ମୁମ୍ବାଇ,୨୬।୬: ମନି ଲଣ୍ଡରିଂ ମାମଲାରେ ମହାରାଷ୍ଟ୍ରର ପୂର୍ବତନ ଗୃହମନ୍ତ୍ରୀଙ୍କ ମୁମ୍ବାଇ ଓ ନାଗପୁର ସ୍ଥିତ ବାସଭବନରେ ଶୁକ୍ରବାର ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ଚଢ଼ାଉ କରିଥିଲା। ଏହି ଚଢ଼ାଉ ସମୟରେ ତାଙ୍କ ଘରୁ କେତେକ ଜରୁରୀ କାଗଜପତ୍ର ଜବତ କରାଯାଇଥିଲା। ଏସମ୍ବନ୍ଧରେ ପଚରାଉଚରା ପାଇଁ ଅନୀଲ ଦେଶମୁଖଙ୍କୁ ଏକ ସମନ ଜାରି କରାଯାଇ ଶନିବାର ଇଡି କାର୍ଯ୍ୟାଳୟରେ ହାଜର ହେବାକୁ କୁହାଯାଇଥିଲା। କିନ୍ତୁ ଅନୀଲଙ୍କ ସ୍ଥାନରେ ଶନିବାର ତାଙ୍କ ଓକିଲ ପହଞ୍ଚିଥିଲେ ଇଡି କାର୍ଯ୍ୟାଳୟରେ। ଏଥିସହ କାର୍ଯ୍ୟାଳୟରେ ହାଜର ହେବାକୁ ନେଇ ତାଙ୍କ ଓକିଲ ନୂଆ ତାରିଖ ଦାବି କରିଥିଲେ। ଏଥିସହ ଦେଶମୁଖଙ୍କ ପକ୍ଷରୁ ତାଙ୍କ ଓକିଲ ଇଡି ଅଧିକାରୀଙ୍କୁ ଏକ ଦାବିପତ୍ର ଦେଇଥିବା ଜଣାପଡ଼ିଛି।
ସରକାରୀ କର୍ମଚାରୀଙ୍କୁ ମିଳିବ ବୈଦ୍ୟୁତିକ ଯାନ
ପାଣାଜୀ,୬।୬: ବୈଦ୍ୟୁତିକ ଯାନକୁ ପ୍ରୋତ୍ସାହିତ କରିବା ପାଇଁ ସରକାର ଅନେକ ପଦକ୍ଷେପ ନେଉଛନ୍ତି। ଏହି ପରିପ୍ରେକ୍ଷୀରେ ଗୋଆ ଏବଂ କେରଳ ସରକାର ସେମାନଙ୍କ ରାଜ୍ୟରେ ସରକାରୀ...
ଗରିବଙ୍କୁ ରାଶନ କାର୍ଡ ଦିଅ
ନୂଆଦିଲ୍ଲୀ, ୪।୬(ପି.ଟି.): ସମାଜର ଆର୍ଥତ୍କ ଦୁର୍ବଳ ଶ୍ରେଣୀର ଲୋକମାନଙ୍କୁ ଚିହ୍ନଟ କରି ସେମାନଙ୍କୁ ଜାତୀୟ ଖାଦ୍ୟ ନିରାପତ୍ତା ଆଇନ ଅଧୀନକୁ ଆଣିବା ଲାଗି କେନ୍ଦ୍ର ସରକାର...
ରାଜ୍ୟକୁ ତଥ୍ୟ ମାଗିଲେ ସୁପ୍ରିମକୋର୍ଟ
ନୂଆଦିଲ୍ଲୀ,୨ା୬: ମହାମାରୀ ସମୟରେ ଜେଲରେ ଭିଡ଼ କମାଇବା ପାଇଁ କେତେଜଣ କଏଦୀଙ୍କୁ ଜାମିନ ଦିଆଯାଇଛି ସେନେଇ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳଗୁଡ଼ିକୁ ମଙ୍ଗଳବାର ସୁପ୍ରିମକୋର୍ଟ ବିସ୍ତୃତ...
ଅଧିକ ସନ୍ତାନ ଥିବା ମାତାପିତାଙ୍କୁ ମିଳିବ ୧ ଲକ୍ଷ ଟଙ୍କା
ଆଇଜଲ୍,୨୨।୬: ଦେଶରେ ଜନସଂଖ୍ୟା ନିୟନ୍ତ୍ରଣକୁ ନେଇ ବିଭିନ୍ନ ପ୍ରକାର ଯୋଜନା କରାଯାଉଛି। କିନ୍ତୁ ମିଜୋରାମ ଜଣେ ମନ୍ତ୍ରୀ ଏକ ଅଜବ ଘୋଷଣା କରି ଚର୍ଚ୍ଚାରେ ଅଛନ୍ତି।...
ରେଳଧାରଣାରେ ଯାଇଛି ୮,୭୦୦ ଜୀବନ
ନୂଆଦିଲ୍ଲୀ, ୩।୬(ପି.ଟି.): ୨୦୨୦ରେ ଦେଶବ୍ୟାପୀ ଲକ୍ଡାଉନ ଯୋଗୁ ଯାତ୍ରୀବାହୀ ଟ୍ରେନ୍ ଚଳାଚଳ ଯଥେଷ୍ଟ ହ୍ରାସ ସତ୍ତ୍ୱେ ରେଳଧାରଣାରେ ୮,୭୦୦ରୁ ଊର୍ଦ୍ଧ୍ୱ ଲୋକଙ୍କ ଜୀବନ ଯାଇଛି। ସେମାନଙ୍କ...
ପଞ୍ଜାବ, ହରିୟାଣାରେ ପ୍ରବଳ ବର୍ଷା: ନେଲାଣି ୫ ଜୀବନ
ଚଣ୍ଡିଗଡ଼,୧୧।୬: ପଞ୍ଜାବ ଏବଂ ହରିୟାଣାର ବିଭିନ୍ନ ଅଞ୍ଚଳରେ ପ୍ରବଳ ବର୍ଷା ଲାଗି ରହିଛି। ଏଭଳିସ୍ଥିତିରେ ପଞ୍ଜାବର ପଟିଆଲା ଜିଲାରେ ଗୋଟିଏ ପରିବାରର ୪ ଜଣ ଏବଂ...
ଟିକା ଯୋଗୁ ଦେଶରେ ଗଲା ପ୍ରଥମ ଜୀବନ
ନୂଆଦିଲ୍ଲୀ,୧୫।୬: ଦେଶରେ କରୋନା ଟିକାକରଣ ପ୍ରକ୍ରିୟା ଜାରି ରହିଛି। ଜାନୁଆରୀ ୧୬ରୁ ଭାରତରେ କରୋନା ଟିକାକରଣ କାର୍ଯ୍ୟ ଆରମ୍ଭ ହୋଇଥିବା ବେଳେ ଏପର୍ଯ୍ୟନ୍ତ ପ୍ରାୟ ୨୬କୋଟିରୁ...
ଅପରାହ୍ନ ୫ରେ ଦେଶକୁ ସମ୍ବୋଧନ କରିବେ ମୋଦି
ନୂଆଦିଲ୍ଲୀ,୭।୬: କରୋନାର ଦ୍ୱିତୀୟ ଲହରରେ ନୂଆ ସଂକ୍ରମଣ ହ୍ରାସ ପାଇବା ପରେ ଆଜି ଦେଶର ଅନେକ ସ୍ଥାନରେ ଅନଲକ ପ୍ରକ୍ରିୟା ଆରମ୍ଭ ହୋଇଛି। ଏଭଳି ପରିସ୍ଥିତିରେ...


