ଭୁବନେଶ୍ୱର,୪।୬(ବ୍ୟୁରୋ): ରାଜ୍ୟରେ ୭୫୦ ସ୍ବାସ୍ଥ୍ୟ ଅଧିକାରୀଙ୍କୁ ଗୁରୁବାର ନିଯୁକ୍ତିପତ୍ର ଦିଆଯାଇଛି। ଆସନ୍ତା ୭ଦିନ ମଧ୍ୟରେ ନିଜ ନିଜ କାର୍ଯ୍ୟସ୍ଥଳୀରେ ଯୋଗଦେବା ପାଇଁ ଅନୁରୋଧ କରାଯାଇଛି। ଉକ୍ତ ନିଯୁକ୍ତିପତ୍ରକୁ ଲକ୍ଡାଉନ୍ କିମ୍ବା ଶଟ୍ଡାଉନ୍ ସମୟରେ ଯାତାୟାତ ନିମନ୍ତେ ପାସ୍ ଭାବେ ବ୍ୟବହାର କରି ସ୍ବାସ୍ଥ୍ୟ ଅଧିକାରୀମାନେ ନିଜ କାର୍ଯ୍ୟସ୍ଥଳରେ ଯୋଗ ଦେଇପାରିବେ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନବନିଯୁକ୍ତ ଅଧିକାରୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି।
୨ ନାବାଳିକାଙ୍କୁ ବଳାତ୍କାର
ଉମରକୋଟ, ୫।୬: ନବରଙ୍ଗପୁର ଜିଲା ଉମରକୋଟ ଥାନା ଅଞ୍ଚଳରେ ୨ଜଣ ନାବାଳିକାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ପୋଲିସ ଘଟଣାରେ ସମ୍ପୃକ୍ତ ୨ ଜଣ ନାବାଳକଙ୍କୁ...
ମଦ୍ରାସା ପରୀକ୍ଷାରେ ସମସ୍ତେ ପାସ୍
ଭୁବନେଶ୍ୱର,୨୫।୬(ବ୍ୟୁରୋ): ଓଡ଼ିଶା ରାଜ୍ୟ ମଦ୍ରାସା ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ମୌଲବୀର ପରୀକ୍ଷା ଫଳ ଶୁକ୍ରବାର ପ୍ରକାଶ ପାଇଛି। ଭୁବନେଶ୍ୱର ୟୁନିଟ୍-୯ ସ୍ଥିତ ଉର୍ଦ୍ଦୁଭବନ ପରିସରରେ...
୧ରୁ କାର୍ଯ୍ୟକ୍ଷମ ହେବ ବ୍ରହ୍ମପୁରର ଦ୍ୱିତୀୟ ପୋକ୍ସୋ କୋର୍ଟ
ବ୍ରହ୍ମପୁର ଅଫିସ,୨୫।୬: ବ୍ରହ୍ମପୁରରେ ଦ୍ୱିତୀୟ ପୋକ୍ସୋ କୋର୍ଟ ଆରମ୍ଭ ହେବ। ଜୁଲାଇ ୧ ତାରିଖରେ ଏହି କୋର୍ଟ ଉଦ୍ଘାଟିତ ହେବ। ପୂର୍ବରୁ ଗଞ୍ଜାମ ଜିଲାରେ ସ୍ବତନ୍ତ୍ର...
ନକଲି ଡାକ୍ତରଙ୍କ କ୍ଲିନିକ୍ରେ ଚଢ଼ାଉ
ଭୁବନେଶ୍ୱର,୧୧।୬(ବ୍ୟୁରୋ): ଲାଇସେନ୍ସ କିମ୍ବା ଡାକ୍ତରୀ ଶିକ୍ଷାଗତ ଯୋଗ୍ୟତା ନାହିଁ। ତଥାପି ଘରେ ହୋମିଓପାଥିକ କ୍ଲିନିକ୍ ଖୋଲି ଔଷଧ ଦେବା ସହ ରୋଗୀଙ୍କ ଚିକିତ୍ସା କରୁଛନ୍ତି। କରୋନାକୁ...
ଆଜି ରାଜ୍ୟରୁ ୩୦୩୧ କରୋନା ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ
ଭୁବନେଶ୍ୱର,୨୧।୬(ବ୍ୟୁରୋ): ସୋମବାର ରାଜ୍ୟରୁ ୩୦୩୧ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮,୮୦,୫୩୩ରେ ପହଞ୍ଚିଥିବା ରାଜ୍ୟ ସୂଚନା...
ଅବସର ନେଲେ ସୂଚନା ଓ ଲୋକ ସମ୍ପର୍କ ବିଭାଗ ନିର୍ଦ୍ଦେଶକ କୃପାସିନ୍ଧୁ ମିଶ୍ର ନିରଞ୍ଜନ ସେଠୀଙ୍କୁ ନିର୍ଦ୍ଦେଶକ ଦାୟିତ୍ୱ
ଭୁବନେଶ୍ୱର, ୩୧।୫(ବ୍ୟୁରୋ): ସୂଚନା ଓ ଲୋକ ସମ୍ପର୍କ ବିଭାଗର ନିର୍ଦ୍ଦେଶକ କୃପାସିନ୍ଧୁ ମିଶ୍ର ସୋମବାର ଚାକିରିରୁ ଅବସର ଗ୍ରହଣ କରିଛନ୍ତି। ସେ ୧ବର୍ଷ ୧୦ମାସ ଧରି...
ଖୋଲିଲା ୯ ବର୍ଷର ହତ୍ୟା ମାମଲା ଫାଇଲ
ଭୁବନେଶ୍ୱର,୧୬।୬(ବ୍ୟୁରୋ)”ବହୁ ବିଳମ୍ବ ହୋଇଥିଲେ ମଧ୍ୟ ଏବେ କମିଶନରେଟ ପୋଲିସର ଚେତା ପଶୁଛି। ରାଜଧାନୀରେ ରହସ୍ୟ ହୋଇ ରହିଥିବା ବହୁ ସମ୍ବେଦନଶୀଳ ମାମଲାର ଖୋଳତାଡ଼ ଆରମ୍ଭ ହୋଇଛି।...
୮ଘଣ୍ଟା ପରେ ଉଦ୍ଧାର ହେଲା ଭାଲୁ
ଝରିଗାଁ, ୧୧।୬: ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ରତାଖଣ୍ଡିଗୁଡା ପଞ୍ଚାୟତ ଅଧୀନ ରାଣୀଚଚରା ଗ୍ରାମକୁ ପଶି ଆସିଥିଲା ଶୁକ୍ରବାର ଏକ ଭାଲୁ। ଗ୍ରାମବାସୀ ଭାଲୁକୁ ଦେଖି...


