E-Paper
  • logo
  • Saturday 28th March 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଜାତୀୟ

ୟୁଏଇ-ଭାରତ ମଧ୍ୟରେ ୨୩ରୁ ବିମାନ ସେବା ଆରମ୍ଭ
5:58 pmJune 21, 2021

ନୂଆଦିଲ୍ଲୀ/ଦୁବାଇ,୨୧।୬: ୟୁନାଇଟେଡ ଆରବ ଏମିରେଟ୍ସ(ୟୁଏଇ) ଏବଂ ଭାରତ ମଧ୍ୟରେ ଆସନ୍ତା ୨୩ତାରିଖରୁ ବିମାନ ସେବା ଆରମ୍ଭ ହେବ। ୟୁଏଇ ଏୟାରଲାଇନ ପକ୍ଷରୁ ଏହି ସୂଚନା ଦିଆଯାଇଛି। କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ୟୁଏଇ-ଭାରତ ମଧ୍ୟରେ ବିମାନ ଚଳାଚଳକୁ ବନ୍ଦ କରାଯାଇଥିଲା। କଟକଣା ହଟିବା ପରେ ୨ ଦେଶ ମଧ୍ୟରେ ବିମାନ ସେବା ପୁଣି ଚାଲିବ।

ଏମିରେଟ୍ସ ପକ୍ଷରୁ କୁହାଯାଇଛି, ଆସନ୍ତା ୨୩ ତାରିଖରୁ ସାଉଥ ଆଫ୍ରିକା, ନାଇଜେରିଆ ଓ ଭାରତ ମଧ୍ୟରେ ବିମାନ ସେବା ଆରମ୍ଭ ହେବ। ଟିକାର ସମ୍ପୂର୍ଣ୍ଣ ଡୋଜ ନେଇଥିବା ଯାତ୍ରୀ ଦୁବାଇ ଯାଇପାରିବେ। ଏହା ସହ ଯାତ୍ରୀଙ୍କ ୪୮ ଘଣ୍ଟା ପୂର୍ବର ନେଗେଟିଭ ଆରଟିପିସିଆର ରିପୋର୍ଟକୁ ବାଧ୍ୟତାମୂଳକ କରାଯାଇଛି। କୋଭିଡ ପୂର୍ବରୁ ୟୁଏଇ ଓ ଭାରତ ମଧ୍ୟରେ ସପ୍ତାହରେ ୩୦୦ରୁ ଅଧିକ ବିମାନ ଯାତାୟତ କରୁଥିଲା। ହେଲେ ଏପ୍ରିଲରୁ ବିମାନ ସେବା ବନ୍ଦ ରହିଥିଲା ।


[mc4wp_form id="252536"] All Right Reserved By Dharitri.Com

Posted inଜାତୀୟ View All

ମୁଣ୍ଡ ପିଟି ବାହୁନି କାନ୍ଦିଲେ ମା’: ଜୀବନ ଫେରି ପାଇଲେ ୭ ବର୍ଷର ବାଳକ…

ବାହାଦୂରଗଡ଼,୧୭।୬: କୁହାଯାଏ ମା’ ଡାକରେ ଅମୃତ ରହିଛି। ମା’ ଡାକରେ ପିଲା ଆପଣା ଛାଏଁ ଟାଣି ହୋଇ ଚାଲି ଆସିଥାଏ। ଏହାର ସଦ୍ୟତମ ଉଦାହରଣ ହରିୟାଣାର...

ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ କାର୍ଯ୍ୟ କରିଥିଲି: ଆଲାପନ୍‌

କୋଲକାତା, ୪ା୬: ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟ ଶାସନ ସଚିବ ଆଲାପନ ବନ୍ଦୋପାଧ୍ୟାୟ ଗୁରୁବାର ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ଜାରି କାରଣ ଦର୍ଶାଅ ନୋଟିସ୍‌ର ଜବାବ ରଖିଛନ୍ତି।...

ଡେଲିଭରୀ ପାଇଁ ହସ୍ପିଟାଲରେ ଭର୍ତ୍ତି ହୋଇଥିବା ମହିଳାଙ୍କ ବନ୍ଧ୍ୟାକରଣ ଅପରେଶନ୍‌ କରିଦେଲେ ଡାକ୍ତର…

ରାଞ୍ଚି,୨୦।୬: ଡେଲିଭରୀ ପାଇଁ ହସ୍ପିଟାଲରେ ଭର୍ତ୍ତି ହୋଇଥିବା ଜଣେ ମହିଳାଙ୍କର ବନ୍ଧ୍ୟାକରଣ ଅପରେଶନ୍‌ କରି ଡାକ୍ତର ଏବେ ହରଡ଼ଘଣାରେ ପଡ଼ିଛନ୍ତି। ମହିଳା ତାଙ୍କ ପରିବାରର ଅନ୍ୟ...

ଜୁନ ୭ରୁ ୧୦୦ପ୍ରତିଶତ କର୍ମଚାରୀଙ୍କୁ ନେଇ ଚାଲିବ ସମସ୍ତ ଘରୋଇ, ସରକାରୀ କାର୍ଯ୍ୟାଳୟ

ଅହମଦାବାଦ, ୪।୬: ଦେଶରେ କରୋନା ମହାମାରୀର ଦ୍ୱିତୀୟ ଲହର ଏବେବି ଜାରି ରହିଛି। ହେଲେ ଦୈନିକ ସଂକ୍ରମଣର ପଜିଟିଭ୍‌ ହାର ତଳକୁ ଖସିଛି। ଗତ ୨...

୩ କିଲୋମିଟର ଦୂର କାନ୍ଧରେ ବସି କନ୍ୟାଙ୍କ ଘରେ ପହଞ୍ଚିଲେ ବର, କାରଣ ଜାଣିଲେ…

ପାଟଣା,୭ା୬: ବିହାରର ବକ୍ସର ଜିଲାସ୍ଥିତ ଡୁନମରାଓ ଗାଁରେ କିଛିଦିନ ତଳେ ବର୍ଷା ହୋଇଥିଲା। ଗାଁ ରାସ୍ତାର ଅବସ୍ଥା ସମ୍ପୂର୍ଣ୍ଣ ବିଗିଡ଼ି ଯାଇଥିଲା। ଫଳରେ ଜଣେ ବର...

ସିବିଏସ୍‌ଇ ପରେ ଏହି ରାଜ୍ୟ ବାତିଲ କଲା ଦ୍ୱାଦଶ ପରୀକ୍ଷା

ଭୋପାଳ,୨।୬: କରୋନା ମହାମାରୀ ଯୋଗୁ ସିବିଏସ୍‌ଇ ଓ ଆଇସିଏସ୍‌ଇ ଦ୍ୱାଦଶ ପରୀକ୍ଷାକୁ ବାତିଲ କରାଯାଇଛି। ମଙ୍ଗଳବାର ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ବସିଥିବା ବୈଠକରେ...

ଟିକା କିଣିବା ପାଇଁ ପ୍ରାଇଭେଟ ମେଡିକାଲକୁ ଦିଆଯିବ ବିନା ସୁଧରେ ଟଙ୍କା

ଗୁଆହାଟୀ,୪।୬: ଆସାମରେ କୋଭିଡ୍‌ ଟିକାକରଣକୁ ଦ୍ରୁତ ଗତିରେ ଆଗେଇ ନେବା ପାଇଁ ରାଜ୍ୟ ସରକାର ଏକ ଭିନ୍ନ ଉପାୟ ବାହାର କରିଛନ୍ତି। ବିଭିନ୍ନ ଟିକା ଉତ୍ପାଦନକାରୀ...

ଆଉ ଏକ ମହାଅଭିଯାନ କଲେ ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧୮।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଏକ ମହାଅଭିଯାନ ଆରମ୍ଭ କରିଛନ୍ତି। ୨୬ଟି ରାଜ୍ୟର ୧୧୧ଟି ତାଲିମ କେନ୍ଦ୍ରରୁ କରୋନା ସ୍ବାସ୍ଥ୍ୟସେବା ଫ୍ରଣ୍ଟଲାଇନ କର୍ମଚାରୀଙ୍କ ପାଇଁ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ରାଜସ୍ଥାନ-ପଞ୍ଜାବରେ ରାଜନୈତିକ ସଙ୍କଟ ମଧ୍ୟରେ ଗୁରୁତ୍ୱପୂର୍ଣ୍ଣ ବୈଠକ ଡ଼କାଇଲେ ସୋନିଆ ଗାନ୍ଧୀ
Next Post Next post:
ଅମରନାଥ ଯାତ୍ରା ବନ୍ଦ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts