E-Paper
  • logo
  • Monday 26th January 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inମେଟ୍ରୋ, ରାଜ୍ୟ

ଜରୁରିକାଳୀନ ପରିସ୍ଥିତିକୁ କ୍ଷମା ଦିଆଯାଇପାରିବନି: ଧର୍ମେନ୍ଦ୍ର
10:30 amJune 26, 2021June 27, 2021

ଭୁବନେଶ୍ୱର, ୨୬।୬(ବ୍ୟୁରୋ): ୧୯୭୫ ଜୁନ ୨୫ରେ ତତ୍କାଳୀନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧିଙ୍କ ଦ୍ୱାରା ଦେଶରେ ଜାରି ଜରୁରିକାଳୀନ ପରିସ୍ଥିତିକୁ କେବେ କ୍ଷମା ଦିଆଯାଇପାରିବନି। ରାଜ୍ୟ ଭାଜପା ଭୁବନେଶ୍ୱର ସାଂଗଠନିକ ଜିଲା ପକ୍ଷରୁ ‘ଜରୁରିକାଳୀନ ପରିସ୍ଥିତି’କୁ ନେଇ ଭିଡିଓ କନଫରେନ୍ସିଂ ଜରିଆରେ ଶୁକ୍ରବାର ଆୟୋଜିତ ଆଲୋଚନାଚକ୍ରରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏହା କହିଛନ୍ତି। ମାତୃଭୂମିର ସ୍ବାଧୀନତା ପାଇଁ ଅପ୍ରତ୍ୟାଶିତ ସଂଗ୍ରାମୀ, ବୀର ସୈନିକ ବ୍ରିଟିଶ ବିରୋଧରେ ଲଢ଼ି ନିଜର ବଳିଦାନ ଦେଇ ଦେଶକୁ ସ୍ବାଧୀନତା ଦେଇଥିଲେ। ୪୬ ବର୍ଷ ପୂର୍ବେ ଆଜିର ଦିନରେ ସେତେବେଳର ପ୍ରଧାନମନ୍ତ୍ରୀ ଜରୁରିକାଳୀନ ପରିସ୍ଥିତି ଲାଗୁ କରି ଗଣତନ୍ତ୍ରର ହତ୍ୟା କରିଥିଲେ। ସେହି ସମୟରେ ଦେଶର ନେତା, ଛାତ୍ରୀଛାତ୍ର, ଗଣମାଧ୍ୟମ ଏବଂ ସାଧାରଣ ଜନତାଙ୍କ ଦ୍ୱାରା ଦିଆଯାଇଥିବା ବଳିଦାନକୁ ଆମକୁ ସର୍ବଦା ସ୍ମରଣୀୟ ରଖିବା ପାଇଁ ହେବ। ଆମେ ପାଳୁଥିବା ଏହି କଳା ଦିବସକୁ ନା କେବେ ଭୁଲିହେବ ନା କ୍ଷମା ଦିଆଯାଇପାରିବ। ଏଥିସହ ଆଗାମୀ ଦିନରେ ଗଣତନ୍ତ୍ରର ନିଷ୍ପତିକୁ ମୁଣ୍ଡପାତି ସ୍ବୀକାର କରିବାକୁ ପଡ଼ିବ ବୋଲି ଧର୍ମେନ୍ଦ୍ର କହିଛନ୍ତି।


[mc4wp_form id="252536"] All Right Reserved By Dharitri.Com

Posted inମେଟ୍ରୋ, ରାଜ୍ୟ View All

ଗୋଟିଏ ଜୁଇରେ ୧୦ କୋଭିଡ୍‌ ମୃତଦେହ ସତ୍କାର ଘଟଣା ହାଇକୋର୍ଟରେ ମାମଲା

କଟକ ଅଫିସ,୨୨।୬: ବଲାଙ୍ଗୀରରେ ଗୋଟିଏ ଜୁଇରେ ୧୦ କୋଭିଡ୍‌ ସଂକ୍ରମିତଙ୍କ ମୃତଦେହ ସତ୍କାର ଏବଂ ବାରିପଦା କୋଭିଡ୍‌ ହସ୍ପିଟାଲରେ ଅବ୍ୟବସ୍ଥା ଘଟଣାକୁ ନେଇ ସୋମବାର ହାଇକୋର୍ଟରେ...

ଜଳବନ୍ଦୀରେ ନଦୀକୂଳିଆ ଗାଁ

ପଦ୍ମପୁର, ୧।୬ (ଡି.ଏନ.ଏ.)-ବାତ୍ୟା ‘ୟାସ୍‌’ ପ୍ରଭାବରେ ପ୍ରବଳ ବର୍ଷା ଯୋଗୁ ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଦେଇ ପ୍ରବାହିତ ମନ୍ତେଈ, କଞ୍ଚୁଡ଼ି ଓ ଧଳା ନଦୀରେ...

୩୦ ଜିଲାରେ ଅକ୍ସିଜେନ ପ୍ଲାଣ୍ଟ କାମ ଆରମ୍ଭ

ଭୁବନେଶ୍ୱର, ୨୬।୬(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ଭିଡିଓ କନ୍‌ଫରେନ୍ସ ଜରିଆରେ ରାଜ୍ୟର ଆଉ ୭ଟି ଜିଲାରେ ଲିକ୍ୟୁଡ୍‌ ମେଡିକାଲ ଅକ୍ସିଜେନ ସଂରକ୍ଷଣ ଓ ବଣ୍ଟନ...

ଦୀର୍ଘ ୫ଘଣ୍ଟା ପରେ ଅପହରଣକାରୀ ଗିରଫ

ବଲାଙ୍ଗୀର ଅଫିସ,୧୫।୬: ଶେଷରେ ବଲାଙ୍ଗୀର ଶାନ୍ତିପଡ଼ାର ହାଇପ୍ରୋଫାଇଲ୍‌ ଡ୍ରାମାର ଅନ୍ତ ଘଟିଛି। ଘର ଭିତରେ ପଶି ସୁରକ୍ଷିତ ଭାବେ ଅପହରଣକାରୀଙ୍କୁ ଗିରଫ କରିଛି ବଲାଙ୍ଗୀର ପୋଲିସ।...

‘ଘରେ ଘରେ ମାସ୍କ’ କାର୍ଯ୍ୟକ୍ରମ

ଭୁବନେଶ୍ୱର/ ପୁରୁଣା ଭୁବନେଶ୍ୱର, ୩।୬(ବ୍ୟୁରୋ/ (ଡି.ଏନ୍‌.ଏ.): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଆହ୍ବାନ କ୍ରମେ ବୁଧବାର ଏକାମ୍ର ନିର୍ବାଚନମଣ୍ଡଳୀର ଗଙ୍ଗନଗର କମ୍ୟୁନିଟି ସେଣ୍ଟରରେ ଘରେ ଘରେ ମାସ୍କ...

ଡିଭାଇଡରରେ ପିଟିହେଲା କାର୍‌: ଏକାସାଙ୍ଗରେ ଚାଲିଗଲେ ମା’, ପୁଅ

ବ୍ରହ୍ମପୁର ଅଫିସ,୨୪।୬: ଏକ ସଡ଼କ ଦୁର୍ଘଟଣାରେ ଗୁରୁତର ମା’ ପୁଅଙ୍କ ଏମ୍‌କେସିଜି ମେଡିକାଲରେ ଗୁରୁବାର ମୃତ୍ୟୁ ଘଟିଛି। ମୃତକ ହେଲେ ଆନ୍ଧ୍ରପ୍ରଦେଶ ବିଜୟନଗରମ୍‌ର ପି.ଲକ୍ଷ୍ମୀ (୪୫)...

ଘରେ ରହି ରଜ ପାଳନ କରନ୍ତୁ: ଏଡିଜି

ଭୁବନେଶ୍ୱର,୧୧।୬(ବ୍ୟୁରୋ): ରାଜ୍ୟରେ ଲକ୍‌ଡାଉନ ଓ ଶଟ୍‌ଡାଉନ ଭଳି କଟକଣାକୁ ଦୃଢ଼ ଭାବେ ପାଳନ କରାଯାଉଥିବାରୁ କୋଭିଡ୍‌ ସଂକ୍ରମଣରେ ହ୍ରାସ ଘଟୁଛି। ଆଗକୁ ରଜ ପର୍ବ ଆସୁଛି।...

୮ଘଣ୍ଟା ପରେ ଉଦ୍ଧାର ହେଲା ଭାଲୁ

ଝରିଗାଁ, ୧୧।୬: ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ରତାଖଣ୍ଡିଗୁଡା ପଞ୍ଚାୟତ ଅଧୀନ ରାଣୀଚଚରା ଗ୍ରାମକୁ ପଶି ଆସିଥିଲା ଶୁକ୍ରବାର ଏକ ଭାଲୁ। ଗ୍ରାମବାସୀ ଭାଲୁକୁ ଦେଖି...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ପାନ୍‌-ଆଧାର ଲିଙ୍କ୍‌ ଅବଧି ସେପ୍ଟେମ୍ବର ଯାଏ ବୃଦ୍ଧି
Next Post Next post:
ଟିକା ନେବା ସତ୍ତ୍ୱେ ୨୭୪ ଆକ୍ରାନ୍ତ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts