E-Paper
  • logo
  • Thursday 24th September 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଜାତୀୟ

ବୋହୂଙ୍କୁ ଜାଣିଶୁଣି ମାଡ଼ି ବସିଲେ କରୋନା ଆକ୍ରାନ୍ତ ଶାଶୁ
11:41 pmJune 6, 2021

ହାଇଦ୍ରାବାଦ,୬।୬ : କୋଭିଡ୍‌-୧୯ରେ ଆକ୍ରାନ୍ତ ହେବା ପରେ ଜଣେ ବୃଦ୍ଧା ଘରେ ଆଇସୋଲେଶନରେ ରହି ରହି ବିରକ୍ତ ହୋଇଯାଇଥିଲେ। ନିୟମ ଅନୁସାରେ ସମାଜିକ ଦୂରତା ପାଳନ କରି ଦୂରରୁ ଖାଇବାକୁ ଦେଉଥିଲା ବୋହୂ। ଏପରି କି ମହିଳାଙ୍କ ପାଖକୁ ଛାଡ଼ୁ ନ ଥିଲେ ଛୁଆଙ୍କୁ। ଏହା ଶାଶୁଙ୍କ ଆତ୍ମ ସମ୍ମାନକୁ ଖୁବ୍‌ ବାଧିଥିଲା। ଏଣୁ ବୋହୂକୁ ସଂକ୍ରମିତ କରିବା ପାଇଁ ବଳ ପୂର୍ବକ ମାଡ଼ି ବସିଥିଲେ। ଏତିକିରେ ଥମି ନ ଥିଲା, ଶାଶୁଙ୍କ ରାଗ। ସଂକ୍ରମିତ କରିବା ପରେ ଘରୁ ତଡ଼ିଦେଇଥିଲେ ବୋହୂ ଓ ଦୁଇ ନାତିଙ୍କୁ। ଏଭଳି ଘଟଣା ସାମ୍ନାକୁ ଆସିଛି ତେଲଙ୍ଗାନାର ରାଜାନା ସିରିକିଲା ଜିଲାର ଥିମାପୁର ଗ୍ରାମରୁ।

୨୦ ବର୍ଷୀୟା ବୋହୂଙ୍କ ସମେତ ୨ ନାତି ମଧ୍ୟ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଘଟଣା ପରେ ମହିଳାଙ୍କ ବିରୋଧରେ ସ୍ଥାନୀୟ ଅଧିକାରୀଙ୍କ ନିକଟରେ କାର୍ଯ୍ୟାନୁଷ୍ଠାନ ଦାବି କରିଛନ୍ତି ବୋହୂଙ୍କ ସମ୍ପର୍କୀୟ ଓ ଗ୍ରାମବାସୀ।


[mc4wp_form id="252536"] All Right Reserved By Dharitri.Com

Posted inଜାତୀୟ View All

ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଏବେ ଲକ୍ଷେରୁ କମ୍‌…

ନୂଆଦିଲ୍ଲୀ,୯।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ନୂଆ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା କମିବାରେ ଲାଗିଛି। ଲକ୍‌ଡାଉନ୍‌ ପ୍ରଭାବରୁ ସଂକ୍ରମଣ...

ଜି ୭: ଭାରତ ପାଇଁ କ’ଣ

ଲଣ୍ଡନ/ନୂଆଦିଲ୍ଲୀ,୧୨ା୬: ବ୍ରିଟେନର କର୍ନଓ୍ବାଲସ୍ଥିତ ସେଣ୍ଟ ଆଇଭେସ୍‌ରେ ବିଶ୍ୱର ପ୍ରମୁଖ ୭ ଧନୀ ରାଷ୍ଟ୍ର ଏକତ୍ରିତ ହୋଇଛନ୍ତି। ଆମେରିକା, ବ୍ରିଟେନ, ଫ୍ରାନ୍ସ, ଜର୍ମାନୀ, ଇଟାଲୀ, କାନାଡା ଓ...

ୟୁପିର ପୂର୍ବତନ ମୁଖ୍ୟ ଶାସନ ସଚିବ ଅନୁପ ହେଲେ ନୂଆ ଇସି

ନୂଆଦିଲ୍ଲୀ,୯।୬: ଅବସରପ୍ରାପ୍ତ ଆଇଏଏସ୍‌ ଅଫିସର ଅନୁପ ଚନ୍ଦ୍ର ପାଣ୍ଡେଙ୍କୁ ଭାରତର ଅନ୍ୟତମ ନିର୍ବାଚନ କମିଶନର (ଇସି) ଭାବେ ନିଯୁକ୍ତି ଦିଆଯାଇଛି। ରାଷ୍ଟ୍ରପତି ରାମନାଥ କୋବିନ୍ଦ ମଙ୍ଗଳବାର...

ଦିଲ୍ଲୀପ କୁମାର ହିନ୍ଦୁଜା ହସ୍ପିଟାଲରେ ଭର୍ତ୍ତି…

ମୁମ୍ବାଇ,୬।୬: ବଲିଉଡ୍‌ ଅଭିନେତା ଦିଲ୍ଲୀପ୍‌ କୁମାରଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହେବାରୁ ତାଙ୍କୁ ମୁମ୍ବାଇର ହିନ୍ଦୁଜା ହସ୍ପିଟାଲରେ ଚିକିତ୍ସା ଲାଗି ଭର୍ତ୍ତି କରାଯାଇଛି। ସେ ନିଶ୍ୱାସ ନେବାରେ...

ସ୍କୁଲ ଛାତ୍ରୀଛାତ୍ରଙ୍କ ପାଇଁ ୨ ଲକ୍ଷର ସ୍ବାସ୍ଥ୍ୟ ବୀମା: ବିଶେଷଜ୍ଞ କମିଟି ପକ୍ଷରୁ ପ୍ରସ୍ତାବ…

ବେଙ୍ଗାଲୁରୁ,୨୧।୬: ଦେଶରେ କରୋନା ମହାମାରୀର ତୃତୀୟ ଲହର ଆଶଙ୍କା ଘନେଇ ଆସୁଛି। ଏପରିସ୍ଥଳେ ସ୍କୁଲ ଖୋଲାଯିବା ନେଇ ମଧ୍ୟ ଯୋଜନା କରାଯାଉଛି। ତେବେ ସ୍କୁଲ ଛାତ୍ରୀଛାତ୍ରଙ୍କ...

ଦଶମ-ଏକାଦଶ ମାର୍କ ଆଧାରରେ ପ୍ରକାଶ ପାଇବ ସିବିଏସ୍‌ଇ ଦ୍ୱାଦଶ ପରୀକ୍ଷା ଫଳ…

ନୂଆଦିଲ୍ଲୀ,୧୭।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସିବିଏସ୍‌ଇ ଦ୍ୱାଦଶ ପରୀକ୍ଷାକୁ ସ୍ଥଗିତ ରଖାଯାଇଥିଲା। ତେବେ ଏହାର ଭାଲ୍ୟୁଏଶନ କିପରି କରାଯିବ ସେ ନେଇ ବିବାଦ ଦେଖାଦେଇଥିଲା।...

ଭାଜପାକୁ ଭାଙ୍ଗିବାକୁ ପ୍ରୟାସ:ଟିଏମ୍‌ସିରେ ସାମିଲ ହେଲେ ଅନେକ ନେତା

କୋଲକାତା,୨୧।୬: ପଶ୍ଚିମବଙ୍ଗରେ ଭାଜପାକୁ ଆଉ ଏକ ଝଟ୍‌କା ଲାଗିଛି। ଅଲିପୁରଦ୍ୱାରରୁ ଦଳର ଜିଲାଧ୍ୟକ୍ଷ ଗଙ୍ଗା ପ୍ରସାଦ ଶର୍ମା ତୃଣମୂଳ କଂଗ୍ରେସ(ଟିଏମ୍‌ସି)ର ହାତ ଧରିଛନ୍ତି। ସୋମବାର ଦ୍ୱିପ୍ରହରରେ...

ନକଲି ଭାକ୍ସିନ୍‌ ନେଇ ଟିଏମ୍‌ସି ଏମ୍‌ପି ଅସୁସ୍ଥ…

କୋଲକାତା,୨୬।୬: ନକଲି ଭାକ୍ସିନ୍‌ ନେଇ ପଶ୍ଚିମବଙ୍ଗର ତୃଣମୂଳ କଂଗ୍ରେସ(ଟିଏମ୍‌ସି) ଏମ୍‌ପି ତଥା ଅଭିନେତ୍ରୀ ମିମି ଚକ୍ରବର୍ତ୍ତୀ ଅସୁସ୍ଥ ହୋଇପଡ଼ିଛନ୍ତି। ଶନିବାର ସକାଳେ ସେ ଅସୁସ୍ଥ ହୋଇପଡ଼ିବାରୁ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ବେଙ୍ଗ ସହ ହିନ୍ଦୁଙ୍କୁ ତୁଳନା କଲେ ଆରଏସ୍‌ଏସ୍‌ ନେତା
Next Post Next post:
ଆଣ୍ଠୁମାଡି ସ୍ତ୍ରୀଙ୍କ ଫଟୋ ଉଠାଇଲେ କୋହଲି: ମହିଳା କ୍ରିକେଟର୍‌ କଲେ ଖୁଲାସା

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts