବାହ କରିଥିଲେ। ତାଙ୍କର ଏକ ବଡ଼ ପରିବାର ମଧ୍ୟ ଅଛି। ନବ ବିବାହିତାଙ୍କୁ ଛାଡ଼ିଲେ ତାଙ୍କର ଏବେ ୨୮ଜଣ ସ୍ତ୍ରୀ, ତାଙ୍କଠାରୁ ଜନ୍ମ ନେଇଥିବା ୩୫ଜଣ ପିଲା ଏବଂ ୧୨୬ଜଣ ନାତିନାତୁଣୀ ଅଛନ୍ତି।

ବିବାହକୁ ନେଇ ପୁରା ପରିବାର ବେଶ ଉତ୍ସାହିତ ଥିବା ସ୍ପଷ୍ଟ ହେଉଛି। ଆଇପିଏସ୍‌ ଅଧିକାରୀ ତାଙ୍କୁ ବେଶ ସାହସୀ ମଣିଷ ବୋଲି ଅବିହିତ କରୁଛନ୍ତି। ଲୋକମାନେ ଏଥିରେ ମଜାଳିଆ କମେଣ୍ଟ ଦେଉଛନ୍ତି।

BRAVEST MAN….. LIVING

37th marriage in front of 28 wives, 135 children and 126 grandchildren.👇👇 pic.twitter.com/DGyx4wBkHY

— Rupin Sharma IPS (@rupin1992) June 6, 2021


[mc4wp_form id="252536"] All Right Reserved By Dharitri.Com

Posted inଫୁରସତ View All

ନିଜ ବିବାହରେ କ୍ୟାମେରାମ୍ୟାନ୍‌ ପାଲଟିଲେ ବର; କନ୍ୟାଙ୍କ ଏଭଳି ଫଟୋଶୁଟ୍‌ କଲେ ଯେ ଭିଡିଓ ହେଉଛି…

ନୂଆଦିଲ୍ଲୀ: ଆପଣ କେବେ ଦେଖିଛନ୍ତି କି ଶୁଣିଛନ୍ତି ଯେ ବର ନିଜ ବିବାହରେ ନିଜେ ଫଟୋଶୁଟ୍‌ କରୁଛନ୍ତି। ଉତ୍ତର ବୋଧହୁଏ ନା ହେବ। ହେଲେ ଇନ୍‌ଷ୍ଟାଗ୍ରାମରେ...

ବାପାଙ୍କୁ ଚିଠି…

ଗୋଟେ ଦମ୍ଭର ନାଁ, ଗୋଟେ ଅହଙ୍କାରର ନାଁ, ଗୋଟେ ଆଶ୍ରାର ନାଁ, ଗୋଟେ ନିରୀହ ଭଲପାଇବାର ନାଁ ବାପା। ହେଲେ କୌଣସି ସନ୍ତାନ କ’ଣ ସତରେ...

ଏମିତି ଦେଶ, ଯାହାର ନୌସେନା ନାହିଁ କି ବାୟୁସେନା, ଏପରି ହୋଇଥାଏ ଦେଶ ସୁରକ୍ଷା

ସାଧାରଣତଃ ଦେଶର ସୁରକ୍ଷା ପାଇଁ ଜଳ, ସ୍ଥଳ, ବାୟୁ ସେନା ଗଠନ କରାଯାଇଥାଏ। କାରଣ ଶତ୍ରୁ ଦେଶ ସହ କଡ଼ା ମୁକାବିଲା କରିବା ପାଇଁ ଏପରି...

ଖଣ୍ଡେ ମାଛ ପାଇଁ ବରଯାତ୍ରୀଙ୍କ ମଧ୍ୟରେ ମାରପିଟ୍‌…

ଗୋପାଳଗଞ୍ଜ,୧୨।୬: ଖାଇବାକୁ ନେଇ ବରଯାତ୍ରୀଙ୍କ ମଧ୍ୟରେ ମାରପିଟ୍‌ ଯୋଗୁ ୧୧ ଜଣ ଆହତ ହୋଇଛନ୍ତି। ଆହତଙ୍କୁ ଚିକିତ୍ସା ଲାଗି ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଏହି ଘଟଣା...

ଯେଉଁ ଶିକ୍ଷକଙ୍କୁ ପ୍ରେମ କରୁଥିଲେ ଯୁବତୀ, ସେହି ଶିକ୍ଷକଙ୍କ ମୃତ ସ୍ତ୍ରୀ ଦେଖାଦେଲେ ଇନ୍‌ଷ୍ଟାଗ୍ରାମରେ

ମଣିଷ ପ୍ରେମରେ ବେଳେବେଳେ ଏମିତି ଧୋକା ଖାଏ ଯେ, ଚାହିଁଲେ ବି କିଛି କରିବାର କ୍ଷମତା ନ ଥାଏ। ସେମିତି ଏକ ଘଟଣା ଘଟିଛି ଜଣେ...

ଦ୍ୱିତୀୟ ଡୋଜ ନେବା ପରେ ଶରୀରରେ ସୃଷ୍ଟି ହେଲା ଚୁମ୍ବକୀୟ ଶକ୍ତି

ନାଶିକ,୧୧।୬ : କୋଭିଡ୍‌ ଟିକା ନେବା ପରେ ଲୋକଙ୍କ ଠାରେ ବିଭିନ୍ନ ପ୍ରକାର ପାର୍ଶ୍ୱ ପ୍ରତିକ୍ରିୟା ଦେଖାଯାଉଛି, ଯାହା ସାଧାରଣ। କିନ୍ତୁ ନାଶିକର ଅରବିନ୍ଦ ସୋନାର...

ତିନି ଗୋଡ଼ିଆ ମଣିଷ ଫ୍ରାନ୍ସେସ୍କୋ: ଥିଲା ୪ ପାଦ ଓ ଦୁଇଟି ଗୁପ୍ତାଙ୍ଗ

ବେଳେବେଳେ ଆମେ ଏମିତି କିଛି ଅଜବ ଦେଖୁ ଯାହାକୁ ସହଜରେ ବିଶ୍ୱାସ କରିହୁଏନା। ସେମିତି କିଛି ଅଜବ ଦେଖିବାକୁ ମିଳିଥିଲା ଇଟାଲିରେ। ଏଠାକାର ଜଣେ ବ୍ୟକ୍ତି...

ଏକପାଖିଆ ବିଚାରବୋଧ ଐତିହ୍ୟକୁ ବିକୃତ କରେ

ପୂର୍ବରୁ ଏହି ସ୍ତମ୍ଭ(୧୫ା୩ା୨୧)ରେ ତୀର୍ଥକ୍ଷେତ୍ର ବିଷୟ ଉପସ୍ଥାପନ ପ୍ରାଥମିକ ଅବବୋଧ ପାଇଁ ଉଦ୍ଦିଷ୍ଟ ଥିଲା। କୋଣାଦିତ୍ୟ କ୍ଷେତ୍ରରେ ଚନ୍ଦ୍ରଭାଗା ତୀର୍ଥର ମାନବିକ ମୂଲ୍ୟବୋଧ ଭିତ୍ତିକ ଗୁରୁତ୍ୱ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଭାକ୍ସିନ୍‌ ଯୋଗୁ ପୁଣି ନୂଆ ବିପଦ: ୨ ଡୋଜ୍‌ ମଧ୍ୟରେ ସମୟ ବଢ଼ିଲେ ସଂକ୍ରମଣ ଆଶଙ୍କା ଅଧିକ…
Next Post Next post:
କୋଭିଡ ମୃତ୍ୟୁସଂଖ୍ୟାକୁ ନେଇ ଅସନ୍ତୁଷ୍ଟ ହାଇକୋର୍ଟ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts