E-Paper
  • logo
  • Monday 15th June 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଫୁରସତ

ହାତୀ ଖାଉଛି ହେଲମେଟ୍‌ : ଭିଡିଓ ଭାଇରାଲ
8:41 amJune 12, 2021

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ନୂତନ ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ ଯୋଗାଉଥିବା ବେଳେ କେତେକ ଭାବପ୍ରବଣ କରିଦିଏ। ସେହିଭଳି ଟୁଇଟରରେ ଏବେ ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ଏଥିରେ ଏକ ହାତୀକୁ ଦେଖିବାକୁ ମିଳୁଛି। ପରେ ରାସ୍ତା କଡ଼ରେ ଏକ ଗାଡ଼ିରେ ଟଙ୍ଗା ହୋଇଥିବା ହେଲମେଟ୍‌କୁ ହାତୀଟି ଶୁଣ୍ଢ ସାହାଯ୍ୟରେ କାଢ଼ି ତାହାକୁ ଖାଇଦେଉଛି। ଭିଡିଓକୁ ଭାରତୀୟ ବନସେବା ଅଧିକାରୀ ସୁଶାନ୍ତ ନନ୍ଦ ତାଙ୍କ ରି ଟୁଇଟକରିଛନ୍ତି। ଏହି ଭିଡିଓଟି ଅଧିକ ଭାଇରାଲ ହେବାରେ ଲାଗିଛି।

 

Ohh no… pic.twitter.com/TpPB4NCRZd

— Susanta Nanda IFS (@susantananda3) June 11, 2021


[mc4wp_form id="252536"] All Right Reserved By Dharitri.Com

Posted inଫୁରସତ View All

ଧୋନୀ ଘୋଡ଼ା ସହିତ ଲଗାଇଲେ ରେସ୍‌ : ସାକ୍ଷୀ କଲେ ଭିଡ଼ିଓ ଶେୟାର…

ରାଞ୍ଚି,୧୩।୬: ଆପିଏଲ୍‌ ସ୍ଥଗିତ ହେବା ପରେ ଟିମ୍‌ ଇଣ୍ଡିଆର ପୂର୍ବତନ ଅଧିକାୟକ ଏମ୍‌.ଏସ୍‌. ଧୋନୀ ରାଞ୍ଚିସ୍ଥିତ ନିଜ ଫାର୍ମ ହାଉସ୍‌ରେ ଛୁଟି ବିତାଉଛନ୍ତି। ଧୋନୀ ଫାର୍ମରେ...

ସ୍ବାମୀଙ୍କଠାରୁ ଏତିକି ଲମ୍ବା ସ୍ତ୍ରୀ, ସୃଷ୍ଟି କଲେ ଓ୍ବାଲର୍‌ଡ ରେକର୍ଡ

କୁହାଯାଏ, ଉପରବାଲା ଯୋଡ଼ି ବନେଇଥାନ୍ତି। ଏହି ଉକ୍ତିର ସତ୍ୟତା ଦେଖିବାକୁ ମିଳିଛି ବ୍ରିଟେନରେ । ଜେମ୍ସ ଏବଂ କ୍ଲୋଇଙ୍କ ଯୋଡ଼ି ଭଗବାନ ତିଆରି କରିଛନ୍ତି। ଯାହକି...

ଏକଦା କାନ୍ଥରେ ଚିତ୍ର କରି ଶୁଣୁଥିଲେ ଗାଳି: ଏବେ ଗୁଗଲ ଦେଲା ପୁରସ୍କାର

ଓ୍ବାଶିଂଟନ୍‌,୧୫।୬: ଡୁଡଲ ଫର୍‌ ଗୁଗଲ-୨୦୨୧ ପ୍ରତିଯୋଗୀତାର ବିଜେତାଙ୍କ ନାମ ଘୋଷଣା କରାଯାଇଛି। ଆମେରିକାର ଗୁଗଲର ହୋମପେଜ୍‌ରେ ଏହି ଡୁଡଲ ପ୍ରଦର୍ଶିତ ହେବ। ଏନେଇ ଗୁଗଲର ସିଇଓ...

ବୁଡ଼ୁଥିବା ଯୁବତୀଙ୍କୁ ଉଦ୍ଧାର କରିବାକୁ ଲାଗିଥିଲେ ଦମକଳବାହିନୀ-ପୋଲିସ: ହେଲେ ଶେଷରେ ଘଟିଲା ଏପରି

ଟୋକିଓ,୨୩।୬: ଜାପାନରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯାହାକୁ ଦେଖି ଲୋକଙ୍କ ହୋସ୍‌ ଉଡ଼ିଯାଇଛି। ଜଣେ ବୁଡ଼ୁଥିବା ଯୁବତୀଙ୍କୁ ଉଦ୍ଧାର କରିବା ପାଇଁ ଦମକଳ...

କରୋନା ସଙ୍କଟ ଯୋଗୁ ବର୍ଷେ ହେଲାଣି ଦରମା ନେଇନାହାନ୍ତି ମୁକେଶ

ନୂଆଦିଲ୍ଲୀ,୩।୬: ଦେଶରେ କରୋନା ପ୍ରକୋପ ଏବେ ବି ଜାରି ରହିଛି। କରୋନା ସଙ୍କଟର ଭୟାବହତାକୁ ଦେଖି ରିଲାଏନ୍ସ ଇଣ୍ଡଷ୍ଟ୍ରିର (ଆର୍‌ଆଇଏଲ୍‌)ର ଅଧ୍ୟକ୍ଷ ମୁକେଶ ଆମ୍ବାନୀ ଗତ...

ବସ୍‌-ବନ୍ଦ ଘରେ କରୋନା ସଂକ୍ରମଣ ଆଶଙ୍କା ଅଧିକ…

ଲଣ୍ଡନ/ନୂଆଦିଲ୍ଲୀ,୩।୬: ପୃଥିବୀରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଏପରିସ୍ଥଳେ କରୋନା ସଂକ୍ରମଣ କେଉଁଠି ଅଧିକ ହୋଇଥାଏ ସେ ନେଇ ଏକ ରିପୋର୍ଟ...

ଅମରପ୍ରେମରୁ କାବେରୀ

ଆଲୋ ସୁନ୍ଦରୀ ତୋର କଥାରେ, ମୁଁ ନାଚିବି ଭାଲୁ ସାଥିରେ…। ପୁଣି- ଆସିବ ବର ତୋର ହୋଇବ ବାହାଘର ତା’ପରେ….ଏମିତି ଏକାଧିକ ଚଳଚ୍ଚିତ୍ର ସଂଗୀତର ଲେଖକ...

କନ୍ୟାଙ୍କ ପାଦ ଛୁଇଁଲେ ବର: କହିଲେ ହୃଦୟସ୍ପର୍ଶୀ କଥା

ଭାରତୀୟ ପରମ୍ପରା ଅନୁଯାୟୀ ବିବାହ ପରେ କନ୍ୟା ବରଙ୍କ ପାଦ ଛୁଇଁଥା’ନ୍ତି। କିନ୍ତୁ ନିକଟରେ ସୋସିଆଲ ମିଡିଆରେ ଏକ ଫଟୋ ବହୁତ ଭାଇରାଲ ହେବାରେ ଲାଗିଛି।...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ରାଜ୍ୟରେ ୪ହଜାରରୁ ଊର୍ଦ୍ଧ୍ୱ ଆକ୍ରାନ୍ତ ଚିହ୍ନଟ: ଖୋର୍ଦ୍ଧାରୁ ସର୍ବାଧିକ
Next Post Next post:
ଥମୁନି କରୋନା ମୃତ୍ୟୁସଂଖ୍ୟା: ଗତ ୨୪ ଘଣ୍ଟାରେ ଗଲା ୪୭ ଜୀବନ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts